• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲା ପରିଷଦ ର ପ୍ରଥମ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
May 7, 2022
in ଓଡ଼ିଶା, ବରଗଡ଼, ହୋମ୍
0
ଜିଲ୍ଲା ପରିଷଦ ର ପ୍ରଥମ ବୈଠକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୦୭ ମଇ ଶନିବାର / ବରଗଡ଼ :- ବରଗଡ଼ ଜିଲ୍ଲା ପରିଷଦ ର ପ୍ରଥମ ବୈଠକ ଆଜି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ପରିଷଦ ର ଅଧକ୍ଷା ମାମିନୀ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ  ଜିଲ୍ଲାପାଳ ମନୀଷା ବାନାର୍ଜୀ ସ୍ବାଗତ ଭାଷଣ ଦେଇ ଜିଲ୍ଲା ର ଉନ୍ନତି ପାଇଁ ସମସ୍ତ ଙ୍କ ର ସହଯୋଗ କାମନା କରିଥିଲେ । ସେହିପରି ବୈଠକରେ ପରିଷଦ ପରିଚାଳନା ପାଇଁ ସ୍ଥାୟୀ ସାତୋଟି କମିଟି ଗଠନ ପ୍ରସ୍ତାବ ଆଗତ ହୋଇ ସର୍ବ ସମ୍ମତି କ୍ରମେ ଗୃହିଣୀ ହୋଇଥିଲା ।

ସଭାରେ ଅନ୍ୟ ମାନଙ୍କ ମଧ୍ୟରେ ଉପାଧ୍ୟକ୍ଷ ମୋହନ ଲୁହା, ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ବିଜେପୁର ବିଧାୟିକା ରୀତା ସାହୁ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ର ପ୍ରକଳ୍ପ ନିର୍ଦ୍ଦେଶକ ତଥା ପରିଷଦ ନିର୍ବାହୀ ଅଧିକାରୀ କୃତିବାସ ରାଉତ, ସାଂସଦ ପ୍ରତିନିଧି ସୁରେଶ୍ଵର ଶତପଥୀ, ବିଧାୟକ ପ୍ରତିନିଧି ପ୍ରଫୁଲ୍ଲ କୁମାର ନାୟକ, ପୈାର ପରିଷଦ ଅଧ୍ୟକ୍ଷା କଳ୍ପନା ମାଝୀ, ବିଜେପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ର ଅଧ୍ୟକ୍ଷା ସୀତା ବାରିକ ଓ ପରିଷଦ ର ସମସ୍ତ ସଭ୍ୟ ସଭ୍ୟା ଏବଂ ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀ ଯୋଗ ଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ଶେଷରେ ପ୍ରକଳ୍ପ ନିର୍ଦ୍ଦେଶକ କୃତି ବାସ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

ମୋବାଇଲ କ୍ରେଚେସ୍‌ ଓଡ଼ିଶାରେ ଗୁଣାତ୍ମକ ଶିଶୁ ଯତ୍ନକୁ ସମ୍ପ୍ରସାରିତ କରିବାକୁ ଏକ ବହୁ-କ୍ଷେତ୍ରୀୟ ସହଭାଗୀତା ‘ସ୍ନେହ ମଣ୍ଡଳସ୍‌’ ନିମନ୍ତେ ଆହ୍ୱାନ ଦେଉଛି

March 14, 2026

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

ମୋବାଇଲ କ୍ରେଚେସ୍‌ ଓଡ଼ିଶାରେ ଗୁଣାତ୍ମକ ଶିଶୁ ଯତ୍ନକୁ ସମ୍ପ୍ରସାରିତ କରିବାକୁ ଏକ ବହୁ-କ୍ଷେତ୍ରୀୟ ସହଭାଗୀତା ‘ସ୍ନେହ ମଣ୍ଡଳସ୍‌’ ନିମନ୍ତେ ଆହ୍ୱାନ ଦେଉଛି

March 14, 2026
Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version