• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଚାଷୀ ଓ ଶ୍ରମିକଙ୍କ ପାଇଁ ସରକାରଙ୍କୁ ନିରଞ୍ଜନଙ୍କ ନିବେଦନ – ଭୁବନେଶ୍ୱର

Proprietor Abhimanyu Maharana by Proprietor Abhimanyu Maharana
May 16, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଚାଷୀ ଓ ଶ୍ରମିକଙ୍କ ପାଇଁ ସରକାରଙ୍କୁ ନିରଞ୍ଜନଙ୍କ ନିବେଦନ – ଭୁବନେଶ୍ୱର
Share on FacebookShare on TwitterWhatsapp

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

ଭୁବନେଶ୍ୱର,ରିପୋର୍ଟ (ଓଡିଶା ତାଜା ନ୍ୟୁଜ୍‌ ) ୧୬ ମଇ, ଶନିବାର :- ୧୯୧୯ ମସିହାରେ ଅର୍ନ୍ତରାଷ୍ଟ୍ରୀୟ ଦେଶମାନେ ନିଷ୍ପତି କରିଥିଲେ ଯେ ଶ୍ରମିକମାନଙ୍କ କାର୍ଯ୍ୟ ଦୈନିକ ୮ ଘଂଟା ରହିବ । ଏହି ନିୟମକୁ ପ୍ରଥମଥର ପାଇଁ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ହିଟଲର ଭାଙ୍ଗିଥିଲେ ଏହାକୁ ୧୨ ଘଂଟା କରିଥିଲେ । ଆଜି ଆମ ଦେଶରେ ମଧ୍ୟ ସେହି ହିଟଲରଙ୍କ ପଦାଙ୍କ ଅନୁସରଣ କରିବା ଆରମ୍ଭ କଲେଣି ବୋଲି ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ପ୍ରେସ୍ ବାର୍ତା ମାଧ୍ୟମରେ କହିଛନ୍ତି । ଏବେ ଆମ ଦେଶରେ କୁହାଗଲାଣି ଯେ ଶ୍ରମିକମାନେ ୧୨ ଘଂଟା କାମ କରିବେ ଓ ମଝିରେ ୩୦ ମିନିଟ୍ ବିଶ୍ରାମ ରହିବ । ତା’ମାନେ ଜଣେ ଶ୍ରମିକ କର୍ମକ୍ଷେତ୍ରରେ ପ୍ରାୟ ୧୩ ଘଂଟା ରହିବ ।

ଏହା ସମ୍ଭବ କି ବୋଲି ଶ୍ରୀ ପଟ୍ଟନାୟକ ପ୍ରଶ୍ନ କରିଛନ୍ତି । ଏହା ଅମାନୁଷିକ କାର୍ଯ୍ୟ । ଏଥିପାଇଁ ଉତରପ୍ରଦେଶ, ମଧ୍ୟପ୍ରଦେଶ, ଗୁଜୁରାଟ ଏହାକୁ ପ୍ରଥମେ ପ୍ରଚଳନ କଲେ ଓ ଏବେ ଓଡିଶା ଏହାକୁ ଅନୁସରଣ କରୁଛି । ଏହା ଶ୍ରମିକମାରଣ ନୀତି ବୋଲି ସେ କହିଛନ୍ତି । ଆମ ଦେଶ ଓ ରାଜ୍ୟରେ ଅଣସଂଗଠିତ ଶ୍ରମିକଙ୍କ ସଂଖ୍ୟା ବହୁତ ଅଧିକ ବୋଲି ସରକାର ମଧ୍ୟ ସ୍ୱୀକାର କରିଛନ୍ତି । ଏଣୁ ଜଣେ ଶ୍ରମିକ କ’ଣ ୧୩ ଘଂଟା କାଳ ପରିଶ୍ରମ କରିବ, ଏହା କ’ଣ ସମ୍ଭବ! ବର୍ତମାନର ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରବାସୀ ଶ୍ରମିକ, ଛୋଟ ଚାଷୀ, ମଧ୍ୟବିତ ପରିବାରର ଚାଷୀ ଓ ଭାଗଚାଷୀଙ୍କୁ ସିଧାସଳଖ ଟଙ୍କା ଦେବାର ବ୍ୟବସ୍ଥା କରାଯାଉ ।

ତା ନହେଲେ ଆମ ଦେଶରେ ଓ ରାଜ୍ୟରେ ଥିବା କୋଟି କୋଟି ଲୋକ ବିଭିନ୍ନ ସମସ୍ୟାର ସମ୍ମୁଖିନ ହେବେ । ଆଜି ମଧ୍ୟ ଦେଖାଗଲାଣି ଶ୍ରମିକମାନେ କିଭଳି ଭାବରେ ଆତ୍ମହତ୍ୟା କଲେଣି, କିଭଳି ଭାବେ ରାସ୍ତାରେ ଚାଲି ଚାଲି ମୃତ୍ୟୁବରଣ କଲେଣି, ପୋଲିସ ମାଡରେ ମଧ୍ୟ ମୃତ୍ୟୁବରଣ କଲେଣି । ଯଦି ପ୍ରକୃତରେ ଦେଶର ଓ ରାଜ୍ୟର ଶ୍ରମିକମାନଙ୍କୁ ବଂଚାଇବାର ଅଛି ତେବେ ସରକାରଙ୍କୁ ନିବେଦନ ଯେ ସରକାର ସିଧାସଳଖ ଶ୍ରମିକମାନଙ୍କୁ ଅର୍ଥ ଦେବାର ବ୍ୟବସ୍ଥା କରନ୍ତୁ । ନଚେତ୍‌ ପରବର୍ତୀ ସମୟରେ ଭୟାବହ ପରିସ୍ଥିତି ସୃଷ୍ଟି ହେବ ବୋଲି ଶ୍ରୀ ପଟ୍ଟନାୟକ ଚେତେଇ ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version