• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବେଗୁନିଆଁ ବ୍ଲକ୍, ସିକୋ ଚନ୍ଦ୍ରଶେଖର ଦେବ ଉଚ୍ଚ ବିଦଚୟାଳୟ ରେ : ଦଶମ ଶ୍ରେଣିର ବାର୍ଷିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖି ପାଶ୍ କରିଥିବା ଛାତ୍ରଛାତ୍ରୀଙ୍କୁ – ସମ୍ବର୍ଦ୍ଧନା

Proprietor Abhimanyu Maharana by Proprietor Abhimanyu Maharana
July 16, 2022
in ଓଡ଼ିଶା, ଖୋର୍ଦ୍ଧା, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ବେଗୁନିଆଁ ବ୍ଲକ୍, ସିକୋ ଚନ୍ଦ୍ରଶେଖର ଦେବ ଉଚ୍ଚ ବିଦଚୟାଳୟ ରେ : ଦଶମ ଶ୍ରେଣିର ବାର୍ଷିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖି ପାଶ୍ କରିଥିବା ଛାତ୍ରଛାତ୍ରୀଙ୍କୁ – ସମ୍ବର୍ଦ୍ଧନା
Share on FacebookShare on TwitterWhatsapp

ଖୋର୍ଦ୍ଧା ଜିଲ୍ଲା, ବେଗୁନିଆଁ ବ୍ଲକ୍, “ସିକୋ ଚନ୍ଦ୍ରଶେଖର ଦେବ ଉଚ୍ଚ ବିଦଚୟାଳୟ”ରେ ଦଶମ ଶ୍ରେଣିର ବାର୍ଷିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖି ପାଶ୍ କରିଥିବା ଛାତ୍ରଛାତ୍ରୀଙ୍କୁ “ସିକୋ ପଞ୍ଚାୟତ ସୌଜନ୍ୟରେ ଏକ ସମ୍ବର୍ଦ୍ଧନା ଉତ୍ସବ

ଓଡ଼ିଶା ତାଜା ନ୍ୟୁଜ୍/୧୬ ଜୁଲାଇ ଶନିବାର/ସିକୋ :- ସନ୍ଧ୍ୟାରେ ଶ୍ରୀଚନ୍ଦ୍ରଶେଖର ଦେବଙ୍କ ପ୍ରଙ୍ଗଣରେ ଶ୍ରୀ ଜଗନ୍ନାଥ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ସାମ୍ବାଦିକ ସନ୍ତୋଷ କୁମାର ସାହୁ ମୂଖ୍ୟଅତିଥି ଭାବେ ଯୋଗଦେଇ ଶିକ୍ଷାର ଆବଶ୍ୟକତା ସମ୍ପର୍କରେ ଆଲୋକପାତ କରିଥିଲେ। ମୁଖ୍ୟବକ୍ତା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀ ପୂର୍ଣଚନ୍ଦ୍ର ଦାଶ, ଅବସରପ୍ରାପ୍ତ ଶିକ୍ଷକ ଶ୍ରୀ ଦିନବନ୍ଧୁ ଭାରିମଲ ସମ୍ମାନିତ ବକ୍ତା, ଶ୍ରୀ ଦୁର୍ଗା ଚରଣ ଅଧିକାରୀ ସମ୍ମାନିତ ଅତିଥି, ସିକୋ ଗ୍ରାମ ପଞ୍ଚାୟତ ସରପଞ୍ଚ ସନ୍ତୋଷୀ ରାୟ, ସମିତି ସଭ୍ୟା ଅଞ୍ଜଳୀ ସାହୁ, ଯୋଗେଶ ଛୋଟରାୟ, ଦୁର୍ଯ୍ୟୋଧନ ଛୁଆଳସିଂହ, ଦାସରଥୀ ରଣସିଂହ ସମ୍ମାନୀତ ଅତିଥି ଭାବେ ଯୋଗଦେଇ କୃତି ପ୍ରତିଯୋଗୀମାନଙ୍କୁ ଆଶୀର୍ବଚନ ଏବଂ ପ୍ରେରଣା ପ୍ରଦାନକାରି ବକ୍ତବ୍ୟ ପ୍ରଦାନ କରିଥିଲେ।

ଦଶମ ଶ୍ରେଣୀ ବାର୍ଷିକ ପରିକ୍ଷାରେ ସିକୋ ଚନ୍ଦ୍ରଶେଖର ଉଚ୍ଚ ବିଦ୍ୟାଳୟର ଛାତ୍ର ରାଜଶେଖର ପାଇକରାୟ ୫୬୬ ନମ୍ବର ରଖି ବେଗୁନିଅାଁ ବ୍ଲକ୍ ରେ ଏ- ଓ୍ୱାନର ଦ୍ବିତୀୟ ସ୍ଥାନ ଓ ସିକୋ ଜି.ପି.ର ପ୍ରଥମ ସ୍ଥାନ ଅଧିକାର କରି କୃିତିତ୍ବ ଅର୍ଜନ କରିଥିବା ଏବଂ କାହ୍ନା ସାମନ୍ତରାୟ ଏ ଓ୍ୱାନର ସିକୋ ଜି.ପି.ର ଦ୍ବିତୀସ୍ଥାନ, ନିହାରିକା ସାମନ୍ତରାୟ ଏ- ଟୁ ର ସିକୋ ଜି.ପ.ର ପ୍ରଥମ, ସାବିନା ପରୱନ୍, ପ୍ରଦୀପ ପରିଡା, ପ୍ରିୟଙ୍କା ପ୍ରିୟଦର୍ଶିନୀ ବରାଡ, ସୁଦ୍ଧାଦିତ୍ୟ ମାହାର ଏବଂ ଦାଶରଥି ବାଳିକା ଉଚ୍ଚ ବିଦ୍ୟାଳୟର ଏ- ଟୁ ଗ୍ରେଡ୍ ରେ ପାଶ୍ କରିଥିବା ଛାତ୍ରୀମାନଙ୍କ ମଧ୍ୟରେ ଅନନ୍ୟା ପ୍ରିୟଦର୍ଶନୀ, ଅଭିଲିପ୍ସା ବଳିୟାରସିଂହ,

ଦିପୀକା ସାମନ୍ତରାୟଙ୍କୁ ଆନୁଷ୍ଠାନିକ ଭାବେ ମାନପତ୍ର, ପୁଷ୍ପଗୁଚ୍ଛ ଓ ଟ୍ରଫି ପ୍ରଦାନ ସହିତ ପାଠ୍ୟ ଉପକରଣ ପୁରସ୍କାର ଭାବେ ଉପସ୍ଥିତ ଅତିଥିମାନଙ୍କ ଦ୍ବାରା ପ୍ରଦାନ କରା ଯାଇଥିଲା। ସଭାରେ ଅତିଥିମାନଙ୍କ ଦ୍ବାରା ପ୍ରଦୀପ ପ୍ରଜ୍ଜ୍ବଳନ ଓ ଅବସରପ୍ରାପ୍ତ ଶିକ୍ଷକ ବାହାଦୁର ଖାଁଙ୍କ ନିମନ୍ତେ ଏକ ମିନିଟି ନିରବ ପ୍ରାର୍ଥନା କରାଯାଇଥିଲା। କାର୍ଯ୍ୟକ୍ରମ ପ୍ରାରମ୍ଭରେ ଯୁବ ନେତା ଦାସରଥି ନରେନ୍ଦ୍ର ସ୍ବାଗତ ଭାଷଣ ଏବଂ ଶେଷରେ ସାମ୍ବାଦିକ ସଂଜୟ କୁମାର ବାହୁବଳେନ୍ଦ୍ର ଧନ୍ୟବାଦ ଅର୍ପଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Empreo Announces “Empro Carnival”: A Spectacular Multi-Day Automotive Extravaganza in Bhubaneswar

Empreo Announces “Empro Carnival”: A Spectacular Multi-Day Automotive Extravaganza in Bhubaneswar

March 14, 2026
Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

ମୋବାଇଲ କ୍ରେଚେସ୍‌ ଓଡ଼ିଶାରେ ଗୁଣାତ୍ମକ ଶିଶୁ ଯତ୍ନକୁ ସମ୍ପ୍ରସାରିତ କରିବାକୁ ଏକ ବହୁ-କ୍ଷେତ୍ରୀୟ ସହଭାଗୀତା ‘ସ୍ନେହ ମଣ୍ଡଳସ୍‌’ ନିମନ୍ତେ ଆହ୍ୱାନ ଦେଉଛି

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Empreo Announces “Empro Carnival”: A Spectacular Multi-Day Automotive Extravaganza in Bhubaneswar

Empreo Announces “Empro Carnival”: A Spectacular Multi-Day Automotive Extravaganza in Bhubaneswar

March 14, 2026
Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

ମୋବାଇଲ କ୍ରେଚେସ୍‌ ଓଡ଼ିଶାରେ ଗୁଣାତ୍ମକ ଶିଶୁ ଯତ୍ନକୁ ସମ୍ପ୍ରସାରିତ କରିବାକୁ ଏକ ବହୁ-କ୍ଷେତ୍ରୀୟ ସହଭାଗୀତା ‘ସ୍ନେହ ମଣ୍ଡଳସ୍‌’ ନିମନ୍ତେ ଆହ୍ୱାନ ଦେଉଛି

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version