• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାର ବିଭିନ୍ନ ସମସ୍ୟା କୁ ନେଇ ବିଧାନସଭାରେ ପ୍ରଶ୍ନ କଲେ ପାରଳାଖେମୁଣ୍ଡି – ବିଧାୟକ କେ. ନାରାୟଣ ରାଓ

Proprietor Abhimanyu Maharana by Proprietor Abhimanyu Maharana
July 15, 2022
in ଓଡ଼ିଶା, ଗଜପତି, ରାଜନୀତି, ହୋମ୍
0
ଗଜପତି ଜିଲ୍ଲାର ବିଭିନ୍ନ ସମସ୍ୟା କୁ ନେଇ ବିଧାନସଭାରେ ପ୍ରଶ୍ନ କଲେ ପାରଳାଖେମୁଣ୍ଡି – ବିଧାୟକ କେ. ନାରାୟଣ ରାଓ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୧୪,ଜୁଲାଇ , ଗୁରୁବାର/ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ବିଭିନ୍ନ ସମସ୍ୟାକୁ ନେଇ ପାରଳାଖେମୁଣ୍ଡି ବିଧାୟକ କେ.ନାରାୟଣ ରାଓ ଆଜି ବିଧାନସଭାରେ ବିଭିନ୍ନ ପ୍ରଶ୍ନ କରିଥିବାର ଜଣାପଡିଛି । ପାରଳା ବିଧାୟକ ଶ୍ରୀ ରାଓ ଆଜି ମୁଖ୍ୟତଃ ୪ଗୋଟି ପ୍ରଶ୍ନ ପଚାରିଥିବାର ଜଣାପଡିଛି । ଏଥି ମଧ୍ୟରେ ଭାରତ ସରକାରଙ୍କ ଆଦେଶନାମା ଅନୁଯାୟୀ ରାଜ୍ୟର ପ୍ରତ୍ୟେକ ଗ୍ରାମପଞ୍ଚାୟତରେ ଖେଳପଡିଆ ତଥା ମିନିଷ୍ଟାଡିୟମ ସ୍ଥାପନ କରିବା କଥା । ହେଲେ ରାଜ୍ୟର କେତୋଗୋଟି ପଞ୍ଚାୟତରେ ଖେଳପଡିଆ ନିର୍ମାଣ ରହିଛି ତଥ୍ୟମାଗିଥିଲେ । ସେହିପରି ଗଜପତି ଜିଲ୍ଲାରେ କ୍ଷୁଦ୍ର ଜଳସେଚନ ବିଭାଗରେ ଦୁର୍ନିତୀ, ଗଜପତି ଗାଡିଚାଳକ ସଂଘର ଦାବୀ ପୁରଣ, କ୍ଷୁଦ୍ରଜଳସେଚନ ବିଭାଗରେ ବ୍ୟାପକ ଦୁର୍ନିତୀର ଭିଜିଲାନ୍ସ ତଦନ୍ତ ଆଦିକୁ ନେଇ ପ୍ରଶ୍ନ ରଖିଥିଲେ ।

ପାରଳା ବିଧାୟକ ଶ୍ରୀ ରାଓଙ୍କ ବିିଭିନ୍ନ ପ୍ରଶ୍ନର ଉତ୍ତର ବିଭାଗୀୟ ମନ୍ତ୍ରୀମାନେ ରଖିଥିଲେ । ସୂଚନା ଯୋଗ୍ୟ ଯେ, ବିଧାୟକ ଶ୍ରୀ ରାଓ ଏଥିପୂର୍ବରୁ ତଥା ଚଳିତ ବିଧାନସଭା ଅଧିବେଶନରେ ୮ଗୋଟି ପ୍ରଶ୍ନ କରିଥିବାର ମଧ୍ୟ ଜଣାପଡିଛି । ସେ ଗୁଡିକ ହେଲା କୃଷକମାନଙ୍କୁ ରିହାତିଦରରେ ବିଜୁଳି ଯୋଗାଇବା, ସରକାର ଅର୍ଥର ଅପବ୍ୟବହାର, ଜିଲ୍ଲାରେ ମତ୍ସ୍ୟ ସମ୍ପଦର ବିବରଣା ଓ ହିତାଧିକାରୀଙ୍କ ତାଲିକା, ୨ବର୍ଷ ହେଲା ଏନ୍‌ଏଫ୍‌ଏସ/ଏସଏଫଏସଏ ପୋର୍ଟାଲ ବନ୍ଦ କାହିଁକି କରାଗଲା, ଏନ୍‌ଏଫ୍‌ଏସ/ଏସଏଫଏସଏ କାର୍ଡ ପ୍ରଦାନ କରିବା, ଜିଲ୍ଲାରେ ରବିଚାଷ ପ୍ରତି ସରକାରଙ୍କ ଆଭିମୁଖ୍ୟ, ସିଏଏମ୍‌ପିଏ ଯୋଜନାରେ ବନ୍ୟ କରଣ ନିମନ୍ତେ ଅନୁଦାନ ସମ୍ପର୍କେ, ଚାରାରୋପଣ ଆଦି ସମ୍ପର୍କେ ପ୍ରଶ୍ନ କରିଥିବାର ମଧ୍ୟ ଜଣାପଡିଛି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026
ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

May 11, 2026
ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version