• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରାଜ୍ୟସ୍ତରୀୟ ନୃତ୍ୟ ପ୍ରତିଯୋଗିତା ହିଞ୍ଜିଳିକାଟୁର ନୃତ୍ୟମ ଅନୁଷ୍ଠାନର ଛାତ୍ରୀ ସଂଚିତା ରାଜ୍ୟରେ ପ୍ରଥମ – ହିଞ୍ଜିଳିକାଟୁ,

Proprietor Abhimanyu Maharana by Proprietor Abhimanyu Maharana
May 19, 2020
in Uncategorized, ଓଡ଼ିଶା, ମନୋରଞ୍ଜନ, ହୋମ୍
0
ରାଜ୍ୟସ୍ତରୀୟ ନୃତ୍ୟ ପ୍ରତିଯୋଗିତା ହିଞ୍ଜିଳିକାଟୁର ନୃତ୍ୟମ ଅନୁଷ୍ଠାନର ଛାତ୍ରୀ ସଂଚିତା ରାଜ୍ୟରେ ପ୍ରଥମ –  ହିଞ୍ଜିଳିକାଟୁ,
Share on FacebookShare on TwitterWhatsapp

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

ହିଞ୍ଜିଳିକାଟୁ,ରିପୋର୍ଟ ,ଶେଷଦେବ ସାହୁ (ଓଡିଶା ତାଜା ନ୍ୟୁଜ୍‌ ) :- ଲକଡ଼ାଉନ ସମୟରେ ରାଜ୍ୟ ଓ ଜିଲ୍ଲାର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପ୍ରତିଭା ଅନ୍ୱେଷଣ ପାଇଁ ଅନଲାଇନ ପ୍ରତିଯୋଗିତା ଅନୁଷ୍ଠିତ ହେଉଅଛି । ରାଜଧାନୀ ଭୂବନେଶ୍ୱରର ପ୍ରଜ୍ଞା ନୃତ୍ୟାୟନ ପକ୍ଷରୁ ରାଜ୍ୟସ୍ତରୀୟ କ୍ଳାସିକାଲ, ମଡ଼ର୍ଣ୍ଣ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ୪ରୁ ୧୫ ବର୍ଷ ଶିଶୁଙ୍କ ସକାଶେ ରାଜ୍ୟସ୍ତରୀୟ କ୍ଳାସିକାଲ ନୃତ୍ୟ ନବ ପ୍ରତିଭା (ନ୍ୟୁ ଟାଲେଂଟ) ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।

ଉକ୍ତ ପ୍ରତିଯୋଗିତାରେ ସ୍ଥାନୀୟ ନୃତ୍ୟମ ନୃତ୍ୟ ଶିକ୍ଷାନୁଷ୍ଠାନର ଛାତ୍ର ସଂଚିତା ପାତ୍ର ପ୍ରଥମ ସ୍ଥାନ ଅଧିକାର କରି ପୁରସ୍କାର ସ୍ୱରୁପ ପ୍ରମାଣପତ୍ର ଓ ସିଲ୍ଡ ଗ୍ରହଣ କରିଛନ୍ତି । ଛାତ୍ରୀଙ୍କ ସଫଳତା ପାଇଁ ଅଂଚଳର ବବିଭିନ୍ନ ମହଲରୁ ଶୁଭେଛା ଓ ପ୍ରଂଶସାର ସୁଅ ଛୁଟିଛି । ନୃତ୍ୟମ ନେନ୍ସ ଏକାଡ଼େମୀର ପରିଚାଳକ କୃଷ୍ଣଚନ୍ଦ୍ର ସାହୁ, ନୃତ୍ୟ ଗୁରୁ ମାନସ ରଞ୍ଜନ ରଥଙ୍କ ଅବଦାନକୁ ଶ୍ରେୟ ପ୍ରଦାନ କରିଛନ୍ତି ଛାତ୍ରୀ ସଂଚିତା । ଭବିଷ୍ୟତରେ ରାଷ୍ଟ୍ରୀୟ ସ୍ତରରେ ନିଜ ପ୍ରତିଭା ପ୍ରଦର୍ଶନ କରିବା ସକାଶେ ସଂଚିତା ଆଶାବଦୀ ଥିବା କହିଛନ୍ତି । ଅନ୍ୟପକ୍ଷରେ ରାଷ୍ଟ୍ରୀୟସ୍ତର ପ୍ରତିଯୋଗିତାରେ ମଧ୍ୟ ସଂଚିତା ସଫଳ ହେବେ ବୋଲି ଅନୁଷ୍ଠାନର ପରିଚାଳକ ସାହୁ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କାର୍ତ୍ତିକ ମାସରେ ଶ୍ରଦ୍ଧାଳୁଙ୍କ ପାଇଁ ମହାପ୍ରସାଦ ବ୍ୟବସ୍ଥା

କାର୍ତ୍ତିକ ମାସରେ ଶ୍ରଦ୍ଧାଳୁଙ୍କ ପାଇଁ ମହାପ୍ରସାଦ ବ୍ୟବସ୍ଥା

October 25, 2026
ଭକ୍ତିମୟ ପଟୁଆରରେ ମା’ ଦୁର୍ଗାଙ୍କୁ ବିଦାୟ : ଶତାଧିକ ଭକ୍ତଙ୍କ ସମାଗମରେ ମା’ଙ୍କ ଭସାଣି

ଭକ୍ତିମୟ ପଟୁଆରରେ ମା’ ଦୁର୍ଗାଙ୍କୁ ବିଦାୟ : ଶତାଧିକ ଭକ୍ତଙ୍କ ସମାଗମରେ ମା’ଙ୍କ ଭସାଣି

October 25, 2026
ସମଗ୍ର କନ୍ଧମାଳ ଜିଲ୍ଲାରେ ୨୪ ତାରିଖ ଶନିବାର ୪ ଘଣ୍ଟା ବିଦ୍ୟୁତ୍‌ ସରବରାହ ବନ୍ଦ

ସମଗ୍ର କନ୍ଧମାଳ ଜିଲ୍ଲାରେ ୨୪ ତାରିଖ ଶନିବାର ୪ ଘଣ୍ଟା ବିଦ୍ୟୁତ୍‌ ସରବରାହ ବନ୍ଦ

October 25, 2026
ବାଲିଗୁଡା ଉପଜିଲ୍ଲାପାଳଙ୍କୁ ଏନ ଏ ସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଅତିରିକ୍ତ ଦାୟିତ୍ୱ : ବିଭାଗୀୟ ବିଜ୍ଞପ୍ତି ଜାରି

ବାଲିଗୁଡା ଉପଜିଲ୍ଲାପାଳଙ୍କୁ ଏନ ଏ ସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଅତିରିକ୍ତ ଦାୟିତ୍ୱ : ବିଭାଗୀୟ ବିଜ୍ଞପ୍ତି ଜାରି

October 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କାର୍ତ୍ତିକ ମାସରେ ଶ୍ରଦ୍ଧାଳୁଙ୍କ ପାଇଁ ମହାପ୍ରସାଦ ବ୍ୟବସ୍ଥା

କାର୍ତ୍ତିକ ମାସରେ ଶ୍ରଦ୍ଧାଳୁଙ୍କ ପାଇଁ ମହାପ୍ରସାଦ ବ୍ୟବସ୍ଥା

October 25, 2026
ଭକ୍ତିମୟ ପଟୁଆରରେ ମା’ ଦୁର୍ଗାଙ୍କୁ ବିଦାୟ : ଶତାଧିକ ଭକ୍ତଙ୍କ ସମାଗମରେ ମା’ଙ୍କ ଭସାଣି

ଭକ୍ତିମୟ ପଟୁଆରରେ ମା’ ଦୁର୍ଗାଙ୍କୁ ବିଦାୟ : ଶତାଧିକ ଭକ୍ତଙ୍କ ସମାଗମରେ ମା’ଙ୍କ ଭସାଣି

October 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version