• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପଞ୍ଚାୟତ ସମ୍ବଳ କେନ୍ଦ୍ର ଠାରେ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ : ୫ଦିନ ଧରି ଚାଲିଥିବା ସରପଞ୍ଚ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
July 26, 2022
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପଞ୍ଚାୟତ ସମ୍ବଳ କେନ୍ଦ୍ର ଠାରେ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ : ୫ଦିନ ଧରି ଚାଲିଥିବା ସରପଞ୍ଚ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୫ ଜୁଲାଇ ସୋମବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପଞ୍ଚାୟତ ସମ୍ବଳ କେନ୍ଦ୍ର ଠାରେ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ , ପଞ୍ଚାୟତିରାଜ ବିଭାଗ ଓ ଜିଲ୍ଲା ପରିଷଦ , ଗଜପତିର ମିଳିତ ଆନୁକୂଲ୍ୟରର ୫ଦିନ ଧରି ଚାଲିଥିବା ସରପଞ୍ଚ ମାନଙ୍କୁ ତୃତୀୟ ପର୍ଯ୍ୟାୟ ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ଡି.ଆର.ଡି.ଏ ର ଅତିରିକ୍ତ ପ୍ରକଳ୍ପ ଅଧିକାରୀ ଶ୍ରୀଯୁକ୍ତ ଦେବେନ୍ଦ୍ର କର (ଦକ୍ଷତା ବିକାଶ ) ଉଦଘାଟନ ଉତ୍ସବରେ ଯୋଗ ଦେଇ ପାଞ୍ଚ ଦିନିଆ ତାଲିମ ଉଦ୍ଦେଶ୍ୟ ଓ ଏହାକୁ କିପରି ସମସ୍ତଙ୍କ ସହଯୋଗରେ କରାଯିବ ଓ ପଞ୍ଚାୟତକୁ ଏକ ସଶକ୍ତ ପଞ୍ଚାୟତ ଓ ସଶକ୍ତ ଓଡିଶା ଗଠନ କରିବାରେ ସରପଞ୍ଚଙ୍କ ଭୁମିକା ଉପରେ ଗୁରୁତ୍ୱ ଦିଆଯାଇଥିଲା।

ଶେଷ ପର୍ଯ୍ୟାୟ ତଥା ଗତ ତା ୧୮ ରିଖ ଠାରୁ ୨୨ ତାରିଖ ୫ ଦିନ ଧରି ଦୁଇଟି ପଞ୍ଚାୟତ ସମିତି ଯଥା :- ମୋହନା ଓ କାଶୀନାଗର ୪୫ ଜଣ ସରପଞ୍ଚ ଆବାସିକ ତାଲିମରେ ଯୋଗଦେଇ ପ୍ରଶିକ୍ଷଣରେ ଭାଗ ନେଇଥିଲେ। ଏଥିରେ ତାଙ୍କର ଦକ୍ଷତା ବୃଦ୍ଧି ତାହାସହିତ ପଞ୍ଚାୟତର ବିଭିନ୍ନ ଯେଉଁ କାର୍ଯ୍ୟକ୍ରମ ରହିଛି ତାହାରି ଉପରେ ତାଲିମ ଦିଆଯାଇଥିଲା।କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଯେଉଁ ଯୋଜନା ରହିଛି ତାହା କେମିତି ଲୋକଙ୍କ ପାଖରେ ସଠିକ୍ ଭାବେ ପହଞ୍ଚିବ ତାହାରି ଉପରେ ତାଲିମ ଦିଆଯାଇଥିଲା। ଉକ୍ତ ତାଲିମରେ ତାଲିମଦାତା ଭାବେ ଶ୍ରୀଯୁକ୍ତ ସନାତନ ଚୌଧୁରୀ ଓ ଶ୍ରୀଯୁକ୍ତ ସୁନିଲ ପାତ୍ର , ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନର ସ୍ୱୀକୃତି ପ୍ରାପ୍ତ ତାଲିମ ଦାତା ୫ ଦିନ ଉକ୍ତ ତାଲିମକୁ ପରିଚାଳନକରିଥିଲେ।

ତାଲିମରେ ମୁଖ୍ୟ ବିଷୟ ବସ୍ତୁ ଥିଲା ପଞ୍ଚାୟତିରାଜବ୍ୟବସ୍ଥା , ୭୩ତମ ସମ୍ବିଧାନ ସଂଶୋଧନ , ସଶକ୍ତ ଗ୍ରାମ ସଭା ଓ ପଲ୍ଲୀ ସଭା , ମୋ ସରକାର ୫-ଟି , ଗ୍ରାମ ପଞ୍ଚାୟତର ଆର୍ଥିକ ବ୍ୟବସ୍ଥା , ସ୍ଥାୟୀ କମିଟି , ଅର୍ଥ ଆୟୋଗ ଅନୁଦାନ , ଗ୍ରାମପଞ୍ଚାୟତ ବିକାଶ ଯୋଜନା ସହ ସରକାରଙ୍କ ୧୧ ଟି ବିଭାଗର ଦାୟୀତ୍ବରେ ଥିବା ଅଧିକାରୀ ଆସି ବିଭିନ୍ନ ବିଭାଗର ଯୋଜନା , କାର୍ଯ୍ୟକ୍ରମ , ପଞ୍ଚାୟତ ଓ ସରପଞ୍ଚ ସମନ୍ଵୟରେ କିପରି କାର୍ଯ୍ୟକ୍ରମ ଗୁଡିକ ପ୍ରସାର ହୋଇପାରିବ ଆଲୋଚନା ତଥା ପ୍ରଶିକ୍ଷଣ ବା ତାଲିମ ଦିଆଯାଇଥିଲା। ଶେଷରେ ଅଂଶ ଗ୍ରହଣକାରୀଙ୍କୁ ପ୍ରମାଣପତ୍ର ବଣ୍ଟନ କରାଯାଇ କାର୍ଯ୍ୟକ୍ରମକୁ ସମାପ୍ତ କରାଯାଇଥିଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026
ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version