No Result
View All Result
ଓଡ଼ିଶା ତାଜା ନ୍ୟୁଜ୍/୧୪ ଜୁନ ମଙ୍ଗଳବାର/ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଗୁମି ପଞ୍ଚାୟତ ରେ ବିଜୁ ଜନତା ଦଳର ପଞ୍ଚାୟତ ସ୍ତରୀୟ ବୈଠକ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ସଂଗଠନ କୁ ଅଧିକ ସୁଦୃଢ଼ କରିବା ପାଇଁ ଗୁରୁତ୍ୱାରୋପ କରିଥିଲେ । ବିଧାୟକ ଙ୍କ ସହିତ ବ୍ଲକ୍ ବିଜେଡ଼ି ସଭାପତି ସନାତନ ସାମଲ,ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ୍,
ଜିଲ୍ଲା ବିଜେଡ଼ି ଉପ ସଭାପତି ଦିଲ୍ଲୀପ କୁମାର ଦଳ ବେହେରା, ମହିଳା ନେତ୍ରୀ ପୁଷ୍ପାଞ୍ଜଳି ସାହୁ,ଯୁବ ବିଜେଡ଼ି ସଭାପତି ଶୁଭ୍ରାଂଶୁ ଶେଖର ସେନାପତି,ଛାତ୍ର ବିଜେଡ଼ି ସଭାପତି ସୁବ୍ରତ ପରିଡ଼ା, ଗୁମି ସମିତି ସଭ୍ୟ ସଞ୍ଜୀବ କୁମାର ଡାକୁଆ,ସରପଞ୍ଚ ବବୃ ମହାରଣା,ବିଜେଡ଼ି ନେତ୍ରୀ ରୁନୁବାଳା ମହାପାତ୍ର,ବରିଷ୍ଠ ବିଜେଡ଼ି ନେତା ସଞ୍ଜୟ କୁମାର ସାହୁ,ପଞ୍ଚାୟତ ବିଜେଡ଼ି ସଭାପତି ଫକିର ମୋହନ ସାହୁ,
ନୂଆଗାଁ ପଞ୍ଚାୟତ ବିଜେଡ଼ି ସଭାପତି ପ୍ରକାଶ ନାୟକ ପ୍ରମୁଖ ଉପସ୍ଥିତ ଥିଲେ । ବିଧାୟକ ଙ୍କ ହାତ ମୁଠା କୁ ଅଧିକ ମଝ ଭୂତ୍ କରିବା ସହ ଦଳକୁ ତୃଣମୂଳ ସ୍ତରରୁ ଅଧିକ ସୁଦୃଢ କରିବା ପାଇଁ କର୍ମୀ ମାନେ ଶପଥ ଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ବାହାଡ ଝୋଲା ପଞ୍ଚାୟତ ଯୁବ ବିଜେଡ଼ି ସଭାପତି ସୁଶାନ୍ତ କୁମାର ପଢ଼ିଆର

No Result
View All Result