• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ : ଆଖିରେ ଲୁହ

Proprietor Abhimanyu Maharana by Proprietor Abhimanyu Maharana
June 26, 2022
in ଓଡ଼ିଶା, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ : ଆଖିରେ ଲୁହ
Share on FacebookShare on TwitterWhatsapp

ଛୋଟବେଳୁ ନିଜ ପିତାମାତାଙ୍କୁ ହରାଇଥିଲେ ଶେଷଦେବ । ମୁଖ୍ୟମନ୍ତ୍ରୀ ତାଙ୍କୁ ପାଠ ପଢିବା ପାଇଁ ସାହାଯ୍ୟର ହାତ ବଢାଇଥିବାରୁ ତାଙ୍କୁ ପିତାମାତାଙ୍କ ଅଭାବ ମଧ୍ୟ ଅନୁଭୂତ ହୋଇ ନଥିଲା ।

ଓଡ଼ିଶା ତାଜା ନ୍ୟୁଜ୍/୨୬ ଜୁନ ରବିବାର/ଭୁବନେଶ୍ୱର :- କିଶାନଙ୍କ କଥା ଶୁଣି ନବୀନଙ୍କ ଆଖିରୁ ଝରି ପଡିଥିଲା ଲୁହ । ସେ ଭାବବିହ୍ଵଳ ହୋଇ ସମସ୍ତଙ୍କ ଆଗରେ କାନ୍ଦି ପକାଇଛନ୍ତି । ମୁଖ୍ୟମନ୍ତ୍ରୀ ବର୍ତ୍ତମାନ ରୋମ ଗସ୍ତରେ ଯାଇଥିବା ବେଳେ ସେଠାରେ ଜଣେ ଗରିବ ଓଡିଆ ଛାତ୍ରଙ୍କ କଥା ଶୁଣି ନିଜ କୋହ ସମ୍ଭାଳି ପାରି ନଥିଲେ । ଜର୍ମାନୀରେ ଗବେଷଣା କରୁଥିବା ସମ୍ବଲପୁରର ଯୁବ ବୈଜ୍ଞାନିକ ଶେଷଦେବ କିଶାନଙ୍କ କଥା ଶୁଣି ନବୀନଙ୍କ ଆଖିରୁ ଝରି ପଡିଥିଲା ଲୁହ । ଶେଷଦେବ ନିଜେ ଭିଡିଓରେ କହୁଥିବାର ଦେଖାଯାଇଛି କି ଯେତେବେଳେ ତାଙ୍କ ପାଖରେ ପାଠ ପଢିବା ପାଇଁ ଟଙ୍କାଟିଏ ନଥିଲା ସେତେବେଳେ ମୁଖ୍ୟମନ୍ତ୍ରୀ ତାଙ୍କୁ ସହାୟତାର ହାତ ବଢାଇଥିଲେ ।

ତାଙ୍କ ସମସ୍ତ ପଢା ଖକ୍ର୍ଚ୍ଚ ବହନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ । ମୁଖ୍ୟମନ୍ତ୍ରୀ ନିଜ ପ୍ରତିଶ୍ରୁତି ରକ୍ଷା କରିଥିବା ଯୋଗୁଁ ସେ ଆଜି ଜର୍ମାନୀରେ ପାଠ ପଢିବା ପାଇଁ ସୁଯୋଗ ପାଇଛନ୍ତି ବୋଲି ତାଙ୍କୁ କୃତଜ୍ଞତା ଜଣାଇଛନ୍ତି । ରୋମରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ସମୟରେ ୨୦୧୮ ମସିହାର କିଛି କଥା ମଧ୍ୟ ସେ ମନେ ପକାଇଛନ୍ତି । ଶେଷ କହିଛନ୍ତି କି ୨୦୧୮ରେ ସେ ଯେତେବେଳେ ନବୀନଙ୍କୁ ଭେଟିବାକୁ ଆସିଥିଲେ ସେତେବେଳେ ଶସ୍ତା ପ୍ଯାଣ୍ଟ ସାର୍ଟ ଓ ବାଥ୍ରୁମ ସ୍ଳିପର ପିନ୍ଧିଥିଲେ । ଆଉ ତାଙ୍କ ହାତରେ ଏକ ଛୋଟ ନୋକିଆ ଫୋନ ଥିଲା ।

ସେତେବେଳେ ମୁଖ୍ୟମନ୍ତ୍ରୀ ତାଙ୍କୁ ଏକ ଆଇଫୋନ ଦେଇଥିଲେ । ଏହାସହ ସେକ୍ରେଟାରୀଏଟରେ ତାଙ୍କୁ ଏକ ଭାଷଣ ଦେବାକୁ ମଧ୍ୟ କହିଥିଲେ ମୁଖ୍ୟମନ୍ତ୍ରୀ । ସେହି ସଭାରେ ସମସ୍ତ ଆଇଏଏସ ଅଫିସରଙ୍କ ସମେତ ବଡ ବଡ ଅଫିସର ମାନେ ଉପସ୍ଥିତ ଥିଲେ । ଛୋଟବେଳୁ ନିଜ ପିତାମାତାଙ୍କୁ ହରାଇଥିଲେ ଶେଷଦେବ । ମୁଖ୍ୟମନ୍ତ୍ରୀ ତାଙ୍କୁ ପାଠ ପଢିବା ପାଇଁ ସାହାଯ୍ୟର ହାତ ବଢାଇଥିବାରୁ ତାଙ୍କୁ ପିତାମାତାଙ୍କ ଅଭାବ ମଧ୍ୟ ଅନୁଭୂତ ହୋଇ ନଥିଲା ।

ନବୀନଙ୍କ ପାଇଁ ସେ ଆଜି ଏଠାରେ ପହଞ୍ଚି ପାରିଛନ୍ତି ବୋଲି ସେ କହିଛନ୍ତି । ତାଙ୍କର କେଇପଦ କଥା ଶୁଣି ନବୀନ ତାଙ୍କ ହାତରେ ଆଖିରୁ ଲୁହ ପୋଛୁଥିବାର ଦେଖିବାକୁ ମିଳିଛି ।ଶେଷଦେବ ପ୍ରତିଶ୍ରୁତି ଦେଇଛନ୍ତି କି ତାଙ୍କ ପିଏଚଡ଼ି ଶେଷ ହେବା ପରେ ସେ ଓଡିଶା ଆସି ଏକ ଫାର୍ମା କମ୍ପାନୀ ଖୋଲିବେ । ନବୀନଙ୍କ ସବୁ ସ୍ଵପ୍ନ ଯଥା ସମ୍ଭବ ସେ ପୂରଣ କରିବେ ବୋଲି ଜଣାଇଛନ୍ତି । କାରଣ ସେ ଯେତେବେଳେ କିଛି ବି ନଥିଲେ ନବୀନ ତାଙ୍କୁ ସବୁକିଛି ବନିବାରେ ସାହାଯ୍ୟ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version