• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
May 8, 2022
in ଓଡ଼ିଶା, କନ୍ଧମାଳ, ହୋମ୍
0
ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ବୈଠକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୦୮ ମଇ ରବିବାର/କନ୍ଧମାଳ :- କନ୍ଧମାଳ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ବୈଠକ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣଙ୍କ ସହଯୋଗରେ ଫୁଲବାଣୀ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ରବିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୨୦୨୨ ମୌସୁମୀ ସମୟରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ସମ୍ବନ୍ଧୀୟ ପ୍ରସ୍ତୁତିର ସମୀକ୍ଷା ସହିତ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟକୁ ମୁକାବିଲା କରିବା ପାଇଁ ଅଦ୍ୟାବଧି ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ବିଭାଗୀୟ ସରକାରୀ ପଦାଧିକାରୀ ମାନେ ସୂଚନା ପ୍ରଦାନ କରିଥିଲେ। ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ ସମ୍ଭାବ୍ୟ ବିପର୍ଯ୍ୟୟକୁ ସମ୍ମୁଖୀନ ହେବା ପୂର୍ବରୁ ଏହର ମୁକାବିଲା ପାଇଁ ସଜାଗ ହେବା ଯେମିତିକି ଶୁଷ୍କ ଖାଦ୍ୟ ଦ୍ରବ୍ୟ, ଔଷଧ, ଜଳ ନିଷ୍କାସନ ପାଇଁ ବ୍ୟବସ୍ଥା, ଦୁର୍ବଳ ସ୍ଥିତିରେ ଥିବା ନଦୀ ଓ କେନାଲ ବନ୍ଧ ନିର୍ମାଣ ଆଦି ପ୍ରତି ଗୁରୁତ୍ୱ ଦେବା ସହିତ ବିପର୍ଯ୍ୟୟ ପରେ ଥଇଥାନ ପଦକ୍ଷେପକୁ ସଠିକ ଭାବେ ପରିଚାଳନା କରିବାକୁ ବୈଠକରେ ଉପସ୍ଥିତ କନ୍ଧମାଳ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁଶ୍ରୀ ନନ୍ଦିନୀ ମଲିକ ପରାମର୍ଶ ଦେଇଥିଲେ।

ସେହିପରି ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର ବହୁ ଧନ ଜୀବନ ନଷ୍ଟକୁ ରୋକିବା ପାଇଁ ଆମେ ସମସ୍ତେ ପ୍ରସ୍ତୁତ ରହି ସଠିକ ସମୟରେ ଆବଶ୍ୟକ ପଦକ୍ଷେପ ନେବା ବୋଲି କହିଥିଲେ। କନ୍ଧମାଳ ଜିଲ୍ଲାପାଳ ଡା.ବୃନ୍ଦା ଡି. ଜିଲ୍ଲାରେ କ୍ଷୁଦ୍ର ଜଳସେଚନର କୌଣସି ନଦୀ ବନ୍ଧ ଭାଙ୍ଗିଯିବା ଅବସ୍ଥାରେ ଅଛି କି ନାହିଁ ପଚାରି ବୁଝିଥିଲେ। ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଦୁର୍ବଳ ସ୍ଥିତିରେ ଥିବା ସ୍ଥାନ ଓ ଅଞ୍ଝଳ ଆଦିର ପରିଦର୍ଶନ କରି ସଂପୃକ୍ତ ବିଭାଗକୁ ଅବଗତ କରିବାକୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ତହସିଲଦାର୍‍ ମାନଙ୍କୁ ନିର୍ଦ୍ଦେଶ ପ୍ରଦାନ କରିବା ସଙ୍ଗେସଙ୍ଗେ ତୁରନ୍ତ ମରାମତି ପାଇଁ ଆବଶ୍ୟକୀୟ ସାମଗ୍ରୀ ଓ ସରଞ୍ଜାମ ସହିତ ପ୍ରସ୍ତୁତ ରହିବାକୁ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ, ଗ୍ରାମ୍ୟ ଉନ୍ନୟନ, ରାସ୍ତା ଓ କୋଠାବାଡ଼ି, କ୍ଷୁଦ୍ର ଜଳସେଚନ, ବିଦ୍ୟୁତ ଏବଂ ବିଜ୍ଞାପିତ ଅଂଚଳ ପରିଷଦ ଓ ପୌ÷ର ପରିଷଦର ନିର୍ବାହୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଗୋଷ୍ଠୀ ଉନ୍ନୟନ ଅଧିକାରୀମାନେ ଲୋକମାନଙ୍କୁ ବିପର୍ଯ୍ୟୟ ପୂର୍ବରୁ ଏବଂ ପରେ ସଚେତନ କରିବା ପାଇଁ ପଦକ୍ଷେପ ନେବାକୁ କହିଥିଲେ। ତେବେ ଏ ଦିଗରେ ଏନଜିଓମାନଙ୍କର ସହଯୋଗ ନିହାତି ଆବଶ୍ୟକ ବୋଲି ସେ କହିଥିଲେ। ବିଜ୍ଞାପିତ ଅଂଚଳ ପରିଷଦ ଓ ପୌରପରିଷଦର ନିର୍ବାହୀ ଅଧିକାରୀମାନେ ଆବଶ୍ୟକ ପରିମାଣର ବ୍ଲିଚିଂ ପାଉଡର୍‍ ଯୋଗାଇ ଦେବା ସହିତ ପରିମଳ ବ୍ୟବସ୍ଥାରେ ସୁଧାର ଆଣିବା କାର୍ଯ୍ୟ ତଦାରଖ କରିବେ। ବନ୍ୟା ପରେ ପରେ ସମ୍ଭାବ୍ୟ ମହାମାରୀ ଭଳି ରୋଗକୁ ଦୃଷ୍ଟିରେ ରଖି ଗ୍ରାମାଞ୍ଚଳରେ ଥିବା ଡାକ୍ତରଖାନା, ଅଙ୍ଗନୱାଡ଼ି କେନ୍ଦ୍ର, ବିଶେଷକରି ଅପହଞ୍ଚ ଅଞ୍ଚଳ ଏବଂ ଆଶାମାନଙ୍କ ପାଖରେ ପର୍ଯ୍ୟାପ୍ତ ପରିମାଣର ବ୍ଲିଚିଂ ପାଉଡର୍‍, ହାଲୋଜିନ୍‍ ବଟିକା ଓ ଅନ୍ୟାନ୍ୟ ଦରକାରୀ ଔଷଧ ମହଜୁଦ୍‍ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ସେହିଭଳି ବିଦ୍ୟୁତ, ଟେଲି ଯୋଗାଯୋଗ ଏବଂ ରାସ୍ତା ଆଦିର ମରାମତି ପାଇଁ ଆବଶ୍ୟକ ସ୍ଥଳେ ଓଡ୍ରାଫ୍‍, ଏନଡିଆରଏଫର ସାହାଯ୍ୟ ନିମନ୍ତେ ଆଗୁଆ ଯୋଜନା କରାଯାଇଛି।

ପ୍ରତି ବ୍ଲକରେ ଆଗୁଆଭାବେ ଆବଶ୍ୟକ ପଲିଥିନ ସିଟ୍‍ ମହଜୁଦ ରଖିବା ପାଇଁ ଜିଲ୍ଲାର ସମସ୍ତ ତହସିଲଦାରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଜିଲ୍ଲା ଆପତ୍‍କାଳୀନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ ପ୍ରାରମ୍ଭିକ ସମ୍ଭାଷଣ ଦେବା ସହିତ ସଭା ପରିଚାଳନା ଏବଂ ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ ବୈଠକରେ ଜିଲ୍ଲା ପରିଷଦର ଉପାଧ୍ୟକ୍ଷା ସାଧବାଣୀ ନାୟକ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ବିଶ୍ୱରଞ୍ଜନ ନାୟକଙ୍କ ସମେତ ଜିଲ୍ଲାର ସମସ୍ତ ଉପ-ଜିଲ୍ଲାପାଳ, ବିଡିଓ, ତହସିଲ୍‍ଦାର୍‍, ସଂପୃକ୍ତ ବିଭାଗୀୟ ପଦାଧିକାରୀ, ସ୍ୱେଚ୍ଛାସେବୀ ସଂଗଠନ ପଦାଧିକାରୀମାନେ ଯୋଗଦେଇଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଚାଶ ଦିନରେ : ସମୂହ ଦୀପଦାନ ଆରମ୍ଭ ହେଲା ସ୍ୱତନ୍ତ୍ର ଭାବେ ମନ୍ଦିର ପ୍ରଵେଶ ନିମନ୍ତେ ପ୍ରଚାର ପତ୍ର୍ ବଣ୍ଟନ

ପଚାଶ ଦିନରେ : ସମୂହ ଦୀପଦାନ ଆରମ୍ଭ ହେଲା ସ୍ୱତନ୍ତ୍ର ଭାବେ ମନ୍ଦିର ପ୍ରଵେଶ ନିମନ୍ତେ ପ୍ରଚାର ପତ୍ର୍ ବଣ୍ଟନ

May 21, 2026
ପୁରୀ ଆଇ. ଏମ. ଟି ଫାର୍ମାସୀ କଲେଜରେ କ୍ୟାମ୍ପସ୍ ନିଯୁକ୍ତି ମେଳା ଆୟୋଜିତ

ପୁରୀ ଆଇ. ଏମ. ଟି ଫାର୍ମାସୀ କଲେଜରେ କ୍ୟାମ୍ପସ୍ ନିଯୁକ୍ତି ମେଳା ଆୟୋଜିତ

May 21, 2026
ଅରୁନ୍ଧତୀ ଜୁଏଲାରୀ ଆଗରେ କର୍ମଚାରୀଙ୍କ ହୋହଲ୍ଲା

ଅରୁନ୍ଧତୀ ଜୁଏଲାରୀ ଆଗରେ କର୍ମଚାରୀଙ୍କ ହୋହଲ୍ଲା

May 21, 2026
ଟିକାବାଲି ରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଟିକାବାଲି ରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

May 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଚାଶ ଦିନରେ : ସମୂହ ଦୀପଦାନ ଆରମ୍ଭ ହେଲା ସ୍ୱତନ୍ତ୍ର ଭାବେ ମନ୍ଦିର ପ୍ରଵେଶ ନିମନ୍ତେ ପ୍ରଚାର ପତ୍ର୍ ବଣ୍ଟନ

ପଚାଶ ଦିନରେ : ସମୂହ ଦୀପଦାନ ଆରମ୍ଭ ହେଲା ସ୍ୱତନ୍ତ୍ର ଭାବେ ମନ୍ଦିର ପ୍ରଵେଶ ନିମନ୍ତେ ପ୍ରଚାର ପତ୍ର୍ ବଣ୍ଟନ

May 21, 2026
ପୁରୀ ଆଇ. ଏମ. ଟି ଫାର୍ମାସୀ କଲେଜରେ କ୍ୟାମ୍ପସ୍ ନିଯୁକ୍ତି ମେଳା ଆୟୋଜିତ

ପୁରୀ ଆଇ. ଏମ. ଟି ଫାର୍ମାସୀ କଲେଜରେ କ୍ୟାମ୍ପସ୍ ନିଯୁକ୍ତି ମେଳା ଆୟୋଜିତ

May 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version