• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁନଃନିର୍ମାଣ ଓ ପୁନର୍ଗଠନ ନିମନ୍ତେ ଯୁବଗୋଷ୍ଠୀଙ୍କୁ ଆନ୍ତରିକତାର ସହ କାର୍ଯ୍ୟ କରିବାକୁ ପଡ଼ିବ : ରାଜ୍ୟପାଳ

Proprietor Abhimanyu Maharana by Proprietor Abhimanyu Maharana
July 15, 2022
in ଓଡ଼ିଶା, ମହାନଗର, ହୋମ୍
0
ପୁନଃନିର୍ମାଣ ଓ ପୁନର୍ଗଠନ ନିମନ୍ତେ ଯୁବଗୋଷ୍ଠୀଙ୍କୁ ଆନ୍ତରିକତାର ସହ କାର୍ଯ୍ୟ କରିବାକୁ ପଡ଼ିବ : ରାଜ୍ୟପାଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୧୫ ଜୁଲାଇ ଶୁକ୍ରବାର/ଭୁବନେଶ୍ୱର :- ବିଶ୍ୱର ପ୍ରମୁଖ ଉଦ୍ୟୋଗୀମାନେ ଓଡ଼ିଶାର ଯୁବଗୋଷ୍ଠୀଙ୍କ ପ୍ରତିଭା ପ୍ରତି ଆକର୍ଷିତ ହୋଇ ସେମାନଙ୍କୁ ନିଯୁକ୍ତିଦେବା ପାଇଁ ଆଗେଇ ଆସିବେ ବୋଲି ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି । ଆଜି ବିଶ୍ୱ ଯୁବ ଦକ୍ଷତା ଦିବସରେ ସରକାରୀ ଆଇଟିଆଇ ଭୁବନେଶ୍ୱରଠାରେ ରାଜ୍ୟର ଦ୍ୱିତୀୟ ସ୍କିଲ ମ୍ୟìଜିୟମ୍‌କୁ ଉଦ୍‌ଘାଟନ କରି ରାଜ୍ୟପାଳ ପ୍ରଫେସର ଲାଲ କହିଛନ୍ତି ଯେ ପୁନଃନିର୍ମାଣ ଓ ପୁନର୍ଗଠନ ନିମନ୍ତେ ଯୁବଗୋଷ୍ଠୀଙ୍କୁ ଆନ୍ତରିକତାର ସହ କାର୍ଯ୍ୟ କରିବାକୁ ପଡ଼ିବ । ଦକ୍ଷତା, ଉପଯୁକ୍ତ କାର୍ଯ୍ୟ ଏବଂ ଉଦ୍ୟମିତା ପାଇଁ ଆବଶ୍ୟକ ଗୁରୁତ୍ୱପୂର୍ଣ୍ଣ ଯୋଜନାକୁ ଚିହ୍ନଟ କରିବା ସହ ସାମ୍ପ୍ରତିକ ତଥା ଭବିଷ୍ୟତରେ ବିଶ୍ୱସ୍ତରୀୟ ଆହ୍ୱାନର ମୁକାବିଲା କରିବା ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ କରିବାକୁ ହେବ ବୋଲି ପ୍ରଫେସର ଲାଲ କହିଛନ୍ତି ।

ଓଡିଶା ଦକ୍ଷତା ବିକାଶ ପ୍ରାଧିକରର ଅଧ୍ୟକ୍ଷ ଶ୍ରୀ ସୁବ୍ରତ ବାଗ୍‌ଚୀ ଛାତ୍ରଛାତ୍ରୀଙ୍କୁ ବିଶ୍ୱ ଯୁବ ଦକ୍ଷତା ଦିବସର ଅଭିନନ୍ଦନ ଜାଇ ଜଣାଇବା ସହ ଚଳିତ ବର୍ଷ ୱାର୍ଲï ସ୍କିଲ୍ସ ପ୍ରତିଯୋଗିତାରେ ଓଡିଶାରୁ ଭାଗ ନେଉଥିବା ୧୨ ଜଣ ପ୍ରତିଯୋଗୀଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ବିଶ୍ୱ ଯୁବ ଦକ୍ଷତା ଦିବସ ପାଳନର ଆଭିମୁଖ୍ୟ ସଂପର୍କରେ ଅବଗତ କରାଇଥିଲେ ।

ବୈଷୟିକ ଶିକ୍ଷା ଏବଂ ପ୍ରଶିକ୍ଷଣ ନିର୍ଦ୍ଦେଶକ ଶ୍ରୀ ରେଘୁ ଜି ଧନ୍ୟବାଦ ଅର୍ପଣ କରିଥିଲେ । ଏହି ସ୍କିଲ୍‌ ମୁ୍ୟଜିୟମ୍‌ରେ ବୈଷୟିକ ଛାତ୍ରଛାତ୍ରୀ, ବିଦ୍ୟାର୍ଥୀ ଓ ଜନସାଧାରଙ୍କୁ ଶିଳ୍ପ ତାଲିମ ସଂପର୍କିତ ତଥ୍ୟ ପ୍ରଦାନ କରାଯିବ ଏବଂ ଏହା ଦକ୍ଷତା ଶିକ୍ଷା ଓ ବୃତ୍ତି ପ୍ରତି ଆକର୍ଷିତ ହେବା ପାଇଁ ପ୍ରେରା ଯୋଗାଇବ । ଏହି ମ୍ୟìଜିୟମ୍‌ରେ ପ୍ରଶିକ୍ଷାର୍ଥୀମାନଙ୍କ ଦ୍ୱାରା ବର୍ଜ୍ୟବସ୍ତୁରୁ ପୁନଃପ୍ରସ୍ତୁତ ଆକର୍ଷୀୟ ସାମଗ୍ରୀ ସ୍ଥାନ ପାଇଛି । ବିଭିନ୍ନ ବୈଦୁତିକ ଉପକରର ପୁରାତନ ଇତିହାସକୁ ମଧ୍ୟ ଏହି ମ୍ୟìଜିୟମ୍‌ରେ ସ୍ଥାନିତ କରାଯାଇଛି । ସୂଚନାଯୋଗ୍ୟ ଯେ ରାଜ୍ୟର ପ୍ରଥମ ସ୍କିଲ ମ୍ୟìଜିୟମ ସରକାରୀ ଆଇଟିଆଇ କଟକଠାରେ ଅବସ୍ଥାପିତ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version