• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସପୁରୀ ପ୍ରକ୍ରିୟାକରଣ କେନ୍ଦ୍ର ଆଦିବାସୀଙ୍କୁ ଦେଇଛି ନୂଆ ପରିଚୟ, ମଜବୁତ ହେଉଛି ଆର୍ଥିକ ସ୍ଥିତି ଦେଶର ବିଭିନ୍ନ ସ୍ଥାନ ସମେତ ବିଦେଶରେ ଲୋକ ଚାଖିବେ ଗଜପତି ସପୁରିର ସ୍ଵାଦ

Proprietor Abhimanyu Maharana by Proprietor Abhimanyu Maharana
July 22, 2022
in ଓଡ଼ିଶା, ଗଜପତି, ହୋମ୍
0
ସପୁରୀ ପ୍ରକ୍ରିୟାକରଣ କେନ୍ଦ୍ର ଆଦିବାସୀଙ୍କୁ ଦେଇଛି ନୂଆ ପରିଚୟ, ମଜବୁତ ହେଉଛି ଆର୍ଥିକ ସ୍ଥିତି ଦେଶର ବିଭିନ୍ନ ସ୍ଥାନ ସମେତ ବିଦେଶରେ ଲୋକ ଚାଖିବେ ଗଜପତି ସପୁରିର ସ୍ଵାଦ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ(୨୧ ଜୁଲାଇ ଗୁରୁବାର) ପାରଳାଖେମୁଣ୍ଡି :- ଦେଶର ବିଭିନ୍ନ ସ୍ଥାନ ସମେତ ବିଦେଶର ଲୋକେ ବି ଚାଖିବେ ଗଜପତି ଜିଲ୍ଲା ସପୁରୀରର ସ୍ବାଦ । କେବଳ ସପୁରୀ ନୁହେଁ । ଏଥିରୁ ପ୍ରସ୍ତୁତ ଜୁସ୍, ଜେଲି ଓ ଜାମ୍ ଆଦି ବିଭିନ୍ନ ପ୍ରକାର ଜିନିଷର ସ୍ବାଦ ଚାଖିବାର ସୁଯୋଗ ପାଇବେ ।ଗଜପତି ଜିଲ୍ଲାରେ ବିଶେଷ କରି ରାୟଗଡ, ନୂଆଗଡ, ଆର.ଉଦୟଗିରି ଭଳି ଆଦିବାସୀ ଅଧ୍ୟୁଷିତ ବ୍ଲକରେ ପ୍ରତିବର୍ଷ 5 ହଜାରରୁ ଅଧିକ ଟନ ସପୁରୀ ଉତ୍ପାଦିତ ହୋଇଥାଏ । ହେଲେ ବଜାର ଅଭାବରୁ ଉଚିତ ମୂଲ୍ୟ ପାଉନ ଥିଲେ ଆଦିବାସୀ ଗରୀବ ଚାଷୀ । ଏହାର ସୁଯୋଗ ନେଇ ଦଲାଲ ମାନେ ଶାଗମାଛ ଦରରେ ସପୁରୀକୁ କିଣି ନେଉଥିଲେ ।

ଜିଲ୍ଲାରେ ଏହାକୁ ସାଇତି ରଖିବା ପାଇଁ ଶୀତଳ ଭଣ୍ଡାରଟିଏ ମଧ୍ୟ ନଥିବାରୁ ଏହା ନଷ୍ଟ ହୋଇଯିବା ଭୟରେ ଆଦିବାସୀମାନେ ମଧ୍ୟ କମ ଦରରେ ବିକ୍ରି କରିବାକୁ ବାଧ୍ୟ ହେଉଥିଲେ । ଏହାକୁ ଦୃଷ୍ଟିରେ ରଖି ଆଦିବାସୀଙ୍କ ଆର୍ଥିକ ଉନ୍ନତି ପାଇଁ ସମନ୍ବିତ ଆଦିବାସୀ ଉନ୍ନୟନ ବିଭାଗ ଓ ଓଡିଶା ଜୀବିକା ମିଶନ ମାଧ୍ୟମରେ ରାୟଗଡ ବ୍ଲକର ସିନ୍ଧିବା ଠାରେ ଏକ ସପୁରୀ ପ୍ରକ୍ରିୟାକରଣ କେନ୍ଦ୍ର ଆରମ୍ଭ ହୋଇଛି । ଏହାକୁ ଗଜପତି ଜିଲ୍ଲାପାଳ ଉଦଘାଟନ କରିଛନ୍ତି । ଏହି କେନ୍ଦ୍ରରେ ସପୁରୀରୁ ଜୁସ୍,ଜେଲି ଓ ଜାମ୍ ଆଦି ବିଭିନ୍ନ ପ୍ରକାର ଖାଦ୍ୟ ପଦାର୍ଥ ପ୍ରସ୍ତୁତ ହେଉଛି ।ଉତ୍ପାଦିତ ସାମଗ୍ରୀକୁ ବିକ୍ରି କରିବା ପାଇଁ ଜିଲ୍ଲା ବାହାରକୁ ମଧ୍ୟ ପଠାଯାଉଛି ।

ଯାହା ଫଳରେ ଗରୀବ ଆଦିବାସୀମାନେ ଲାଭବାନ ହୋଇପାରିବେ ବୋଲି କହିଛନ୍ତି ଜିଲ୍ଲାପାଳ ।କାହିଁ କେଉଁ କାଳରୁ ଏଠାକାର ଆଦିବାସୀମାନେ ଏଠାରେ ସପୁରୀ ଚାଷ କରି ଆସୁଛନ୍ତି । ହେଲେ ଏଠାରେ ସପୁରୀ ପ୍ରକ୍ରିୟାକରଣ କେନ୍ଦ୍ର ଆରମ୍ଭ ହେବା ପରେ ଚାଷୀମାନଙ୍କୁ ଉପଯୁକ୍ତ ଦର ମିଳିବ ବୋଲି ଆଦିବାସୀମାନେ ଆଶା ରଖିଛନ୍ତି । ବର୍ତ୍ତମାନ ସପୁରୀରରୁ ବିଭିନ୍ନ ପ୍ରକାର ସାମଗ୍ରୀ ପ୍ରସ୍ତୁତ କରାଯାଉଛି । ଏଥିପାଇଁ ସ୍ବତନ୍ତ୍ର ତାଲିମ ମଧ୍ୟ ଜିଲ୍ଲା ପ୍ରଶାସନ ଦେଇଛି । ବିଳମ୍ବରେ ହେଉ ପଛେ ଆଦିବାସୀଙ୍କ ଉନ୍ନତି ପାଇଁ ପ୍ରଶାସନର ଏଭଳି ପଦକ୍ଷେପକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026
ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

May 11, 2026
ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version