• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଗପୁର ଗାଁ ନିକଟରେ କୋଇଲା ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ

Proprietor Abhimanyu Maharana by Proprietor Abhimanyu Maharana
July 8, 2022
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ବାଗପୁର ଗାଁ ନିକଟରେ କୋଇଲା ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୭ ଜୁଲାଇ ଗୁରୁବାର/କଳାହାଣ୍ଡି :- ନର୍ଲା ବ୍ଳକ ଅନ୍ତର୍ଗତ ବାଗପୁର ଗାଁ ନିକଟ ମୁଖ୍ୟ ରାଜ୍ୟ ରାଜପଥରେ ଏକ କୋଇଲା ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି, ଗତକାଲି ରାତି ପ୍ରାୟ ଆଠଟା ତିରିଶି ମି. ସମୟରେ ଏକ କୋଇଲା ବୋଝେଇ ଟ୍ରକ ନଂ ସିଜି୦୪ଏମଜେଡ ୬୫୮୩ ଭବାନୀପାଟଣାରୁ ମ. ରାମପୁରକୁ ସଂଯୋଗ କରୁଥିବା ରାସ୍ତା ଦେଇ ବିଶାଖାପାଟଣାରୁ ରାୟପୁର ଅଭିମୁଖେ ଯାଉଥିବା ବେଳେ ଟ୍ରକଟି ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଥିଲା ।

ଫଳରେ ଘଟଣାସ୍ଥଳରେ ଡ୍ରାଇଭର ଜଣକ ଗାଡ଼ି ଭିତରେ ଚାପି ହୋଇଯାଇଥିଲେ  । ସ୍ଥାନୀୟ ଗ୍ରାମବାସୀଙ୍କ ସହଯୋଗରେ ଗାଡ଼ିର ଝରକା ଭାଙ୍ଗି ଡ଼୍ରାଇଭରଙ୍କୁ ଉଦ୍ଧାର କରାଯାଇଥିଲା । ପରେ ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ସେବା ଯୋଗାଇ ଦିଆଯାଇଛି । ସୂଚନା ମତେ ଡ୍ରାଇଭରଙ୍କ ଅଣ୍ଟା ଓ ହାତରେ ଆଘାତ ଲାଗିଥିବା ଜଣାପଡିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

ସିଆଇଆଇ ଓଡିଶା ପକ୍ଷରୁ ଓଡିଶାରେ ଶିଳ୍ପ ଅଭିବୃଦ୍ଧି ଓ ସ୍ଥାୟୀ ବିିକାଶ ପାଇଁ ଏକ ରୋଡମ୍ୟାପ ସହିତ ୨୦୨୬ – ୨୭ ପାଇଁ ନୂଆ ନେତୃତ୍ୱ ଘୋଷଣା

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version