• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ : ଭିଜିଲାନ୍ସ ଅଧିକାରୀ – ମାନସୀ ଜେନା

Proprietor Abhimanyu Maharana by Proprietor Abhimanyu Maharana
May 13, 2022
in ଓଡ଼ିଶା, ବରଗଡ଼, ମହାନଗର, ହୋମ୍
0
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ : ଭିଜିଲାନ୍ସ ଅଧିକାରୀ – ମାନସୀ ଜେନା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୧୩ ମଇ ଶୁକ୍ରବାର /ସମ୍ବଲପୁର/ଭୁବନେଶ୍ୱର :- ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ ଭିଜିଲାନ୍ସ ଅଧିକାରୀ । କଥାଟି ଅଡୁଆ ଲାଗିଲେ ବି ସତ। ସମ୍ବଲପୁର ଡିଭିଜନର ଇନ୍ସପେକ୍ଟର ମାନସୀ ଜେନା ଏକ ମାମଲା ବନ୍ଦ ଲାଗି ୧୦ ଲକ୍ଷ ଟଙ୍କା ନେଉଥିବା ବେଳେ ଆଜି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ସୂଚନାନୁଯାୟୀ, ଜଣେ ସରକାରୀ କର୍ମଚାରୀଙ୍କ ବିରୋଧରେ ଚାଲିଥିବା ଭିଜିଲାନ୍ସ ମାମଲାକୁ ବନ୍ଦ କରି ଦେବା ପାଇଁ ମାନସୀ ୧୦ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ ।

ବରଗଡ଼ର ମୁକେଶ ସାହୁ ନାମକ ଜଣେ ଯୁବକଙ୍କ ମାଧ୍ୟମରେ ସେ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ବେଳେ ଓଡ଼ିଶା ଭିଜିଲାନ୍ସର ଇଣ୍ଟରନାଲ ଭିଜିଲାନ୍ସ ୟୁନିଟ ହାତରେ ଧରାପଡ଼ିଛନ୍ତି । ମାନସୀଙ୍କଠାରୁ ଲାଞ୍ଚ ଅର୍ଥ ଜବତ କରିବା ପରେ ଇଣ୍ଟରନାଲ ଭିଜିଲାନ୍ସ ୟୁନିଟ ତାଙ୍କ ଅଫିସ ଓ ବାସଭବନ ଆଦି ସ୍ଥାନରେ ଚଢ଼ାଉ କରିଥିବା ଜଣାପଡ଼ିଛି । ସେହିପରି ମୁକେଶ ସାହୁଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version