• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଙ୍କ ବିଷୟରେ ପଦେ…

Proprietor Abhimanyu Maharana by Proprietor Abhimanyu Maharana
June 23, 2022
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଙ୍କ ବିଷୟରେ ପଦେ…
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୨୨ ଜୁନ ବୁଧବାର/ଭୁବନେଶ୍ୱର :- ଜୀବନଯାତ୍ରାରେ ସେ ଜଣେ ନିସଙ୍ଗ, ନିର୍ଭୀକ ଓ ନିଷ୍ଠାବାନ ପଦାତିକ , ଏଥିରେ ସନ୍ଦେହ ନାହିଁ । ଆଦ୍ୟ ଜୀବନରେ ସଫଳତା ପରେ ନିର୍ବାଚନରେ ଅସଫଳ ସମୟରେ ନିଜ ଦୁଇ ଯୁବକ – ପୁଅଙ୍କୁ ହରାଇଲେ । ତା ପରେ ସ୍ବାମୀଙ୍କ ମୃତ୍ୟୁ । ଆର୍ଥିକ, ସାମାଜିକ ଓ ପାରିବାରିକ ସ୍ତରରେ ବ୍ୟାପକ କ୍ଷତି । ଚାଲିଗଲେ ଅବସାଦ (ଡିପ୍ରେଶନ)କୁ । କିନ୍ତୁ ହାର୍ ମାନିବା ତାଙ୍କ ପାଇଁ ଥିଲା ଅସମ୍ଭବ । ରାଜନୀତି ଛାଡ଼ି ସମାଜ ସେବା କ୍ଷେତ୍ରରେ ମନ ଦେଲେ । ଆଧ୍ୟାତ୍ମକ ସଙ୍ଗଠନରେ କାମ କରି ସମାଜର ଶୋଷିତ ଶ୍ରେଣୀର ଉତ୍ଥାନ ପାଇଁ ପ୍ରୟାସରତ ହେଲେ ଦଶନ୍ଧି ଧରି।

ପୁନଶ୍ଚ ପାର୍ଟି ତାଙ୍କୁ ବିଶ୍ୱାସକୁ ନେଇ ଗୁରୁଦାୟିତ୍ଵ ଅର୍ପଣ କଲା ରାଜ୍ୟପାଳଭାବେ । ଦେଶର ପ୍ରଥମ ଆଦିବାସୀ ମହିଳା ରାଜ୍ୟପାଳ ଭାବରେ ଗୌରବ ଲାଭ କଲେ । ଝାଡ଼ଖଣ୍ଡର ପ୍ରଥମ ରାଜ୍ୟପାଳ ହେଲେ, ଯିଏ ୫ବର୍ଷ ପୂରଣ କଲେ । କହିବାର ବାହୁଲ୍ୟ ଝାଡ଼ଖଣ୍ଡ ଲୋକେ ଏବେ ବି ଝୁରୁଛନ୍ତି । ଝିଅଟିଏ, ନିପଟ ସାନ୍ତାଳୀ ପରିବାରରୁ ଆସି ରମାଦେବୀ ବିଶ୍ଵବିଦ୍ୟାଳୟରେ ରାଜନୀତି ବିଜ୍ଞାନରେ ସ୍ନାତକ ଲାଭ କରି ଶିକ୍ଷୟିତ୍ରୀ ଭାବରେ ଆତ୍ମନିର୍ଭରଶୀଳ ହେବା, ତାହା ପୁଣି ତିରିଶ ବର୍ଷ ତଳେ; ଏକ ଛୋଟ ଘଟଣା ନୁହେଁ ।

ରାଇରଙ୍ଗପୁର ପୌରପରିଷଦର କାଉନସିଲର ପଦରୁ ରାଇସିନା ହିଲ୍ସର ସର୍ବୋଚ୍ଚ ପଦବୀ – ଏହି ଜୀବନ ଯାତ୍ରା କେବଳ ଭାରତ ନୁହେଁ ; ସମଗ୍ର ବିଶ୍ବ ସମୁଦାୟରେ ସ୍ଵପ୍ନଭୁକ୍ ତମାମ୍ ଝିଅମାନଙ୍କୁ ପ୍ରେରିତ କରିବ ଏଥିରେ ସନ୍ଦେହ ନାହିଁ । ଆଦିବାସୀ ଝିଅଟିଏ ଝୁଣା, ଲାଖ ଭିତରେ ନିଜ ଜୀବନ ଏବେ ସାରିବ ନାହିଁ, ତିନି ସେନାର କମାଣ୍ଡିଂ ଅଥରିଟି ହେଇ ପାରିବ ; ମହିଳା ସଶକ୍ତିକରଣର ଏହା ଠାରୁ ଆଉ ଭଲ ଉଦାହରଣ ଆଉ କଣ ହୋଇପାରେ !

ପୂର୍ବରୁ ପଦ୍ମ ପୁରସ୍କାର, ଲୁଟ୍ୟେନ୍ସ ଦିଲ୍ଲୀର ଲବି ଉପରେ ନିର୍ଭର କରୁଥିଲା ବେଳେ ଏବେ ତାହା ପିପଲ୍ସ ପଦ୍ମ ଭାବରେ ପରିଣତ ହୋଇଛି । ଠିକ୍ ସେହିପରି ସେ ନିଶ୍ଚୟ ଭାବରେ ପିପଲ୍ସ ପ୍ରେସିଡେଣ୍ଟ ଭାବରେ ଆଗାମୀ ଦିନରେ ପରିଗଣିତ ହେବେ, ଆଶା ଓ ବିଶ୍ବାସ । ବିଶ୍ଵ ସମୁଦାୟ ଯଦି ଓବାମାଙ୍କୁ Black Man in White House ପଦବାଚ୍ୟ କରି ନୋବେଲ ଶାନ୍ତି ପ୍ରଦାନ କଲେ, ତେବେ ଭାରତୀୟମାନେ ଜଣେ ଅଭିଜ୍ଞ ଆଦିବାସୀ ମହିଳାଙ୍କୁ ପ୍ରଥମ ନାଗରିକ ଭାବରେ ସମ୍ମାନ ଦେଇ ଇତିହାସ ସୃଷ୍ଟି କରିବାର ବେଳକୁ କରଛଡା କରିବା ଅନୁଚିତ୍ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version