• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ରଘୁନାଥପୁରରେ କାର୍ଯ୍ୟରତ ପ୍ରାଣୀଧନ ନିରୀକ୍ଷକ : ଜଗନ୍ନାଥ ରାଉତଙ୍କ ବାସଭବନ ସମେତ ୯ଟି ସ୍ଥାନରେ ଚଢାଉ – ପ୍ରାୟ ୧୦ କୋଟି ଟଙ୍କାର ବହିର୍ଭୁତ ସମ୍ପତ୍ତି ଠାବ

Proprietor Abhimanyu Maharana by Proprietor Abhimanyu Maharana
May 6, 2022
in ଅପରାଧ, ଓଡ଼ିଶା, ମହାନଗର, ହୋମ୍
0
ରଘୁନାଥପୁରରେ କାର୍ଯ୍ୟରତ ପ୍ରାଣୀଧନ ନିରୀକ୍ଷକ : ଜଗନ୍ନାଥ ରାଉତଙ୍କ ବାସଭବନ ସମେତ ୯ଟି ସ୍ଥାନରେ ଚଢାଉ – ପ୍ରାୟ ୧୦ କୋଟି ଟଙ୍କାର ବହିର୍ଭୁତ ସମ୍ପତ୍ତି ଠାବ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୦୫ ମଇ ଗୁରୁବାର/ଭୁବନେଶ୍ୱର :- ଭୁବନେଶ୍ୱର ର ରଘୁନାଥପୁରରେ କାର୍ଯ୍ୟରତ ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କ ବାସଭବନ ସମେତ ୯ଟି ସ୍ଥାନରେ ଆଜି ଚଢାଉ କରି ତାଙ୍କ ନିକଟରୁ ମୋଟ ପ୍ରାୟ ୧୦ କୋଟି ଟଙ୍କାର ବହିର୍ଭୁତ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ ଟିମ୍ ସେଥ୍‌ରେ ରହିଛି କଟକ ଓ ଭୁବନେଶ୍ୱର ରେ ୯୧ଗୋଟି ‘ପ୍ଲଟ୍’,

ଭୁବନେଶ୍ୱର ବରରେ ତାଙ୍କ ନାମରେ ଥିବା ୪ଟି ବିଲିଂ ଓ ୩ଟି ଫ୍ଲାଟ୍, କଟକରେ ଗୋଟିଏ ଆଉଟ୍ ହାଉସ୍, ରଘୁନାଥପୁରର ରୟାଲ୍ ଲାଗୁନ୍ ଆପାର୍ଟମେଣ୍ଟରେ ଥିବା ଘର, ରଘୁନାଥପୁର ଗାଁରେ ଥିବା ଦୁଇଟି ୩ ମହଲା ଘର ଏବଂ ଅନ୍ୟ ଏକ ୨ ମହଲା ଘର, ଗାଁ ପୋଖରୀ ନିକଟରେ ଥିବା ଏକ କୋଠାଘର, ଗ୍ରୀନ୍ ଆପାର୍ଟମେଣ୍ଟରେ ଥିବା ପ୍ଲାଟ ସମେତ ୫୦୦ଗ୍ରାମ ସୁନା,

୨୫୦ ଗ୍ରାମ ରୂପା ଓ ୧୦ ଗ୍ରାମରୁ ଅଧିକ ହୀରା ଅଳଙ୍କାର ଏବଂ ୫୦ଲକ୍ଷରୁ ଉର୍ଦ୍ଧ ବୀମା ଓ ବ୍ୟାଙ୍କ୍ ଡିପୋଜିଟ୍ ଜବତ ହୋଇଥିବା ସୂଚନା ମିଳିଛି । ପଶୁ ଚିକିତ୍ସା ପାଇଁ ନିୟୋଜିତ ଜଣେ ସାମାନ୍ୟ ପ୍ରାଣୀଧନ ନିରୀକ୍ଷକ ଏମିତି କେତେ ଦରମା ପାଆନ୍ତି କି ତାଙ୍କ ନିକଟରୁ ଆଜି ଆଖୁ ଖୋସି ହୋଇଯିବା ଭଳି ବହୁ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଭିଜିଲାନ୍ସ ଜବତ୍ କରି ତାଙ୍କୁ ଗିରଫ କରିଛି ..?

The allegation of acquisition of disproportionate assets by Sri Jagannath Rout, Live Stock Inspector,Kalarahanga, Raghunathpur, Bhubaneswar, simultaneous house searches are being conducted by Odisha Vigilance led by  5 DSPs, 10 Inspectors and other staff on the strength of search warrants issued by Honourable Special Judge Vigilance, Cuttack at the following 9 places in khurdha and Cuttack district. 

1) Residential house of  Sri Jagannath Rout located at Royal Lagoon Apartment, Raghunathpur, Bhubaneswar, Khurdha 

2) Triple storyed building of Sri Jagannath Rout located at village Raghunathpur named as Govinda Bhawan, Bhubaneswar,Khurdha.

3) Triple storyed building of Sri Jagannath Rout located at village Raghunathpur backside of Govinda Bhaban, Bhubaneswar Khurdha.

4) Double storied building of Sri Jagannath Rout located at village Raghunathpur, Bhubaneswar, Khurdha 

5) Single storyed building of Sri Jagannath Rout located at village Raghunathpur near village pond, Bhubaneswar, Khurdha 

6) One Flat No 301 in Green Garden Apartment,Raghunathpur ,Bhubaneswar, Khurdha 

7) Office room of  Sri Jagannath Rout located at Veterinary office, Kalarahanga, Bhubaneswar, Khurdha 

8) Flat No 401in Royal Arcade, Raghunathpur, Bhubaneswar, Khurdha 

9) Out house of  Sri Jagannath Rout located at Plot No-921,Charigharia,Banki, Dist – Cuttack . Search is in progress. Further report follows.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

June 28, 2026
State Bank of India Approves Metro Kinaaraa

ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ମେଟ୍ରୋ କିନ୍ନାରାକୁ ଅନୁମୋଦନ କଲା

June 28, 2026
State Bank of India Approves Metro Kinaaraa

State Bank of India Approves Metro Kinaaraa

June 28, 2026
କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

June 28, 2026
State Bank of India Approves Metro Kinaaraa

ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ମେଟ୍ରୋ କିନ୍ନାରାକୁ ଅନୁମୋଦନ କଲା

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version