• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୨୦ ମଇ ବୁଧବାର, ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

Proprietor Abhimanyu Maharana by Proprietor Abhimanyu Maharana
May 20, 2020
in Uncategorized, ଓଡ଼ିଶା, ରାଶିଫଳ, ହୋମ୍
0
୨୦ ମଇ ବୁଧବାର, ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ
Share on FacebookShare on TwitterWhatsapp

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

ଭୁବନେଶ୍ୱର,ରିପୋର୍ଟ (ଓଡିଶା ତାଜା ନ୍ୟୁଜ୍‌ ) ୨୦ ମଇ ବୁଧବାର, ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ : – ମେଷ :- ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟର ମାର୍ଗ ଉନ୍‌ମୁକ୍ତ ରହିବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ୱର୍ଯ୍ୟ ଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଅର୍ଥ ମିଳିବ। ଧନ-ସମ୍ପଦ ଭରପୁର ରହିବ। ନୂଆ ବନ୍ଧୁ ଜୁଟିବେ।

ବୃଷ :- ଅଧିକ ଖର୍ଚ୍ଚର ସମ୍ମୁଖୀନ ହୋଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ତଥାପି ମନ ପ୍ରସନ୍ନ ରହିବ। ଚଞ୍ଚଳମନା ହେବେ। ନିରୋଳା ସ୍ଥାନରେ ଅଧିକାଂଶ ସମୟ ବିତାଇ ପାରନ୍ତି। ମଧୁର କଥା କହି ପରକୁ ଆପଣାର କରିବେ। ସାହସୀ ଓ ଜ୍ଞାନୀ ହେବେ।

ମିଥୁନ :- ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳମନା ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି। ବିଦ୍ୟା ପ୍ରତି ରୁଚି ରହିବ।

କର୍କଟ :- ମନସ୍କାମନା ପୂର୍ଣ୍ଣ ହେବ। କାର୍ଯ୍ୟରେ ସଫଳତା ଲାଭ କରିବେ। କୁଳ ଦୀପକ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ରହିବ।

ସିଂହ :- ମନରେ ସେବା ଭାବ ଜାଗରିତ ହେବ। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସରେ ସମୟ ବିତାଇ ପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଉଦ୍ୟୋଗୀ ହେବେ।

କନ୍ୟା :- ଲଟେରି ସ୍ତରରୁ ସଫଳତା ମିଳିପାରେ। ପରିସ୍ଥିତିରେ ପଡ଼ି ଇର୍ଷା ପରାୟଣ ହେବେ। ସ୍ବାଭିମାନୀ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଜଳଯାତ୍ରା ବିପଦପୂର୍ଣ୍ଣ ହୋଇପାରେ।

ତୁଳା :- ବନ୍ଧୁ ସୁଖ ମିଳିବ। ବ୍ୟବସାୟ ଲାଭଜନକ ହେବ। ମନରେ ସେବାଭାବ ଜାଗରିତ ହେବ। ଅନ୍ୟ ଭାବର ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହୋଇପାରନ୍ତି।

ବିଛା :- କାର୍ଯ୍ୟରେ ସଫଳତା ଲାଭ କରିବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଆସ୍ଥା ଭାଜନ ହୋଇପାରନ୍ତି। ଖର୍ଚ୍ଚ ବୃଦ୍ଧି ହୋଇପାରେ।

ଧନୁ :- ଚଞ୍ଚଳମନା ହେବେ। କନ୍ୟା ସନ୍ତାନଙ୍କ ଦ୍ବାରା ଉପକୃତ ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଉଠାଣ ଫଲ ଆପଣଙ୍କ ସପକ୍ଷରେ ଯାଇପାରେ। ଜାତକ ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।

ମକର :- ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମକୁ ଶ୍ରେଷ୍ଠ ଧର୍ମ ଭାବେ ବିବେଚିତ କରିପାରନ୍ତି। ବ୍ୟକ୍ତି ବିଶେଷ ଭାବେ ନିଜର ପରିଚୟ ସୃଷ୍ଟି କରିବେ। ସ୍ବାସ୍ଥ୍ୟ ଭଲ ରହିବ। କୃଷି କର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍ ହେବେ।

କୁମ୍ଭ :- ଆଶା କରୁଥିବା କାର‌୍ୟ୍ୟ ହାତକୁ ଆସିବ। ଶ୍ରମର ମୂଲ୍ୟାଙ୍କନ ହେବ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ବଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍ ହୋଇପାରନ୍ତି।

ମୀନ :- ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟରୁ ଅଧିକ ଧନଲାଭ ହେବ। ବିବିଧ ଧନଯୁକ୍ତ ହେବେ। କୀର୍ତ୍ତିମାନ୍ ହୋଇପାରନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026
ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

June 14, 2026
ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026
ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version