• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦେବଗଡ଼ ବିଜେପି ବିଧାୟକଙ୍କ ଗିରଫ ପ୍ରତିବାଦରେ କନ୍ଧମାଳ ଏସପି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ

Proprietor Abhimanyu Maharana by Proprietor Abhimanyu Maharana
May 7, 2022
in ଓଡ଼ିଶା, କନ୍ଧମାଳ
0
ଦେବଗଡ଼ ବିଜେପି ବିଧାୟକଙ୍କ ଗିରଫ ପ୍ରତିବାଦରେ କନ୍ଧମାଳ ଏସପି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୦୭ ମଇ ଶନିବାର / କନ୍ଧମାଳ :- ଦେବଗଡ ବିଜେପି ବିଧାୟକ ସୁବାଷ ପାଣିଗ୍ରାହୀଙ୍କୁ ଗିରଫ କରିବା ପ୍ରତିବାଦ ରେ କନ୍ଧମାଳ ଏସପି ଅଫିସ ସମ୍ମୁଖରେ କନ୍ଧମାଳ ଜିଲ୍ଲା ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରିବା ସହ ପ୍ରତିବାଦ ସଭା ମଧ୍ୟ  କରାଯାଇଛି । ଜିଲ୍ଲା ବିଜେପି ସଭାପତି ଜଗନ୍ନାଥ ସାହୁଙ୍କ ନେତୃତ୍ବରେ ଶତାଧିକ ନେତା ଓ କର୍ମୀ ଯୋଗଦେଇ ରାଜ୍ୟ ସରକାରଙ୍କ ବିରୋଧରେ ବିଷୋଦଗାର କରିଥିଲେ ।ବୁକ୍ ସର୍କୁଲାର୍ ୪୭ ର ଅବମାନନା କରିବା ସହ ବିଶୃଙ୍ଖଳିତ ଆଚରଣ କରିଥିବା ସରକାରୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ସେମାନେ ଦାବି କରିଥିଲେ । ବିଧାୟକଙ୍କୁ ଗିରଫ କରାଯିବା ଘଟଣାରେ ସରକାର ପରୋକ୍ଷ ଭାବେ ସରକାରୀ କର୍ମଚାରୀଙ୍କୁ ପ୍ରୋତ୍ସାହିତ କରୁଛନ୍ତି ।

ବିଧାୟକ ଏବଂ ସରକାରୀ ଅଧିକାରୀଙ୍କ ମଧ୍ୟରେ ସମନ୍ବୟର ଅଭାବ କାରଣରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ବିଜେପି ଅଭିଯୋଗ କରିଛି । ଏନେଇ ଏସପିଙ୍କ ଜରିଆରେ ରାଜ୍ୟପାଳ ଗଣେଶୀ ଲାଲଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛି କନ୍ଧମାଳ ବିଜେପି । ବିଜେପି ଜିଲ୍ଲା ସଭାପତି ଜଗନ୍ନାଥ ସାହୁ କହିଛନ୍ତି ଯେ, “ଜନସ୍ବାର୍ଥ ସମ୍ବଳିତ ବିକାଶ କାର୍ଯ୍ୟରେ ବାଧାସୃଷ୍ଟି ହେବାରୁ ଦେବଗଡ ଜିଲ୍ଲାରେ ଗତ ୧ ତାରିଖରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଲା । ହେଲେ ପୋଲିସ ଉପଯୁକ୍ତ ତଦନ୍ତ ନ କରି ତିଳେଇବଣି ବିଡ଼ିଓ ଙ୍କ ଅଭିଯୋଗ ଆଧାରରେ ବିଧାୟକଙ୍କୁ ଗିରଫ କଲା, ଯାହା ବୁକ୍ ସର୍କୁଲାର ୪୭ର ଅବମାନନା ଅଟେ ।” ବିଧାୟକଙ୍କୁ ଦୁର୍ବ୍ଯବହାର ପାଇଁ ଦୋଷୀ ବିଡ଼ିଓଙ୍କୁ ତୁରନ୍ତ ଗିରଫ କରିବା ସହ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଏବଂ ବିଧାୟକ ସୁବାଷ ପାଣିଗ୍ରାହୀଙ୍କ ଉପରେ ଥିବା ମକଦ୍ଦମା ତୁରନ୍ତ ପ୍ରତ୍ୟାହାର କରିବାକୁ ସଭାପତି ଶ୍ରୀ ସାହୁ ଦାବି କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

October 8, 2026
ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 8, 2026
ସବରେଜିଷ୍ଟର ଅଫିସ ସମ୍ମୁଖ ବରଗଛ ଡାଳ ଭାଙ୍ଗିଲା ଅଳ୍ପକେ ରକ୍ଷାପାଇଲେ ଓକିଲ, ମୋହରିର ଓ ଷ୍ଟାମ୍ପ ଭେଣ୍ଡର

ସବରେଜିଷ୍ଟର ଅଫିସ ସମ୍ମୁଖ ବରଗଛ ଡାଳ ଭାଙ୍ଗିଲା ଅଳ୍ପକେ ରକ୍ଷାପାଇଲେ ଓକିଲ, ମୋହରିର ଓ ଷ୍ଟାମ୍ପ ଭେଣ୍ଡର

October 8, 2026
ଓଡ଼ିଶା ନିର୍ମାଣ ଶ୍ରମିକ ସଂଘର ରାଜ୍ୟ ସମ୍ମିଳନୀ ରେ ନିର୍ମାଣ ଶ୍ରମିକଙ୍କୁ ମାସିକ ପେନସନ ଦାବୀ

ଓଡ଼ିଶା ନିର୍ମାଣ ଶ୍ରମିକ ସଂଘର ରାଜ୍ୟ ସମ୍ମିଳନୀ ରେ ନିର୍ମାଣ ଶ୍ରମିକଙ୍କୁ ମାସିକ ପେନସନ ଦାବୀ

October 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

October 8, 2026
ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version