ଯୁବ ,ଛାତ୍ର ,ମହିଳା ସଂଗଠନ ଅଧିକ ମଝଭୂତ୍ କରିବା ପାଇଁ ବିଧାୟକ ଆହ୍ବାନ ଦେଇଥିଲେ । ଏହି କାର୍ଯ୍ୟକ୍ରମ ରେ ବିଧାୟକ ଙ୍କ ସହିତ ବ୍ଲକ୍ ବିଜେଡ଼ି ସଭାପତି ସନାତନ ସାମଲ,ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ,ଜିଲ୍ଲା ବିଜେଡ଼ି ଉପ ସଭାପତି ଦିଲ୍ଲୀପ କୁମାର ଦଳ ବେହେରା,ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ସ ଶାସମଲ୍ ,
ଯୁବ ବିଜେଡ଼ି ସଭାପତି ଶୁଭ୍ରାଂଶୁ ଶେଖର ସେନାପତି,ଛାତ୍ର ବିଜେଡ଼ି ସଭାପତି ସୁବ୍ରତ ପରିଡ଼ା,ସରପଞ୍ଚ ସୁମିତ୍ରା ଜାନୀ,ସମିତି ସଭ୍ୟା ପ୍ରଭାତୀ ମଳିକ, ଗୁମୀ ସମିତି ସଭ୍ୟ ସଞ୍ଜୀବ କୁମାର ଡାକୁଆ, ପଞ୍ଚାୟତ ବିଜେଡ଼ି ସଭାପତି ଚନ୍ଦ୍ରମଣି ବେହେରା,ନୂଆଗାଁ ସରପଞ୍ଚ ଙ୍କ ପ୍ରତିନିଧି ପଦ୍ମ ଲୋଚନ ପରିଡ଼ା,ସମ୍ପାଦକ ରମେଶ ଚନ୍ଦ୍ର ପ୍ରଧାନ,ପ୍ରକାଶ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ ।
© 2023 Odisha Taza News.