• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୁମ୍ମା ବ୍ଲକର ପଦ୍ମପୁର ସ୍ଥିତ : ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ – ବିଶ୍ବ ତମାଖୁ ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
May 27, 2022
in ଓଡ଼ିଶା, ଗଜପତି, ହୋମ୍
0
ଗୁମ୍ମା ବ୍ଲକର ପଦ୍ମପୁର ସ୍ଥିତ : ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ – ବିଶ୍ବ ତମାଖୁ ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୨୭ ମଇ ଶୁକ୍ରବାର/ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ଗୁମା ବ୍ଲକ ଅନ୍ତର୍ଗତ ପଦ୍ମପୁର ସ୍ଥିତ ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ୱ ତମାଖୁ ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ବିଭିନ୍ନ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ମନୋଜ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାର ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼: ଆନନ୍ଦ ଚନ୍ଦ୍ର ସାମନ୍ତରାୟ ଯୋଗ ଦେଇଥିବା ବେଳେ ସୂର୍ଯ୍ୟକାନ୍ତ ମିଶ୍ର ଓ ଜାତୀୟ ସେବା ଯୋଜନାର ଜିଲ୍ଲା ପ୍ରମୁଖ ଡ଼: ସନ୍ୟାସୀ ବେହେରା ପ୍ରମୁଖ ମଞ୍ଚାସୀନ ଅତିଥି ଭାବେ ଯୋଗ ଦେଇ ତମାଖୁର ଅପକାରିତା ଓ ଏହାକୁ ବର୍ଜନ କରିବା ଆବଶ୍ୟକତା ଉପରେ ବକ୍ତବ୍ୟ ରଖିଥିଲେ ।

ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୂଲ୍ୟରେ ଆୟୋଜିତ ହୋଇଥଲା । ଏଥିରେ ଗଜପତି ଜିଲ୍ଲାର ବିଭିନ୍ନ କଲେଜରୁ ପ୍ରାୟ ୫୫ ଜଣ ଛାତ୍ରଛାତ୍ରୀ ଅନୁଷ୍ଠିତ ପ୍ରତି ଯୋଗିତାରେ ଅଂଶଗ୍ରହଣ କରିଥିଲେ ତର୍କ ପ୍ରତିଯୋଗିତାରେ ପ୍ରିୟା ପ୍ରଧାନ ପ୍ରଥମ , ଶ୍ରୀ ବିନୟ ରାଜ ଦ୍ବିତୀୟ ଓ ସୌଦାଗର ସିଅ ତୃତୀୟ ସ୍ଥାନ ଅଧିକାର କରିଥିବାବେଳେ ସ୍ଲୋଗାନ ପ୍ରତି ଯୋଗିତା ରେ ଶ୍ରୀ ସୁରଜିତ ମନୋହର ଲିମା ପ୍ରଥମ , ପ୍ରିୟା ପ୍ରଧାନ ଦ୍ବିତୀୟ ଓ ଅନିତା ରଇତ ତୃତୀୟ ସ୍ଥାନ ଅଧିକାର କରିଥିଲେ ।

ସେହିଭଳି ଚିତ୍ରାଙ୍କନ ପ୍ରତିଯୋଗିତାରେ ଶ୍ରୀ ଚନ୍ଦୁ ନାୟକ ପ୍ରଥମ , ପ୍ରିୟା ପାତ୍ର ଦ୍ଵିତୀୟ ଓ ଆରନ ରଇତ ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଆସନ୍ତା ମଇ ୩୧ ତାରିଖରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ତମାଖୁ ଦିବସ କାର୍ଯ୍ୟକ୍ରମରେ କୃତି ପ୍ରତିଯୋଗୀ ମାନଙ୍କୁ ପ୍ରମାଣ ପତ୍ର ଓ ପୁରସ୍କାର ବିତରଣ କରାଯିବ । ଜାତୀୟ ସେବା ଯୋଜନାର ଅଫିସର ଅଧ୍ୟାପକ ଶ୍ରୀ ସୀତାରମ ପ୍ରଧାନ କାର୍ଯ୍ୟକ୍ରମକୁ ସୁପରିଚାଳନା କରିଥିବା ବେଳେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ବୃନ୍ଦ ଏହି ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନାରେ ସହଯୋଗ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ଅଧ୍ୟକ୍ଷ ଶ୍ରୀ ମନୋଜ କୁମାର ପଟ୍ଟନାୟକ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Russia’s Newfound Love in the Pink City & India’s Echo in the Northern Lights

ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ସହଭାଗୀ କାହାଣୀ କଥନ ଜରିଆରେ ଏକ ମଜଭୁତ ନୂଆ ଅଧ୍ୟାୟକୁ ପ୍ରବେଶ କଲା

May 11, 2026
Russia’s Newfound Love in the Pink City & India’s Echo in the Northern Lights

Russia’s Newfound Love in the Pink City & India’s Echo in the Northern Lights

May 11, 2026
ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

May 11, 2026
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Russia’s Newfound Love in the Pink City & India’s Echo in the Northern Lights

ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ସହଭାଗୀ କାହାଣୀ କଥନ ଜରିଆରେ ଏକ ମଜଭୁତ ନୂଆ ଅଧ୍ୟାୟକୁ ପ୍ରବେଶ କଲା

May 11, 2026
Russia’s Newfound Love in the Pink City & India’s Echo in the Northern Lights

Russia’s Newfound Love in the Pink City & India’s Echo in the Northern Lights

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version