• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମୀକ୍ଷା କଲେ ରଣପୁର ବିଧାୟକ : ଘଣ୍ଚାଚକଟା ପରେ ଅସମ୍ପୁର୍ଣ୍ଣ ଅବସ୍ଥାରେ ବୈଠକ ସମାପ୍ତ ହୋଇଥିଲା – ଓଡ଼ଗାଁ ବ୍ଳକ୍ ରଣପୁର

Proprietor Abhimanyu Maharana by Proprietor Abhimanyu Maharana
May 8, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ସମୀକ୍ଷା କଲେ ରଣପୁର ବିଧାୟକ : ଘଣ୍ଚାଚକଟା ପରେ ଅସମ୍ପୁର୍ଣ୍ଣ ଅବସ୍ଥାରେ ବୈଠକ ସମାପ୍ତ ହୋଇଥିଲା – ଓଡ଼ଗାଁ ବ୍ଳକ୍ ରଣପୁର
Share on FacebookShare on TwitterWhatsapp

ପ୍ରଥମ ସମୀକ୍ଷା ବୈଠକରେ ଅବହେଳିତ କାର୍ଯ୍ୟ ମନୋବୃତ୍ତିକୁ ନେଇ ଅସନ୍ତୁଷ୍ଟ ପ୍ରକାଶ ପାଇଥିବା ଦେଖିବାକୁ ମିଳିଥିଲା ।

ଓଡ଼ିଶା ତାଜା ନ୍ୟୁଜ୍ /୦୮ ମଇ ରବିବାର/ ଓଡ଼ଗାଁ :- ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ୍ ରଣପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୧୮ ଟି ଗ୍ରାମପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା କଲେ ରଣପୁର ବିଧାୟକ । ଓଡ଼ଗାଁ ପଞ୍ଚାୟତ ସମିତି ସଭା ଗୃହରେ ଅନୁଷ୍ଠିତ ଏହି ବୈଠକର ଆୟୋଜନ କରାଯାଇଥିଲା । ବିଧାୟକଙ୍କ ସମେତ ୩ନଂ ଜୋନ୍ ର ଜିଲ୍ଲାପରିଷଦ ସଭ୍ୟା ଚିନ୍ମୟୀ ଦାଶ ଏବଂ ୪ ନଂ ଜୋନ୍ ର ସଂଯୁକ୍ତା ପଢିହାରୀ, ଓଡ଼ଗାଁ ବ୍ଳକ୍ ଅଧ୍ୟକ୍ଷ ଲୋକନାଥ ସାହୁ,

ବିଡିଓ ସ୍ୱାତୀ ଲେଖା ଦାସ ଏବଂ ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଅରୁନ୍ଧତୀ ପଣ୍ଡା ଙ୍କ ସହିତ ୧୮ ପଞ୍ଚାୟତ ରୁ ନବନିର୍ବାଚିତ ସରପଞ୍ଚ ଓ ସମିତିସଭ୍ୟ ମାନେ ପ୍ରଥମ କରି ଯୋଗ ଦେଇଥିଲେ । ହେଲେ ଏହି ଭଳି ପ୍ରଥମ ସମୀକ୍ଷା ବୈଠକରେ ଅବହେଳିତ କାର୍ଯ୍ୟ ମନୋବୃତ୍ତିକୁ ନେଇ ଅସନ୍ତୁଷ୍ଟ ପ୍ରକାଶ ପାଇଥିବା ଦେଖିବାକୁ ମିଳିଥିଲା । ବିଧାୟକ ପାଣ୍ଠିର ବିନିଯୋଗ ପରେ ସମସ୍ତ ପଞ୍ଚାୟତର ଆଦୌ ଉନ୍ନୟନମୂଳକ ପ୍ରକଳ୍ପ ନିର୍ମାଣ ହୋଇନଥିବା ବେଳେ ନିର୍ମାଣାଧୀନ ଥିବା ଏବଂ ନିର୍ମାଣ କାର୍ଯ୍ୟ ସରିଥିବା ପ୍ରକଳ୍ପ ଗୁଡିକ ସମ୍ପର୍କରେ ପଞ୍ଚାୟତ ପ୍ରତିନିଧି ମାନଙ୍କ ଠାରୁ ପଚାରି ବୁଝିଥିଲେ ।

ଏବଂ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲା ପରିଷଦ ୩ନଂ ଜୋନ୍ ର ସମର୍ଥକଙ୍କ ଦ୍ୱାରା ୪ନଂ ଜୋନ୍ ରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ ନିର୍ମାଣ କୁ ନେଇ ଉକ୍ତ ବୈଠକରେ ଛକା ପଞ୍ଝା ଲାଗିବା ସହିତ ଉକ୍ତ ପ୍ରକଳ୍ପ କାର୍ଯ୍ୟ ବିଷୟରେ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା । ତାକୁ ନେଇ କିଛି ସମୟ ଘଣ୍ଚାଚକଟା ପରେ ଅସମ୍ପୁର୍ଣ୍ଣ ଅବସ୍ଥାରେ ବୈଠକ ସମାପ୍ତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version