• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହାପ୍ରଭୁଙ୍କ ରଥକାଠର ପବିତ୍ରତା ନଷ୍ଟ ହେଉଛି : ରଥକାଠକୁ ଅଇଁଠା ହାତରେ ସ୍ପର୍ଶ କରୁଛନ୍ତି

Proprietor Abhimanyu Maharana by Proprietor Abhimanyu Maharana
May 7, 2022
in ଓଡ଼ିଶା, ପୁରୀ, ହୋମ୍
0
ମହାପ୍ରଭୁଙ୍କ ରଥକାଠର ପବିତ୍ରତା ନଷ୍ଟ ହେଉଛି : ରଥକାଠକୁ ଅଇଁଠା ହାତରେ ସ୍ପର୍ଶ କରୁଛନ୍ତି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୦୭ ମଇ ଶନିବାର/ପୁରୀ :- ମହାପ୍ରଭୁଙ୍କ ରଥକାଠର ପବିତ୍ରତା ନଷ୍ଟ ହେଉଛି,ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଆସୁଥିବା ରଥକାରେ ମାହାତ୍ମ୍ୟ ଅନେକ । ଦାରୁ ଛେଦନ ବେଳେ ମହାପ୍ରଭୁଙ୍କ ଆଜ୍ଞାମାଳ ଲାଗି ହେଉଛି । ସ୍ଥାନୀୟ ଲୋକେ ଜଳନ କୀର୍ତ୍ତନ କରି ବାର ଛେଦନ ପ୍ରକ୍ରିୟାରେ ସାମିଲ ହେଉଛନ୍ତି । ପୁରୀରେ ରଥକାଠ ପହଞ୍ଚିବା ପରେ ଯଦି କେହି ଉକ୍ତ ବହାରୁ ଆସୁଛନ୍ତି, ଏହାକୁ ମୁଣ୍ଡିଆ ମାରି ମହାପ୍ରଭୁଙ୍କ ସ୍ପର୍ଶ ଅନୁଭବ କରୁଛନ୍ତି । କିନ୍ତୁ ବଡ଼ଦାଣ୍ଡରେ ଏହି ପବିତ୍ରତାକୁ ନଷ୍ଟଇଣ୍ଟ କରାଯାଉଥିବା ଦେଖିବାକୁ ମିଳୁଛି ।

ବେପାର କରୁଛନ୍ତି । ଏହିଠାରେ ଲୋକେ ଗୁପଚୁପ ଖାଉଛନ୍ତି, ଯାହାର ଅଇଁଠା ପାଣି ରଥକାଠ ଉପରେ ପଡ଼ୁଛି । ଅଇଁଠା ପତ୍ର ବି ଏହିଠାରେ ପଡ଼ୁଛି । ହାତଧୁଆ ପାଣି ବି ରଥକାଠ ଉପରେ ପଡୁଛି । ସେପଟେ ଖଳା ଦୋକାନୀମାନେ ବି ରଥକାଠ ଉପରେ ଖଳା ଓ ଗୁପ୍‌ଚୁପ୍ ବିକ୍ରି କରୁଥିବା ଦେଖିବାକୁ ମିଳୁଛି । ଯେଉଁ ଲୋକେ ଖଜା କିଣିବାକୁ ଆସୁଛରି, ସେମାନେ ଏହିଠାରେ ଖଳା ଖାଉଛନ୍ତି ଓ ରଥକାଠକୁ ଅଇଁଠା ହାତରେ ସ୍ପର୍ଶ କରୁଛନ୍ତି। ଯାହାକୁ ନେଇ ଗଳ୍ପ, ସେବାୟତ ମହଲରେ ବିରୋଧ ଆରମ୍ଭ ହୋଇଛି ।

ବଡ଼ଦାଣ୍ଡରେ ଶ୍ରୀମନ୍ଦିର କାର‌୍ୟ୍ୟାଳୟଠାରୁ ମରିବିକୋଟ ଛକ ପର‌୍ୟ୍ୟନ୍ତ ରାସ୍ତାର ଦୁଇପାର୍ଶ୍ଵରେ ନିଜ ଶହ ଅସନ, ଧଉରା, ପାଶ ଆଦି କାଠ ଗଦା କରି ରଖାଯାଇଛି । କିନ୍ତୁ ଦୁର୍ଭାଗ୍ୟର ବିଷୟ, ଏହା ଉପରେ ଏବେ ଦୋକାନୀଙ୍କ ପସରା ମେଲିଛି । ଗୁପଚୁପ ଦୋକାନୀମାନେ ରଥକାଠକୁ ସେବାୟତଙ୍କ କହିବା କଥା, ରଥକାଠ ମହାପ୍ରଭୁଙ୍କ ରଥ ତିଆରି ପାଇଁ ଆସୁଛି ! ପ୍ରଶାସନ ଏତେ ସବୁ ବ୍ୟବସ୍ଥା କରୁଛନ୍ତି, ଚାହିଁଲେ ରଥକାଠକୁ ବ୍ୟାରିକେଡ୍ ଭିତରେ ରଖିପାରିବେ । କିନ୍ତୁ ସେଭଳି କିଛି ପଦକ୍ଷେପ ନିଆଯାଉନି । ଯେଉଁଥିପାଇଁ ଜାଗ ଆଜି ରଥକାଠର ପବିତ୍ରତା ନଷ୍ଟ ହେଉଛି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version