• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର କଂଗ୍ରେସ ପକ୍ଷରୁ ଅଗ୍ନିପଥକୁ ବାତିଲ କରିବା ଦାବିରେ ସତ୍ୟାଗ୍ରହ ଓ ଧାରଣା

Proprietor Abhimanyu Maharana by Proprietor Abhimanyu Maharana
June 28, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ରଣପୁର କଂଗ୍ରେସ ପକ୍ଷରୁ ଅଗ୍ନିପଥକୁ ବାତିଲ କରିବା ଦାବିରେ ସତ୍ୟାଗ୍ରହ ଓ ଧାରଣା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୨୭ ଜୁନ ସୋମବାର/ରଣପୁର :- ଅଖିଳ ଭାରତୀୟ କଂଗ୍ରେସ କମିଟି ଡ଼ାକରାରେ ଓଡିଶା ପ୍ରଦେଶ କଂଗ୍ରେସକମିଟି ନିର୍ଦ୍ଧେଶ କ୍ରମେ ରଣପୁର ନିର୍ବାଚନମଣ୍ଡଳୀ କଂଗ୍ରେସ ଦଳପକ୍ଷରୁ ରଣପୁର ପଞ୍ଚୁଦୋଳ ପଡିଆ ରଘୁଦିବାକର ମଣ୍ଡପଠାରେ କଂଗ୍ରେସ ଯୁବନେତା ସତ୍ୟବ୍ରତ ନାୟକଙ୍କ ନେତୃତ୍ୱରେ ଦିନିକିଆ ସତ୍ୟାଗ୍ରହ ଅନୁଷ୍ଠିତ ହୋଇଯାଇଅଛି । ଛାତ୍ର ,ଯୁବକ,ତଥା ବେକାର ଯୁବକମାନଙ୍କ ସହ ଏକ ଦୀର୍ଘସ୍ଥାୟୀ ପ୍ରତାରଣା ମୂଳକ ଯୋଜନା ଅଗ୍ନିପଥକୁ ବାତିଲ କରିବା ।

ଦେଶର ସମସ୍ତ ନିଯୁକ୍ତି କ୍ଷମ ଯୁବକ ଯୁବତୀଙ୍କୁ ସ୍ଥାୟୀ ନିଯୁକ୍ତି, ନିଯୁକ୍ତି କ୍ଷେତ୍ରରେ ସମସ୍ତ ଠିକା ବ୍ୟବସ୍ଥା ବାତିଲ,ଦେଶର ସାର୍ବଭୌମକୁ ସୁରକ୍ଷିତ ରଖିବା ପାଇଁ ଦେଶର ଭବିଷ୍ୟତ ଯୁବପିଢ଼ି ସହିତ ପ୍ରତାରଣା ନ କରିବା ପାଇଁ ଦାବି କରିଥିଲେ । ଏହି ସତ୍ୟାଗ୍ରହରେ,ରଣପୁର ବାର ଆସୋସିଏସନର ସମ୍ପାଦକ ସତ୍ୟରଞ୍ଜନ ମତ୍ତା,ନୟାଗଡ ଜିଲ୍ଲା ଯୁବକଂଗ୍ରେସ କାର୍ଯ୍ୟକାରୀ ସଭାପତି ମୀର୍ ଆବୁବକର ସିଦ୍ଧିକ, କିଷାନ ସେଲ ସଭାପତି ଧ୍ରୁବଚରଣ ପରିଡା,

ମହିଳା କଂଗ୍ରେସ ସଭାପତି ପ୍ରତିମା ଜେନା,ଶତ୍ରୁଘନ ପାଇକରାଏ,ବାଳକୃଷ୍ଣ ଷଡ଼ଙ୍ଗୀ, ଭିକାରି ପାତାଳ ସିଂ,ମଦନ ବିଶୋଇ,ଅନିଲ ପରିଡା,ପ୍ରକାଶ ଚନ୍ଦ୍ର ନାୟକ,ଉମେଶ ସାହୁ,ହୃଦାନନ୍ଦ କାଣ୍ଡି, ଗୋପାଳ ଖୁଣ୍ଟିଆ,ପ୍ରଭାତ ମହାନ୍ତି, କୃଷ୍ଣ ସେଠି,ସୁଦର୍ଶନ ପ୍ରଧାନ,ବାସୁଦେବ ପ୍ରଧାନ,ବୁଲୁ ନାୟକ,ଲଷ୍ମୀଧର ନାୟକ,ସ୍ବର୍ଣ୍ଣାଲତା ରଥ, ରାହୁଲ ପଟ୍ଟନାୟକ ପ୍ରମୁଖ ସାମିଲ ହୋଇ ଏହାକୁ ତୀବ୍ର ବିରୋଧ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Odisha AM/NS India Kho Kho High Performance Centre celebrates two years of sporting excellence

ଓଡ଼ିଶା ଏଏମ୍/ଏନ୍‌ଏସ୍‌ ଇଣ୍ଡିଆ ଖୋ ଖୋ ହାଇ ପରଫର୍ମାନ୍ସ ସେଣ୍ଟରର କ୍ରୀଡ଼ା କ୍ଷେତ୍ରରେ ଉତ୍କର୍ଷତାର ଦୁଇ ବର୍ଷ ପୂର୍ତ୍ତି ପାଳନ

July 30, 2026

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

Aluminium Coal Mines Expands Assistive Support for People with Disabilities Across Jharsuguda and Sundargarh Districts

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odisha AM/NS India Kho Kho High Performance Centre celebrates two years of sporting excellence

ଓଡ଼ିଶା ଏଏମ୍/ଏନ୍‌ଏସ୍‌ ଇଣ୍ଡିଆ ଖୋ ଖୋ ହାଇ ପରଫର୍ମାନ୍ସ ସେଣ୍ଟରର କ୍ରୀଡ଼ା କ୍ଷେତ୍ରରେ ଉତ୍କର୍ଷତାର ଦୁଇ ବର୍ଷ ପୂର୍ତ୍ତି ପାଳନ

July 30, 2026
Odisha AM/NS India Kho Kho High Performance Centre celebrates two years of sporting excellence

Odisha AM/NS India Kho Kho High Performance Centre celebrates two years of sporting excellence

July 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version