• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଡାକ୍ତର ମଧୁସୂଦନ ଦାଶଙ୍କ ବିୟୋଗରେ ଆଇ. ଏମ୍. ଏ. ବରଗଡ ର ଶୋକସଭା

Proprietor Abhimanyu Maharana by Proprietor Abhimanyu Maharana
May 5, 2022
in ଓଡ଼ିଶା, ବରଗଡ଼, ହୋମ୍
0
ଡାକ୍ତର ମଧୁସୂଦନ ଦାଶଙ୍କ ବିୟୋଗରେ ଆଇ. ଏମ୍. ଏ. ବରଗଡ ର ଶୋକସଭା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୦୫ ମଇ ଗୁରୁବାର/ବରଗଡ଼ :- ସ୍ବର୍ଗତ ଡ଼ା. ମଧୁସୂଦନ ଦାଶଙ୍କ  ମହାପ୍ରୟାଣରେ ଏକ ଶ୍ରଦ୍ଧାଞ୍ଜଳି ସଭା ଭାରତୀୟ ମେଡିକାଲର ସଂଘ ବରଗଡ଼ ଜିଲ୍ଲା ଶାଖା ପକ୍ଷରୁ ସ୍ଥାନୀୟ କିଶୋରୀ ନର୍ସିଂ ହୋମର ପରିସରରେ ଆୟୋଜିତ ହୋଇଯାଇଛି । ଭାରତୀୟ ଚିକିତ୍ସକ ସଂଘ ବରଗଡ଼ ଶାଖାର ସଭାପତି ଡ଼ା. ରବିନାରାୟଣ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ଦିବଙ୍ଗତ ଆତ୍ମାର ସଦ୍ ଗତି କାମନା କରି ୨ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା । ସେ ଥିଲେ ଏକ ଅବିସ୍ମରଣୀୟ ପୁଣ୍ୟତ୍ମା । ତାଙ୍କର ଅଧ୍ୟାତ୍ମିକତା, ଶିଶୁ ବିଶେଷଜ୍ଞ ଭାବରେ କାର୍ଯ୍ୟଦକ୍ଷତା, ପରୋପକାର ମନୋବୃତ୍ତି, ଅମାୟିକ ବ୍ୟବହାରରେ ସମସ୍ତେ ଅବିଭୂତ ହୋଇଥିବାରୁ ତାଙ୍କର ବିୟୋଗ ଏକ ଅପୂରଣୀୟ କ୍ଷତି ବୋଲି ସଦସ୍ୟମାନେ ସ୍ମୃତିଚାରଣ କରିଥିଲେ ।  

ଏହି ସଭାରେ ଡ଼ା. ସୁବଳ କର , ଡ଼ା. ଅର୍ଜୁନ ମେହେର, ଡ଼ା. ଓମ୍ ପ୍ରକାଶ ଲାଠ୍, ଡ଼ା. ବିନୋଦ ବିହାରୀ ନାୟକ, ଡ଼ା. ଘନଶ୍ୟାମ ନାଥ, ଡ଼ା. ପ୍ୟାରୀଲାଲ ତ୍ରିପାଠୀ, ଡ଼ା. ରାଜେଶ ତ୍ରିପାଠୀ, ଡା.ଶଙ୍କର ଲାଲ୍ ଶର୍ମା, ଡ଼ା. ଶୀତଳ ଅଗ୍ରୱାଲ, ଡ଼ା. ସରୋଜ କୁମାର ମେହେର, ଡ଼ା. ନାରାୟଣ ପ୍ରସାଦ ମିଶ୍ର, ଡ଼ା. ଶ୍ରୀକୃଷ୍ଣ ବଲ୍ଲଭ ମହାନ୍ତି, ଡ଼ା. ଭୀମ ସାହୁ, ଡ଼ା. ଦୁର୍ଗା ପ୍ରସାଦ ଦାଶ, ଡ଼ା. ଉମେଶ ଚନ୍ଦ୍ର ସାହୁ, ଡ଼ା. ରଞ୍ଜନ କୁମାର ମହାପାତ୍ର, ଡ଼ା. ସୁଶୀଳ କୁମାର କର, ଡ଼ା. ତାପସ ବୈକାର ପ୍ରମୁଖ ଯୋଗଦେଇ ସ୍ବର୍ଗତ ଆତ୍ମାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

Karishma from Odisha AM/NS India Gymanstics High Performance Centre wins silver at Pharaohs Cup 2026

September 22, 2026

MALABARGOLD & DIAMONDS LAUNCHES ARTISTRY SHOW AT BHUBANESWAR SOUBHAGYA NAGAR STORE

Odisha Assembly Witness Tense Scenes Over MMDR Act and Textbook Blunders; BJP Slams Opposition Walkout Naveen Patnaik left Assembly

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

Karishma from Odisha AM/NS India Gymanstics High Performance Centre wins silver at Pharaohs Cup 2026

September 22, 2026
ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

September 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version