• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୧୦୮ ଗରା ଜଳ ସ୍ନାନ କରି ଶ୍ରୀବିଗ୍ରହ ମାନେ ଜ୍ବରରେ ପୀଡ଼ିତ : ଶ୍ରୀମନ୍ଦିର ରେ ପାଳିତ ହେଉଛି ଶ୍ରୀ ଜୀଉଙ୍କ ଗୁପ୍ତ ନୀତି

Proprietor Abhimanyu Maharana by Proprietor Abhimanyu Maharana
June 16, 2022
in Uncategorized
0
୧୦୮ ଗରା ଜଳ ସ୍ନାନ କରି ଶ୍ରୀବିଗ୍ରହ ମାନେ ଜ୍ବରରେ ପୀଡ଼ିତ : ଶ୍ରୀମନ୍ଦିର ରେ ପାଳିତ ହେଉଛି ଶ୍ରୀ ଜୀଉଙ୍କ ଗୁପ୍ତ ନୀତି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ / ୧୬ ଗୁରୁବାର / ପୁରୀ :-  ସ୍ନାନବେଦିରେ ୧୦୮ ଗରା ଜଳ ସ୍ନାନ କରି ଜ୍ବରରେ ପୀଡ଼ିତ ଶ୍ରୀବିଗ୍ରହ ମାନଙ୍କ ଗୁପ୍ତ ନୀତି ଆରମ୍ଭ ହୋଇଛି । ବୁଧବାର ଚତୁ୍ଦ୍ଧା ମୂର୍ତ୍ତିଙ୍କ ଅଣସର ପିଣ୍ଡରେ ସ୍ଵତନ୍ତ୍ର ନୀତି ପାଳନ ହେଉଛି । ଏହି ସମୟରେ ପିଣ୍ଡି ସମ୍ମୁଖରେ ପୂଜାଇବେ ପଟ୍ଟିଦିଅଁ । ଏଣୁ ମଙ୍ଗଳବାର ବିଳମ୍ବିତ ରାତିରେ ଶ୍ରୀମନ୍ଦିରକୁ ପଟ୍ଟିଦିଅଁ ବିଜେ ହେବା ପରେ ମହାପ୍ରଭୁଙ୍କ ସ୍ଵତନ୍ତ୍ର ଉପଚାର ନୀତି ଅନୁଷ୍ଠିତ ହେଉଅଛି । ଏହି ଦିନ ମାନଙ୍କ ରେ ଶ୍ରୀଜିଉମାନେ ଭକ୍ତମାନଙ୍କୁ ଦର୍ଶନ ଦେବେ ନାହିଁ । ବିଧି ଅନୁସାରେ ଜଗମୋହନ ରେ ବିଜେ ପଟ୍ଟି ଦିଅଁ ମାନଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିଥାନ୍ତି ଭକ୍ତ ମାନେ ।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ଥାନରେ ଶ୍ରୀ ନାରାୟଣ, ଦେବୀ ସୁଭଦ୍ରାଙ୍କ ସ୍ଥାନରେ ଭୁବନେଶ୍ବରୀ ଦେବୀ ଓ ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ସ୍ଥାନ ରେ ଅନନ୍ତ ବାସୁଦେବ ଙ୍କୁ ପଟ୍ଟି ଦିଅଁ ରୂପେ ପୂଜା କରାଯାଏ ।
ଶ୍ରୀ ନାରାୟଣଙ୍କ ସମ୍ମୁଖରେ ମଦନମୋହନ ଓ କୃଷ୍ଣ ବିଗ୍ରହ, ମା ଭୁବନେଶ୍ୱରୀଙ୍କ ସମ୍ମୁଖରେ ଭୂ ଦେବୀ ଅନନ୍ତ ବାସୁଦେବଙ୍କ ସମ୍ମୁଖରେ ଦୋଳଗୋବିନ୍ଦ ଓ ନୃସିଂହଙ୍କ ପ୍ରତିମୂର୍ତ୍ତି ଅଧିଷ୍ଠିତ ହୋଇଥାନ୍ତି । ସ୍ନାନ ମଣ୍ଡପ ରୁ ପହଣ୍ଡି ହୋଇ ଅଣସର ପିଣ୍ଡି ରେ ବିଜେ ହେବା ପରେ ଅଣସର ତାଟି ସମ୍ମୁଖରେ ପଟ୍ଟି ଦିଅଁ ପୂଜା ପାଇଛନ୍ତି ।

ମହାପ୍ରଭୁ ଙ୍କ ଚିତ୍ରକର ସେବକ ମାନେ ଅତ୍ୟନ୍ତ ଶୁଦ୍ଧପୂତ ଭାବେ ପଟ୍ଟି ଦିଅଁ ଙ୍କୁ ନିର୍ମାଣ କରିଥାନ୍ତି । ପରେ ଶ୍ରୀମନ୍ଦିର ପକ୍ଷରୁ ଛତି, କାହାଳୀର ପଟୁଆର ଯାଇ ପଟିଦିଅଁଙ୍କୁ ଆଣି ଶ୍ରୀ ମନ୍ଦିର ଜଗମୋହନ ରେ ବିଜେ କରାଯାଇଥିଲା । ଠାକୁରଙ୍କୁ ଜ୍ଵରରୁ ମୁକ୍ତି ପାଇଁ ୧୫ ଦିନ ପର୍ଯ୍ୟନ୍ତ ଚାଲିବ ଠାକୁର ଅନବସର କାଳୀନ ଗୁପ୍ତ ନୀତି । ମହାପ୍ରଭୁମାନଙ୍କୁ ଏହିଦିନ ମାନଙ୍କରେ ପଥି , ପାଚନ ଓ ଔଷଧର ଆବଶ୍ୟକତା ପଡ଼ିଥାଏ, ଠିକ୍ ସେହିପରି ଶ୍ରୀବିଗ୍ରହଙ୍କ ସେବା ଆରମ୍ଭ ହୋଇଥାଏ ।

ଯଥାଶୀଘ୍ର ସୁସ୍ଥ ହେବା ପାଇଁ ଦଇତାପତି ସେବକ ମାନେ ଠାକୁରଙ୍କ ଏହି ଗୁପ୍ତ ସେବାରେ ଚେରମୂଳି ରୁ ପ୍ରସ୍ତୁତ ବଟିକା ସମେତ ପଣା ଓ ଫଳମୂଳ ଅର୍ପଣ କରିଥାନ୍ତି । ଶ୍ରୀ ବିଗ୍ରହ ମାନେ ଜ୍ଵରରେ ପୀଡ଼ିତ ହେବା ପରେ ଭକ୍ତ ମାନେ ବ୍ରହ୍ମଗିରିସ୍ଥିତ ଅଲାରନାଥଙ୍କୁ ଦର୍ଶନ କରିବାର ବିଧି ରହିଛି । ଏବଂ ବୁଧବାର ଠାରୁ ଅଲାରନାଥ ଙ୍କ ଠାରେ ଭକ୍ତ ଙ୍କ ଭିଡ଼ ଲାଗିରହିଥିବା ଦେଖିବାକୁ ମିଳିଛି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version