• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ରଜରାଜନଗର ଆସନ ପାଇଁ : ବିଜେପିରୁ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କ ପ୍ରାର୍ଥୀ ହେଲେ

Proprietor Abhimanyu Maharana by Proprietor Abhimanyu Maharana
May 16, 2022
in ଓଡ଼ିଶା, ଝାରସୁଗୁଡା, ମହାନଗର, ରାଜନୀତି, ହୋମ୍
0
ବ୍ରଜରାଜନଗର ଆସନ ପାଇଁ : ବିଜେପିରୁ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କ ପ୍ରାର୍ଥୀ ହେଲେ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୧୬ ମଇ ସୋମବାର/ବ୍ରଜରାଜନଗର :-ବ୍ରଜରାଜନଗର ଆସନ ପାଇଁ ଅନେକ ଆଶାୟୀଙ୍କ ନାଁ ଚର୍ଚ୍ଚାକୁ ଆସିଥିଲା , ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି (ବିଜେପି)। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କ ନାଁରେ ମୋହାର ମାରିଛି । ବ୍ରଜରାଜନଗର ବିଜେପି ରାଧାରାଣୀ ପଣ୍ଡାଙ୍କ ନାଁ ଘୋଷଣା କରିଛି।

ବିଜେପି ପ୍ରାର୍ଥୀ ଘୋଷଣା କରିବା ପରେ ରାଧାରାଣୀ ପଣ୍ଡା ବିଜେପି ରାଷ୍ଟ୍ରୀୟ ଓ ରାଜ୍ୟ ନେତୃବର୍ଗଙ୍କୁ କୃତଜ୍ଞତା ଜଣାଇଛନ୍ତି । ସେ ବ୍ରଜରାଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କ ସହଯୋଗ କାମନା କରିଛନ୍ତି । ରାଧାରାଣୀ ପଣ୍ଡା ପୂର୍ବରୁ ବିଧାୟିକା ଭାବେ ଦାୟିତ୍ଵ ତୁଲାଇ ସାରିଛନ୍ତି । ବିଜେପି ବିଧାୟିକା ଭାବେ ବିଧାନସଭାରେ ଉତ୍ତମ ପ୍ରଦର୍ଶନ କରିବା ସହ ଜିଲ୍ଲା ସଂଗଠନକୁ ସୁଦୃଢ଼ କରିବାରେ ତାଙ୍କର ଭୂମିକା ଗୁରୁତ୍ଵପୂର୍ଣ୍ଣ ରହିଛି ।

ରାଧାରାଣୀ ପଣ୍ଡା ୨୦୧୪ ମସିହା ବ୍ରଜରାଜନଗର ବିଧାନସଭା ଆସନରୁ ନିର୍ବାଚିତ ହୋଇଥିଲେ । କିନ୍ତୁ ୨୦୦୯ ମସିହା ବିଧାନସଭା ନିର୍ବାଚନରେ ସେ ବିଜେଡି ପ୍ରାର୍ଥୀ କିଶୋର ମହାନ୍ତିଙ୍କଠାରୁ ପରାସ୍ତ ହୋଇଥିଲେ । ବ୍ରଜରାଜନଗର ବିଧାନସଭା ଆସନ ପାଇଁ ଅନେକ ଆଶାୟୀ ରେସରେ ରହିଥିଲେ । କିନ୍ତୁ କେନ୍ଦ୍ରୀୟ କମିଟି ନିଷ୍ପତ୍ତି ଯୋଗୁଁ ରାଧାରାଣୀ ପଣ୍ଡାଙ୍କୁ ପ୍ରାର୍ଥୀ କରାଯିବା ପରେ ଦଳୀୟ କର୍ମୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version