• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୈପାରିଗୁଡା ଥାନା ପରିସରରେ ଥିବା ତ୍ରିନାଥ ମନ୍ଦିର ବାର୍ଷିକଉତ୍ସବ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
May 30, 2022
in ଓଡ଼ିଶା, କୋରାପୁଟ, ହୋମ୍
0
ବୈପାରିଗୁଡା ଥାନା ପରିସରରେ ଥିବା ତ୍ରିନାଥ ମନ୍ଦିର ବାର୍ଷିକଉତ୍ସବ ପାଳିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୨୯ ମଇ ରବିବାର/ବୈପାରିଗୁଡା :- କୋରାପୁଟ ଜିଲ୍ଲା ବୈପାରିଗୁଡା ଥାନା ପରିସର ଭିତରେ ଥିବା ତ୍ରିନାଥ ମନ୍ଦିର ର ପ୍ରଥମ ପ୍ରତିଷ୍ଠା ଉତ୍ସବ ମହାଆଡମ୍ବର ସହ ପାଳିତ ହୋଇ ଥିବାର ଜଣାପଡିଛି ! ଥାନା ଅଧିକାରୀ ତଥା ଡିଏସପି ବିରଂଚି ନାରାୟଣ ଜଗତ ଓ ଆଇଆଇସି ଅଶ୍ବିନୀ କୁମାର ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଏହି ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଆୟୋଜନ ଅନୁଷ୍ଟିତ ହୋଇଯାଇଛି ! ତେବେ କରୋନା ମହାମାରୀ ସମୟରେ ହିଁ ଥାନା ପରିସର ରେ ଏହି ତ୍ରିନାଥ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମ କରାଯାଇଥିବା ବେଳେ ମନ୍ଦିରର ପ୍ରଥମ ବାର୍ଷିକ ଉତ୍ସବ ଆଜି ପାଳନ କରାଯାଇଛି ! ଅତିଥି ଭାବରେ ଜୟପୁର ଏସଡିପିଓ ଅରୂପ ଅଭିଷେକ ବେହେରା, ସଦର ଥାନା ଆଇଆଇସି ଈଶ୍ଵର ତାଣ୍ଡି,

ଟାଉନ ଥାନା ଆଇଆଇସି ସଞ୍ଜୟ କୁମାର ମଣ୍ଡଳ, ବ୍ଲକ ଅଧ୍ଯକ୍ଷ ପ୍ରଶାନ୍ତ କୁମାର ଗୁପ୍ତା, ଉପାଧ୍ଯକ୍ଷା ପୂର୍ଣ୍ଣମା ବାରିକ,ସମିତିସଭ୍ୟା ମଞ୍ଜୁଲତା ପଟ୍ଟନାୟକଙ୍କ ସହ ବିଭିନ୍ନ ଥାନା ର କର୍ମଚାରୀ , ଗ୍ରାମବାସୀ ମାନେ ଉପସ୍ଥିତ ରହିଥିଲେ ! ଏହି ଉତ୍ସବରେ କଳସ ବସାଇ , ମନ୍ଦିର ଚାରି ପଟେ ବିଗ୍ରହଙ୍କୁ ପୂଜାର୍ଚ୍ଚନା , ସଂକୀର୍ତନ ସମାରୋହ ଚାଲିବା ସହ ଏହି ଅବସରରେ ତିନି ଦେବତା ଙ୍କ ମହାସ୍ନାନ, ମାର୍ଜନା, ସୂର୍ଯ୍ୟପୂଜା, ଉପଚାରପୂଜା, ପାର୍ଶ୍ବ ଦେବାଦେବୀ ପୂଜା, ଅନ୍ନଯଜ୍ଞ, ହୋମଯଜ୍ଞ, ଦୀପଯଜ୍ଞ ଆଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ଥାନା ଏସଆଇ ନରସିଂହ ପାଢୀ ତ୍ରିନାଥ ମନ୍ଦିର ବାର୍ଷିକ ଉତ୍ସବରେ କର୍ତା ଭାବେ ଦାୟତ୍ବ ତୁଲାଇବା ବେଳେ ମନ୍ଦିରର ବାର୍ଷିକ ଉତ୍ସବରେ ପୂଜକ ଭାବେ ଟୁଲୁ ରଥ ଯୋଗଦାନ କରି ପୂଜାକାର୍ଯ୍ୟ କରିଥିବାର ଦେଖାଯାଇଛି !

ତେବେ ଏହି ବାର୍ଷିକ ଉତ୍ସବ ରେ ଥାନା ତରଫରୁ ଅନ୍ନପ୍ରସାଦ ସେବନ କରିବା ନେଇ ବ୍ଯବସ୍ଥା କରାଯାଇ ଥିବା ବେଳେ ବୈପାରିଗୁଡା ଅଂଚଳର ବହୁ ଭକ୍ତ ଓ ଜନସାଧାରଣ ମାନେ ଏହି ଉତ୍ସାବ ରେ ଯୋଗଦାନ ପ୍ରସାଦସେବନ କରିଛନ୍ତି ! ମନ୍ଦିର ବାର୍ଷିକ ପ୍ରତିଷ୍ଠା ଉତ୍ସବରେ ତିନି ଠାକୁରଙ୍କ ଦର୍ଶନ ଓ ପୂଜାର୍ଚ୍ଚନା ନିମନ୍ତେ ବୈପାରିଗୁଡା ସହର ସମେତ ଆଖପାଖ ଅଂଚଳର ବିଭିନ୍ନ ପ୍ରାନ୍ତରୁ ହଜାର ହଜାର ହଜାର ଭକ୍ତଙ୍କ ଭିଡ଼ ଥାନା ପରିସରରେ ଜମିଥିବା ଦେଖିବାକୁ ମିଳିଛି । ଶତାଧିକ ଶ୍ରଦ୍ଧାଳୁ ଯୋଗଦେଇ ତ୍ରିନାଥ ଭଗବାନଙ୍କ ଆଶିର୍ବାଦ ଭିକ୍ଷା କରିଥିଲେ !

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 17, 2026
ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ନେଇ ସାଇକେଲ ରାଲି ଗ୍ରାମ ପରିକ୍ରମା କଲା

ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ନେଇ ସାଇକେଲ ରାଲି ଗ୍ରାମ ପରିକ୍ରମା କଲା

June 17, 2026
ପ୍ରସ୍ତାବରେ ଅଟକିଛି ରାଉତପଡା-ଡିମିରିଆ ମହାନଦୀ ବ୍ୟାରେଜ ଅନୁଦାନ ମିଳିଛି, କ୍ୟାବିନେଟ ମଂଜୁରୀକୁ ଅପେକ୍ଷା : ନୟାଗଡ ଜିଲ୍ଲା ସାମ୍ବାଦିକ ସଂଘର ୧୫ ଜଣିଆ ଟିମ୍‍ର ପ୍ରସ୍ତାବିତ ଅଞ୍ଚଳ ପରିଦର୍ଶନ

ପ୍ରସ୍ତାବରେ ଅଟକିଛି ରାଉତପଡା-ଡିମିରିଆ ମହାନଦୀ ବ୍ୟାରେଜ ଅନୁଦାନ ମିଳିଛି, କ୍ୟାବିନେଟ ମଂଜୁରୀକୁ ଅପେକ୍ଷା : ନୟାଗଡ ଜିଲ୍ଲା ସାମ୍ବାଦିକ ସଂଘର ୧୫ ଜଣିଆ ଟିମ୍‍ର ପ୍ରସ୍ତାବିତ ଅଞ୍ଚଳ ପରିଦର୍ଶନ

June 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version