• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଚଣ୍ଡ ଖରାରେ ଜନଜୀବନ ପ୍ରଭାବିତ : ପାଣିର ଘୋର ଅଭାବ

Proprietor Abhimanyu Maharana by Proprietor Abhimanyu Maharana
May 28, 2022
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ପ୍ରଚଣ୍ଡ ଖରାରେ ଜନଜୀବନ ପ୍ରଭାବିତ : ପାଣିର ଘୋର ଅଭାବ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୨୮ ମଇ ଶନିବାର/କଳାହାଣ୍ଡି :- କଳାହାଣ୍ଡି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ପୁଣି ଉତ୍କଟ ସମସ୍ୟା ସୃଷ୍ଟି କରୁଛି । ଅସହ୍ୟ ଖରା ତେଜରେ ଜନଜୀବନ ଅସ୍ତବ୍ୟସ୍ତ । ପାଣିର ଘୋର ଅଭାବ ସାଙ୍ଗକୁ ଆଗକୁ ପୁଣି ତାପମାତ୍ରା ବୃଦ୍ଧି ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କଲାଣି । ଜିଲ୍ଲା ରେ ଦୃତ ଗତିରେ ଜଙ୍ଗଲ କ୍ଷୟ ସହ ଭୂତଳ ଜଳ ସ୍ତର ‍ହ୍ରାସ ନେଇ ଉଦବେଗ ପ୍ରକାଶ ପାଉଛି । ଅସହ୍ୟ ଖରାରେ ସାଧାରଣ ଲୋକଙ୍କ ଅବସ୍ଥା ଦୟନୀୟ ହେଉଛି ।ଦିନବେଳା ଲୋକେ ଘରେ ନ ରହି ଗଛ ଛାଇରେ ବିଶ୍ରାମ ନେବା ଦେଖାଯାଉଛି । ନର୍ଲା ଅଞ୍ଚଳର ସାନ୍ଦୁଲ ନଦୀ ସହ ଅନେକ ନଦୀ, ନାଳ, ପୋଖରୀ ଶୁଖିଲା ପଡ଼ିଛି ।

ଗାଧୋଇବା ଦୂରେ ଥାଉ ଗୃହପାଳିତ ପଶୁଙ୍କ ପାଇଁ ପାଣି ପାଇବା କଷ୍ଟକର ହୋଇଛି । କିଛି ଦିନ ତଳେ କାଳବୈଶାଖୀ ହେବାର ପରେ ପରେ ଟାଣ ଖରାକୁ ନେଇ ପାଣିପାଗ ବିଗିଡି ଗଲା ବୋଲି ଲୋକେ କୁହାକହି ହେଉଛନ୍ତି । ଆଗକୁ ଆହୁରି ତାପମାତ୍ରା ବୃଦ୍ଧି ପାଇଲେ ସାଧାରଣ ଲୋକଙ୍କ ଅବସ୍ଥା ଗୁରୁତର ହେବ। ପ୍ରଶାସନ ଏଥିପାଇଁ ଜନସାଧାରଣଙ୍କୁ ସଚେତନ କରାଇ ଅଂଶୁଘାତର ମୁକାବିଲା ପାଇଁ ବ୍ୟାପକ ପ୍ରସ୍ତୁତି କରାଇବାକୁ ଦାବି ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଜିଲ୍ଲାସ୍ତରୀୟ କର୍ମଶାଳା ରେ ଗଣତନ୍ତ୍ରର ସୁରକ୍ଷା ଓ ଅରାଜକତା ବିରୋଧରେ ବିଜେପିର ରଣହୁଙ୍କାର

October 31, 2026
କନ୍ଧମାଳରେ ବର୍ଷା ବିପର୍ଯ୍ୟୟ : ଦମ୍ପତିଙ୍କ ସହ ଶିଶୁର ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ – ୩ ମୃତକଙ୍କ ପରିବାରକୁ ୧୨ ଲକ୍ଷ ଟଙ୍କାର ସହାୟତା ଘୋଷଣା

ବ୍ରହ୍ମଗିରି କାଳିକାବାଡି ଗୁଳିକାଣ୍ଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ : ଗିରଫଦାରୀ ସଂଖ୍ୟା ୮କୁ ବୃଦ୍ଧି

ପିଏମ୍-କିଷାନର ୨୪ତମ କିସ୍ତି ପ୍ରଦାନ ଅବସରରେ ନୟାଗଡ଼ରେ ଜିଲ୍ଲାସ୍ତରୀୟ ଉତ୍ସବ ପାଳିତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାସ୍ତରୀୟ କର୍ମଶାଳା ରେ ଗଣତନ୍ତ୍ରର ସୁରକ୍ଷା ଓ ଅରାଜକତା ବିରୋଧରେ ବିଜେପିର ରଣହୁଙ୍କାର

ଜିଲ୍ଲାସ୍ତରୀୟ କର୍ମଶାଳା ରେ ଗଣତନ୍ତ୍ରର ସୁରକ୍ଷା ଓ ଅରାଜକତା ବିରୋଧରେ ବିଜେପିର ରଣହୁଙ୍କାର

October 31, 2026
କନ୍ଧମାଳରେ ବର୍ଷା ବିପର୍ଯ୍ୟୟ : ଦମ୍ପତିଙ୍କ ସହ ଶିଶୁର ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ – ୩ ମୃତକଙ୍କ ପରିବାରକୁ ୧୨ ଲକ୍ଷ ଟଙ୍କାର ସହାୟତା ଘୋଷଣା

କନ୍ଧମାଳରେ ବର୍ଷା ବିପର୍ଯ୍ୟୟ : ଦମ୍ପତିଙ୍କ ସହ ଶିଶୁର ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ – ୩ ମୃତକଙ୍କ ପରିବାରକୁ ୧୨ ଲକ୍ଷ ଟଙ୍କାର ସହାୟତା ଘୋଷଣା

October 31, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version