• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ରେ ଜନନୀ ଯନ୍ତ୍ରଣା : ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆମ୍ବଗାଁକୁ ପହଞ୍ଚିପାରିଲାନି ଗ୍ରାମବାସୀ ଗର୍ଭବତୀ ମହିଳାଙ୍କୁ ୫ କି.ମି ଦୋଳାରେ ଆମ୍ବୁଲାନ୍ସ ପାଖକୁ ବୋହିଲେ

Proprietor Abhimanyu Maharana by Proprietor Abhimanyu Maharana
May 10, 2022
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ରେ ଜନନୀ ଯନ୍ତ୍ରଣା : ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆମ୍ବଗାଁକୁ ପହଞ୍ଚିପାରିଲାନି ଗ୍ରାମବାସୀ ଗର୍ଭବତୀ ମହିଳାଙ୍କୁ ୫ କି.ମି ଦୋଳାରେ ଆମ୍ବୁଲାନ୍ସ ପାଖକୁ ବୋହିଲେ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୧୦ ମଇ ମଙ୍ଗଳବାର/ ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାମୋହନା ବ୍ଳକ ଅନ୍ତର୍ଗତ ଅନ୍ତରବା ଗ୍ରାମ ପଞ୍ଚାୟତ ଅଧୀନ ଆମ୍ବଗାଁର ଜଣେ ଗର୍ଭବତୀ ମହିଳା ପ୍ରସବ ଯନ୍ତ୍ରଣା ସହି ନ ପାରି ଚନ୍ଦ୍ରଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆମ୍ବୁଲାନ୍ସ ପଠାଇବା ପାଇଁ ଅନୁରୋଧ କରିଥିଲେ।ଆମ୍ବୁଲାନ୍ସ ଆସିଲା କିନ୍ତୁ ଖରାପ ପଥୁରିଆ ରାସ୍ତା ଦେଇ ଗାଡ଼ି ଯିବା ସମ୍ଭବ ହୋଇ ନପାରିବାରୁ ପଦାଗାଲମାରେ ୨ ଘଣ୍ଟା ଧରି ଅପେକ୍ଷା କଲା ଆମ୍ବୁଲାନ୍ସ । ପଦାଗାଲମା ଠାରୁ ଆମ୍ବଗାଁ ୫କିମି ଦୂର ।

ଗର୍ଭବତୀ ମହିଳାଙ୍କ ଯନ୍ତ୍ରଣା ଅସହ୍ୟ ହେବାରୁ ତାଙ୍କୁ ଗାଁର କିଛି ଲୋକ ଦୋଳା ସାହାଯ୍ୟରେ ବୋହି ଆଣିଲେ ୫କିମି ଦୂରରେ ଅପେକ୍ଷା କରିଥିବା ଆମ୍ବୁଲାନ୍ସ ପାଖକୁ | ସେଠାରୁ ଚନ୍ଦ୍ରଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆଣି ଭର୍ତ୍ତୀ କରିଥିଲେ। ଏହାର କିଛି ସମୟ ପରେ ମହିଳାଙ୍କ ଏକ ପୁତ୍ର ସନ୍ତାନ ଜନ୍ମ ହୋଇଛି । ଉଭୟେ ସୁସ୍ଥ ଥିବା ଡାକ୍ତର ଉଲ୍ଲାସ ରାଉତ କହିଛନ୍ତି ।

ଅପରପକ୍ଷେ ବାତ୍ୟାର ସୂଚନା ରହିଥିବା ବେଳେ ଅଞ୍ଚଳର ନିୟୋଜିତ ଥିବା ସ୍ୱାସ୍ଥ୍ୟକର୍ମୀ ଓ ସ୍ୱାସ୍ଥ୍ୟ ସୁପରଭାଇଜର ଗର୍ଭବତୀ ମହିଳାଙ୍କୁ ସୂଚନା ନ ଦେବା, ତଦାରଖ ନ କରିବା ଓ ସ୍ଵାସ୍ଥ୍ୟ କେନ୍ଦ୍ରକୁ କିମ୍ଵା ମା’ ଗୃହକୁ ସ୍ଥାନାନ୍ତର ନ କରିବା ଅଞ୍ଚଳବାସୀଙ୍କ ପାଇଁ ପ୍ରଶ୍ନବାଚୀ ସୃଷ୍ଟି କରିଛି । ସୁପରଭାଇଜର ଚନ୍ଦ୍ରଗିରିରେ ଅବସ୍ଥାନ କରିବା ଅଞ୍ଚଳକୁ ନଯିବାର ଗ୍ରାମବାସୀ ଅଭିଯୋଗ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

March 8, 2026
ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 8, 2026
ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

March 8, 2026
ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

March 8, 2026
ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version