• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଗଜପତି ଜିଲ୍ଲା ମୋହନା ତହସିଲରେ କେତକ ଜନସେବା କେନ୍ଦ୍ରରେ ପ୍ରଦାନ କରାଯାଉଛି ଜାଲ ପ୍ରମାଣ ପତ୍ର – ତଦନ୍ତ ପାଇଁ ଦାବୀ

Proprietor Abhimanyu Maharana by Proprietor Abhimanyu Maharana
July 17, 2022
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ମୋହନା ତହସିଲରେ କେତକ ଜନସେବା କେନ୍ଦ୍ରରେ ପ୍ରଦାନ କରାଯାଉଛି ଜାଲ ପ୍ରମାଣ ପତ୍ର – ତଦନ୍ତ ପାଇଁ ଦାବୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୧୭ ଜୁଲାଇ ରବିବାର /ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ମୋହନା ଏକ ଦୁର୍ଗମ ପାହାଡ଼ିଆ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳଭାବେ ପରିଚିତ ଅଟେ  l  ଏଠାକୁ ବହୁ ଦୂର ଦୁରାନ୍ତରୁ ବିଭିନ୍ନ ସରକାରୀ କାର୍ଯ୍ୟରେ ମୋହନା କୁ ଆସନ୍ତି । ଏହାର ସୁଯୋଗ ନେବା ସହ ଅଶିକ୍ଷିତ ହୋଇଥିବାରୁ କେତକ ଜନସେବା କେନ୍ଦ୍ରର ପରିଚାଳକ ମାନେ ଜାଲ ପ୍ରମାଣ ପତ୍ର ପ୍ରଦାନ କରି ଭଲ ଦୁଇ ପଇସା ରୋଜଗାର କରିବା ଦେଖିବାକୁ ମିଳୁଛି । ମୋହନା ଠାରେ ଥିବା ଏକାଧିକ ଜନସେବା କେନ୍ଦ୍ର ବିଭିନ୍ନ ଅଞ୍ଚଳ ନାମରେ ମୋହନା ଠାରେ ଖୋଲିଥିବା ଅଭିଯୋଗ ହେବା ସହ ଯେଉଁ ମାନଙ୍କର ଯେଉଁ ଗ୍ରାମ ନାମରେ ଅଧିକୃତ ହୋଇଛନ୍ତି ସେହି ଅଂଚଳରେ ଖୋଲିବା ନିମନ୍ତେ ସାଧାରଣରେ ଦାବୀ ହେଉଛି ।

ରାଜ୍ୟ ସରକାର ଲୋକଙ୍କ ନିକଟତର ହେବାକୁ ଏହି ଯୋଜନା କରିଥିଲେ ମଧ୍ୟ ଏହାର ସୁଫଳ ଜନସାଧାରଣ ପାଇବା ବଦଳରେ ଅଧିକୃତ ସେବା କେନ୍ଦ୍ର ମାଲିକ ମାନେ ଏହାର ଫାଇଦା ନେଉଥିବା ଦେଖିବାକୁ ମିଳୁଛି । ଏହା ସହ ମୋହନା ତହସିଲ ଅଂଚଳରେ ଥିବା ଏକ ଜନସେବା କେନ୍ଦ୍ର ଜୈନେକ ଲୋକଙ୍କୁ ଏକ ଜାଲ ପ୍ରମାଣ ପତ୍ର ସ୍ଥାନୀୟ ତହସିଲର ଅତିରିକ୍ତ ତହସିଲଦାର ଙ୍କ ହାତରେ ଲାଗିଛି । ସେ ତାହାକୁ ପୁଙ୍ଖାନୁପୁଙ୍ଖ ତଦନ୍ତ କରୁଥିବା ଜଣାପଡିଛି ।

ଉକ୍ତ ପ୍ରମାଣପତ୍ର ଟି ଆର. ଉଦୟଗିରି ତହସିଲ ଲେଖାଥିବା ବେଳେ ମୋହନା ତହସିଲ ର ଅତିରିକ୍ତ ତହସିଲଦାର ଙ୍କ ଦସ୍ତଖତ ଥାଇ ପ୍ରଦାନ କରାଯାଇଛି । ଏହା ସହ ଉକ୍ତ ପ୍ରମାଣପତ୍ର ରେ ସମ୍ପୂର୍ଣ ଭୁଲ ଥିବା ଜାଣିପାରି ସ୍ଥାନୀୟ ଅତିରିକ୍ତ ତହସିଲଦାର ହିମାଂଶୁ ଭୂଷଣ ପଲାଇ ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଅଞ୍ଚଳ ବାସୀ ଅନୁରୋଧ କରିଛନ୍ତି । ଏହା ସହ ସରକାରଙ୍କ ଯୋଜନାକୁ ଚରିତାର୍ଥ କରିବା ସହ ଲୋକଙ୍କ ନିକଟକୁ ଯାଇ ଜନସେବା କେନ୍ଦ୍ର ଯାହାର ଯେଉଁ ଅଞ୍ଚଳ ନାମରେ ଅଛି ସେଠାରେ ଖୋଲିବା ବ୍ୟବସ୍ତା କରିବାକୁ ତହସିଲଦାର ଙ୍କ ନିକଟରେ ଅନୁରୋଧ କରିଛନ୍ତି ଅଞ୍ଚଳ ବାସୀ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

August 4, 2026
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

August 4, 2026
ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

August 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

August 4, 2026
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version