• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

 ପାରଳାଖେମୁଣ୍ଡି ସହରରେ ଅସରାଏ ବର୍ଷା ର : ପାରଳାଖେମୁଣ୍ଡି ପୌରପରିଷଦ କାର୍ଯ୍ୟାଳୟ ଚିତ୍ର

Proprietor Abhimanyu Maharana by Proprietor Abhimanyu Maharana
May 10, 2022
in ଓଡ଼ିଶା, ଗଜପତି, ହୋମ୍
0
 ପାରଳାଖେମୁଣ୍ଡି ସହରରେ ଅସରାଏ ବର୍ଷା ର : ପାରଳାଖେମୁଣ୍ଡି  ପୌରପରିଷଦ କାର୍ଯ୍ୟାଳୟ ଚିତ୍ର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୧୦ ମଇ ମଙ୍ଗଳବାର/ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ସଦରମହକୁମାପାରଳାଖେମୁଣ୍ଡି ସହରରେ ଅସରାଏ ବର୍ଷରେ ପୌରପରିଷଦର ସ୍ୱଚ୍ଛତା ଅଭିଯାନକୁ ଲାଗିଛି ଲାଗିଛି ବଡ ଝଟକା l ଆଜି ଅସରାଏ ବର୍ଷା ପଦାରେ ପକାଇଦେଇଛି ପାରଳାଖେମୁଣ୍ଡିପୌରପରିଷଦ ରପ୍ରସାଶନିକ ଅବହେଳାକୁ। ଚିତ୍ରଟିକୁ ଦେଖିଲ ସ୍ପଷ୍ଟଭାବେ ବାରି ହେଉଛି ଯେ, ପୌରପ୍ରଶାସନ କିଭଳି କାର୍ଯ୍ୟ କରୁଛି । ଆଜି ବାତ୍ୟା “ଅସାନି” ପ୍ରଭାବରେ ମଧ୍ୟାହ୍ନ ସମୟରେ ମାତ୍ର ୧୦ମିନିଟ ବର୍ଷା ହୋଇଥିଲା । ଏହି ବର୍ଷା ସାମାନ୍ୟ ଭାବେ ହୋଇଥିବା ବେଳେ ପୌରକାର୍ଯ୍ୟାଳୟ ପଛପଟେ ତଥା ମୁଖ୍ୟରାସ୍ତାରେ କୁଢ କୁଢ ଅଳିଆ ଆବର୍ଜନା ଭାସି ପ୍ରାୟ ୩୦ମିନିଟ ଯାଏ ଯାତାୟତରେ ସମସ୍ୟା ଦେଖାଦେଇଥିଲା । ପରିବେଶଟି କର୍ଦମାକ୍ତ ହୋଇ ପଡିଥିବା ବେଳେ ପୂତ୍ତିମୟ ଗନ୍ଧରେ ନାକଫାଟିପଡୁଥିଲା ।

ବର୍ଷା ଛାଡିଗଲେ ମଧ୍ୟ ଅଳିଆ ଆବର୍ଜନା ମୁଖ୍ୟରାସ୍ତା ଉପରେ ପଡିରହିଥିବାରୁ ଯାତାୟତରେ ସମସ୍ୟା ଦେଖା ଦେଉଛି । ପୌରକାର୍ଯ୍ୟାଳୟ ଏଠାରୁ ମାତ୍ର ୧୦୦ମିଟରରୁ କମ୍ ଦୂରତାରେ ରହିଛି । ଏପରି ଦୃଶ୍ୟକୁ ଦେଖି ପୌରପ୍ରଶାସନ କିଭଳି କାର୍ଯ୍ୟ କରୁଛି ତାହାକୁ ନେଇ ବିଭିନ୍ନ ଆଲୋଚନା ହେଉଛି । ଏପରି ଏହି ଗୋଟିଏ ସ୍ଥାନ ନୁହଁ ସହରର ବହୁ ସ୍ଥାନରେ ନାଳ ନର୍ଦ୍ଦମା ବ୍ୟବସ୍ଥା ଅଥି ଶୋଚନୀୟ ଅବସ୍ଥାରେ ପଡି ରହିଥିବାରୁ ଅସରାଏ ବର୍ଷା ହେଲେ ମଧ୍ୟ ଅଳିଆ ଆବର୍ଜନା ପାଣି ରାସ୍ତାରେ ଭାସୁଥିବାର ମଧ୍ୟ ଲକ୍ଷ୍ୟ କରାଯାଉଛି । ଅନ୍ୟପକ୍ଷରେ ନୂତନ ଭାବେ ପୌର ନିର୍ବାଚିତ ପ୍ରତିନଧିମାନଙ୍କ ପ୍ରଥମ କାଉନସିଲ ବୈଠକରେ ସହରର ନାଳ ନର୍ଦ୍ଦମା ଓ ସ୍ୱଚ୍ଛତାକୁ ନେଇ ବିଭିନ୍ନ ଆଲୋଚନା ହୋଇଥିଲେ ମଧ୍ୟ କାର୍ଯ୍ୟକାରୀ ହେଉନଥିବାର ସାଧାରଣରେ ଆଲୋଚନା ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version