• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଦ୍ୟାଳୟ ସ୍ଥିତି ପରଖିଲେ ବ୍ଲକ ଶିକ୍ଷା ଅଧିକାରିଣୀ : ମଧ୍ୟାହ୍ନ ଭୋଜନ ନିଜେ ଖାଇଲେ ଓ ପିଲାଙ୍କୁ ପାଠ ପଢାଇଲେ

Proprietor Abhimanyu Maharana by Proprietor Abhimanyu Maharana
May 28, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ବିଦ୍ୟାଳୟ ସ୍ଥିତି ପରଖିଲେ ବ୍ଲକ ଶିକ୍ଷା ଅଧିକାରିଣୀ : ମଧ୍ୟାହ୍ନ ଭୋଜନ ନିଜେ ଖାଇଲେ ଓ ପିଲାଙ୍କୁ ପାଠ ପଢାଇଲେ

?????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????

Share on FacebookShare on TwitterWhatsapp

୧ ଜଣ ଶିକ୍ଷକ ଓ ୧ ଜଣ ଶିକ୍ଷୟତ୍ରୀଙ୍କୁ କାରଣ ଦର୍ଶାଅ ନୋଟିସ

ଓଡ଼ିଶା ତାଜା ନ୍ୟୁଜ୍ /୨୮ ମଇ ଶନିବାର/ରଣପୁର :- ରଣପୁର ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରା ବିଦ୍ୟାଳୟଗୁଡିକର ସ୍ଥିତି ପରଖିବା ପାଇଁ ଆଜି ଅଚାନକ ଭାବେ ବିଦ୍ୟାଳୟ ପରିଦର୍ଶନରେ ଯାଇଥିବା ଜଣାଯାଇଛି । ବିଦ୍ୟାଳୟଗୁଡିକରେ ଠିକ୍ ଭାବେ ପାଠ ପଢା ହେଉଛି କି ନାହିଁ, ମଧ୍ୟାହ୍ନ ଭୋଜନ ସଠିକ ଭାବେ କରାଯାଉଛି କି ନାହିଁ, ଶିକ୍ଷକ ଶିକ୍ଷୟତ୍ରୀ ଠିକ୍ ସମୟରେ ବିଦ୍ୟାଳୟକୁ ଆସୁଛନ୍ତି କି ନାହିଁ ଏ ସବୁର ସ୍ଥିତି ପରଖିବା ପାଇଁ ଆଜି ଅଚାନକ ଭାବେ କିଛି ବିଦ୍ୟାଳୟକୁ ପରିଦର୍ଶନରେ ଯାଇଥିଲେ । ଆଜି ମୋଟ ୪ ଟି ବିଦ୍ୟାଳୟ ପରିଦର୍ଶନ କରିଥିବା ଜଣାପଡିଛି ।

ଧମଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଧମଡା ପ୍ରାଥମିକ ବିଦ୍ୟାଳୟ, ଯଶୋଦାପୁର ପ୍ରାଥମିକ ବିଦ୍ୟାଳୟ ଓ ବ୍ରଜ ବଲଭପୁର ପ୍ରାଥମିକ ବିଦ୍ୟାଳୟର ସ୍ଥିତି ପରଖି ଥିବା ଜଣାପଡିଛି । ଧମଡା ପ୍ରାଥମିକ ବିଦ୍ୟାଳୟ ଓ ଯଶୋଦାପୁର ପ୍ରାଥମିକ ବିଦ୍ୟାଳୟରେ ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରା ନିଜେ ଆଜି ପିଲାମାନଙ୍କୁ ପାଠ ପଢାଇବା ସହ ପିଲାମାନଙ୍କର ସୁବିଧା ଅସୁବିଧା ପଚାରି ବୁଝିଥିଲେ । ବ୍ରଜବଲଭପୁର (ରଘୁନାଥପୁର) ପ୍ରାଥମିକ ବିଦ୍ୟାଳୟର ସ୍ଥିତି ପରଖିବା ବେଳେ ବିଦ୍ୟାଳୟର ଅବ୍ୟବସ୍ଥା ନେଇ କ୍ଷୋଭ ପ୍ରକାଶ କରିଥିଲେ ।

ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ପରିବେଷଣ ବେଳେ କୌଣସି ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ନ ଥିବା ନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀଙ୍କୁ ତାଗିଦ କରିବା ସହ ବ୍ଲକ ଶିକ୍ଷା ଅଧିକାରିଣୀ ନିଜେ ମଧ୍ୟାହ୍ନ ଭୋଜନ ଖାଇ ମାନ ପରଖି ଥିଲେ । ବିଦ୍ୟାଳୟର ଶିକ୍ଷାଦାନ ପ୍ରକ୍ରିୟା ସରକାରଙ୍କ ନିତି ନିୟମ ଅନୁ୍‌ଯାୟୀ କରାଯାଉ ନ ଥିବା ମଧ୍ୟ ଜଣାପଡିଥିଲା । ତେଣୁ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀଙ୍କୁ କାରଣ ଦର୍ଶାଅ ନୋଟିସ୍ କରାଯାଇଥିବା ଜଣାପଡିଛି । ସେହିପରି ବିଳମ୍ବରେ ବିଦ୍ୟାଳୟକୁ ଯାଉଥିବା ଆଉ ଜଣେ ଶିକ୍ଷକଙ୍କୁ ବାଟରେ ଅଟକାଇ ପଚାରିବା ସହ କାରଣ ଦର୍ଶାଅ ନୋଟିସ କରା୍‌ଯାଇଥିବା ଜଣାପଡିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

June 27, 2026
ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version