• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପହଞ୍ଚିଲା ତିନି ରଥ : ଆଡପ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜୀଉ

Proprietor Abhimanyu Maharana by Proprietor Abhimanyu Maharana
July 3, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ମନୋରଞ୍ଜନ, ହୋମ୍
0
ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପହଞ୍ଚିଲା ତିନି ରଥ : ଆଡପ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜୀଉ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୨ ଜୁଲାଇ ଶନିବାର/ରଣପୁର :- ଦୀର୍ଘ ଦୁଇ ବର୍ଷ ପରେ କୋଟି କୋଟି ଲୋକଙ୍କର ମଉଡମଣି ଜଗତରନାଥ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ରଣପୁର ରେ ଚଳିତ ବର୍ଷ ବେଶ୍ ଧୁମ୍ ଧାମରେ ପାଳିତ ହୋଇଛି । ଗତ ଶୁକ୍ରବାର ଦିନ ମହାପ୍ରଭୁ ଙ୍କ ଗୁଣ୍ଡିଚା ଯାତ ଅନୁଷ୍ଠିତ ହେବା ପାଇଁ ପ୍ରଶାସନ ପକ୍ଷରୁ ତିନିରଥ କୁ ପୋଲିସ ର କଡ଼ାକଡ଼ି ସୁରକ୍ଷା ବଳୟ ଓ ପ୍ରଶାସନ ର ସୁବ୍ୟବସ୍ଥିତ ଢଙ୍ଗରେ ରଥ ଟଣା ଅନୁଷ୍ଠିତ ହୋଇଯାଇଛି ।

ଗତକାଲି ବଳଭଦ୍ରଙ୍କ ତାଳଧ୍ୱଜ ରଥ ଓ ସୁଭଦ୍ରାଙ୍କ ଦେବଦୋଳନ ରଥ ଗୁଣ୍ଡିଚା ମନ୍ଦିର ନିକଟରେ ପହଚିଂଥିଲା । ଲକ୍ଷାଧିକ ଭକ୍ତ ସମାଗମ ସହିତ ପୋଲିସ ପ୍ରଶାସନ ର ସହାୟତା ରେ ରଥ ଟଣା ଯାଇ ମହାପ୍ରଭୁ ଙ୍କ ଜନ୍ମ ବେଦୀ ରେ ପହଞ୍ଚାଇ ଦିଆଯାଇଥିଲା । ତେବେ ଶନିବାର ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥକୁ ଭକ୍ତ ମାନେ ଟାଣି ଟାଣି ଗୁଣ୍ଡିଚା ମନ୍ଦିରରେ ପହଞ୍ଚାଇଥିଲେ ।

୨ବର୍ଷ ଧରି କରୋନା ପାଇଁ ରଥ ଯାତ୍ରା ହୋଇନଥିବାରୁ ଭକ୍ତ ମହଲରେ ବିଶେଷ ଆଗ୍ରହ ଦେଖାଦେଇଥିଲା । ଅପରାହ୍ନ ୫ ଟାରେ ନନ୍ଦିଘୋଷ ରଥ ଗୁଣ୍ଡିଚା ମନ୍ଦିର ନିକଟରେ ପହଚିଂଥିଲା । ମହାପ୍ରଭୁ ଙ୍କ ଗୁଣ୍ଡିଚା ମନ୍ଦିର ନିକଟରେ ପହଚିଂବା ପରେ ସେଠାରେ ତିନିରଥରେ ଶ୍ରୀଜୀଉ ଙ୍କ ସନ୍ଧ୍ୟା ଆଳତି ସମାପନ ହୋଇଥିଲା ।

ଏବଂ ସଂଧ୍ୟା ଆଳତି ପରେ ୩ ଠାକୁରଙ୍କୁ ଗୋଟି ପହଣ୍ଡିରେ ଆଡପମଣ୍ଡପକୁ ବିଜେ କରାଯାଇ ପ୍ରଭୂଙ୍କୁ ଜନ୍ମବେଦୀରେ ନିଆଯାଇଛି । ତେବେ ରବିବାର ସମସ୍ତ ନିତି କାନ୍ତି ପରେ ଆଡପମଣ୍ଡପରେ ୩ ଠାକୁର ଭକ୍ତମାନଙ୍କୁ ଦର୍ଶନ ଦେବେ ବୋଲି ପ୍ରଶାସନ ପକ୍ଷରୁ ପ୍ରକାଶ ପାଇଛି । ରଥ ଟଣାରେ ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର ,

ସ୍ଥାନୀୟ ତହସିଲଦାର ଅଶୋକ ପଟ୍ଟନାୟକ , ରଣପୁର ଥାନା ଆଇଆଇସି ଜ୍ୟୋତି ପ୍ରକାଶ ପଣ୍ଡା ,ବନବିଭାଗ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ । ଆଜି ରଥଟଣା ବେଳେ ରଥର ମୁଖ୍ୟ ମହାରଣା କବିରାଜ ମହାରଣା ଙ୍କ ନେତୃତ୍ୱରେ ମହାରଣା ଓ ସୁଆଁସିଆ ମାନେ ଅକ୍ଲାନ୍ତ ପରିଶ୍ରମ କରିଥିବା ଦେଖିବାକୁ ମିଳିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odisha Society of UK Celebrates Seventh Utkal Dibas

ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ

May 1, 2026
Odisha Society of UK Celebrates Seventh Utkal Dibas

Odisha Society of UK Celebrates Seventh Utkal Dibas

May 1, 2026
ସୁତନ ଗ୍ରାମରେ ୫ଦିନ ବ୍ୟାପୀ ବାଦିପାଲା ଓ ସମ୍ବର୍ଦ୍ଧନା ମହୋତ୍ସବ ଅନୁଷ୍ଠିତ

ସୁତନ ଗ୍ରାମରେ ୫ଦିନ ବ୍ୟାପୀ ବାଦିପାଲା ଓ ସମ୍ବର୍ଦ୍ଧନା ମହୋତ୍ସବ ଅନୁଷ୍ଠିତ

May 1, 2026
ମାଲକାନଗିରିରେ ଗ୍ରାମ୍ୟ ଉନ୍ନୟନ ସଚିବ ଯାମିନୀ ଷଡ଼ଙ୍ଗୀ

ମାଲକାନଗିରିରେ ଗ୍ରାମ୍ୟ ଉନ୍ନୟନ ସଚିବ ଯାମିନୀ ଷଡ଼ଙ୍ଗୀ

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odisha Society of UK Celebrates Seventh Utkal Dibas

ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ

May 1, 2026
Odisha Society of UK Celebrates Seventh Utkal Dibas

Odisha Society of UK Celebrates Seventh Utkal Dibas

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version