• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରାଜ୍ୟରେ ସର୍ବାଧିକ ୧୦୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ଓ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି ।

Proprietor Abhimanyu Maharana by Proprietor Abhimanyu Maharana
May 19, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
ରାଜ୍ୟରେ ସର୍ବାଧିକ ୧୦୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ଓ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି ।
Share on FacebookShare on TwitterWhatsapp

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

ବାଲେଶ୍ୱର,ରିପୋର୍ଟ / ଦୀପ୍ତିମାନ୍ ପତି (ଓଡିଶା ତାଜା ନ୍ୟୁଜ୍‌ )୧୯ ମଇ,ମଙ୍ଗଳବାର, :- ରାଜ୍ୟରେ ଆଉ ୧୦୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭୮କୁ ବୃଦ୍ଧି ପାଇଛି । ସେହିଭଳି ଆଜି ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁରୁ ୩୧ ଜଣ, ଜଗତସିଂହପୁରରୁ ୨୩ ଜଣ, ଭଦ୍ରକରୁ ୨୧ ଜଣ , କେନ୍ଦ୍ରାପଡାରୁ ୮ ଜଣ, କଟକରୁ ୪ ଜଣ, ଖୋର୍ଧାରୁ ୪ ଜଣ, ପୁରୀରୁ ୪ ଜଣ, ଅନୁଗୁଳରୁ ୨ ଜଣ, ବାଲେଶ୍ୱରରୁ ୨ ଜଣ, ସମ୍ବଲପରରୁ ୨ ଜଣ ଓ ନୟାଗଡରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ତେବେ ଆଜି ଗଞ୍ଜାମ ଜିଲ୍ଲାରୁ କେହି କରୋନା ପଜିଟିଭ୍ ଚିହ୍ନଟ ହୋଇନାହାନ୍ତି। ରାଜ୍ୟରେ ସୁସ୍ଥ ହେଲେ ଆଉ ୩୦ କରୋନା ଓ ମୃତ୍ୟୁ ସଂଖ୍ୟା ୫ କୁ ବୃଦ୍ଧି ପିଇଲା। ଏମାନଙ୍କ ଭିତରୁ ୫ ଜଣଙ୍କୁ ଛାଡ଼ି ଦେଲେ ଅବଶିଷ୍ଟ ୯୭ ଜଣ ସଙ୍ଗରୋଧ କେନ୍ଦ୍ରରେ ଥିଲେ ବୋଲି ସ୍ପଷ୍ଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ଅନ୍ୟ ୫ଜଣ ସ୍ଥାନୀୟ ଅଞ୍ଚଳର ବୋଲି ସୂଚନା ଦିଆଯାଇଛି। ଗତକାଲି ଜଗତସିଂହପୁର ଜିଲ୍ଲାରୁ ଚିହ୍ନଟ ୨୦ଜଣ ଆକ୍ରାନ୍ତଙ୍କୁ ଏଥିରେ ସାମିଲ କରାଯାଇଛି।

ଏବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୭୮ରେ ପହିଚଂଛି । ୬୯୬ ସକ୍ରିୟ ଥିବା ବେଳ ୨୭୭ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ଲକ୍ଷେ ଟପିଛି ନମୂନା ପରୀକ୍ଷା । ତେବେ ବଡ କଥା ହେଉଛି କରୋନା ରାଜ୍ୟରେ ନେଇଛି ଆଉ ଏକ ଜୀବନ । ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ଘଟିଥିବା ବେଳେ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି । ତେବେ ମୃତକ ଜଣକ କଟକ ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ବୃଦ୍ଧ ବୋଲି ସ୍ପଷ୍ଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

April 25, 2026
ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version