• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟରେ ହେବ ପର୍ଯ୍ୟଟନସ୍ଥଳୀର ବିକାଶ : ପର‌୍ୟଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ର

Proprietor Abhimanyu Maharana by Proprietor Abhimanyu Maharana
July 16, 2022
in ଓଡ଼ିଶା, ମହାନଗର, ହୋମ୍
0
ରାଜ୍ୟରେ ହେବ ପର୍ଯ୍ୟଟନସ୍ଥଳୀର ବିକାଶ : ପର‌୍ୟଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୧୬ ଜୁଲାଇ ଶନିବାର/ଭୁବନେଶ୍ୱର :- ପ୍ରଶ୍ନକାଳରେ ବିଧାୟକ ଧୁର୍ବ ଚରଣ ସାହୁଙ୍କ ମୂଳ ପ୍ରଶ୍ନ ଓ ବିଧାୟକ ନରସିଂହ ମିଶ୍ରଙ୍କ ଅତିରିକ୍ତ ପ୍ରଶ୍ନ ର ଉତ୍ତର ରଖି ବିଭାଗୀୟ ମନ୍ତ୍ରୀ କହିଛନ୍ତି, ୨୦୧୬ ପର‌୍ୟଟନ ନୀତି ଅନୁଯାୟୀ ରାଜ୍ୟ ସରକାର ପର୍ଯ୍ୟଟନ ସ୍ଥଳୀ ଗୁଡିକର ଭିତ୍ତିଭୂମିର ବିକାଶ ଜାରି ରଖିଛନ୍ତି । ହୋଟେଲ, ଷ୍ଟାର ହୋଟେଲ, ମୌଜ ପ୍ରମୋଦ ଉଦ୍ୟାନ, ଖୋଲିବା ପାଇଁ ପଦକ୍ଷେପ ନିଆଯାଉଛି ।

ରାଜ୍ୟରେ ହେବ ପର୍ଯ୍ୟଟନସ୍ଥଳୀର ବିକାଶ ଏଥିପାଇଁ ସରକାର ଗୁରୁତ୍ବ ଦେଉଛନ୍ତି । ସ୍ଥିତି ଅନୁଧ୍ୟାନ ପରେ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି ପର‌୍ୟଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ର । ପ୍ରାଥମିକତା ଭିତ୍ତିରେ ବଲାଙ୍ଗୀର ଜିଲ୍ଲାରେ ଥିବା ଭୀମ ପାହାଡ, ରାଣୀ ଝରିଆଲ, ହରିଶଙ୍କର ପର‌୍ୟଟନ ସ୍ଥଳର ବିକାଶ କରାଯିବ ।

ସେହିପରି କୋରାପୁଟ ଜିଲ୍ଲାର ଦେଓମାଳୀ, ଗୁପ୍ତେଶ୍ୱର ଓ ମାଛକୁଣ୍ଡକୁ ପର୍ଯ୍ୟଟକସ୍ଥଳୀକୁ ଘୋଷଣା କରାଯାଇଛି । ହେଲେ ଏଠାରେ ଟଙ୍କା ଟିଏ ମଧ୍ୟ ଖର୍ଚ୍ଚ କରାଯାଉନଥିବା ଅଭିଯୋଗ କରିଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ସେପଟେ ମନ୍ତ୍ରୀ ତାଙ୍କ ଉତ୍ତରରେ କହିଛନ୍ତି, ଏହି ପ୍ରସଙ୍ଗରେ ଅନୁଧ୍ୟାନ ପରେ ପଦକ୍ଷେପ ନିଆଯିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version