• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାରେ ଚାଷୀଙ୍କ ଠାରୁ ଖରିଫ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜିକରଣ ନିମନ୍ତେ : ପ୍ରଚାର ରଥର ଶୁଭ ଆରମ୍ଭ କଲେ ଜିଲ୍ଲାପାଳ

Proprietor Abhimanyu Maharana by Proprietor Abhimanyu Maharana
July 29, 2022
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାରେ ଚାଷୀଙ୍କ ଠାରୁ ଖରିଫ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜିକରଣ ନିମନ୍ତେ : ପ୍ରଚାର ରଥର ଶୁଭ ଆରମ୍ଭ କଲେ ଜିଲ୍ଲାପାଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୮ଜୁଲାଇ ଗୁରୁବାର) ପାରଳଖେମୁଣ୍ଡି :- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ବୁଧବାର ଚଳିତ ଧାନ ସଂଗ୍ରହ ବର୍ଷ ୨୦୨୨-୨୦୨୩ ପାଇଁ ଜିଲ୍ଲାରେ ଚାଷୀଙ୍କ ଠାରୁ ଖରିଫ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜିକରଣ ନିମନ୍ତେ ପ୍ରଚାର ଅଭିଯାନ ରଥର ଶୁଭାରମ୍ଭ ହୋଇଯାଇଛି ।ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଏହି ପ୍ରଚାର ସଚେତନତା ଅଭିଯାନ ରଥକୁ ସବୁଜ ପତାକା ଦେଖାଇଶୁଭଆରମ୍ଭ  କରିଥିଲେଖରିଫଧାନସଂଗ୍ରହଆସନ୍ତା ୧/୧୧/୨୦୨୨ ତାରିଖ ଠାରୁ ୩୧/୩/୨୦୨୨ ରିଖ ମଧ୍ୟରେ ପରିଚାଳିତ ହେବ । ଏହି ଲମ୍ବା ସମୟ ମଧ୍ୟରେ ଜିଲ୍ଲାରେ ଚାଷୀଙ୍କ ଫସଲ ଅମଳ ସମୟକୁ ଦୃଷ୍ଟିରେ ରଖି ଖରିଫ ଧାନ କ୍ରୟ କାର୍ଯ୍ୟ ସମ୍ପାଦନ କରାଯିବ ଏଥିପାଇଁ ଚାଷୀମାନେ ସେମାନଙ୍କ ନିକଟସ୍ଥ ଅନୁମୋଦିତ ପ୍ରାଥମିକ କୃଷି ସମବାୟ ସମିତି ପେକ୍ସ ବା ଲ୍ୟାମ୍ପ ଏସଏଚଜି ପାଣି ପଞ୍ଚାୟତ ଆଗୁଆ ପଞ୍ଜିକରଣ କରିବାକୁ ଆବଶ୍ୟକ ବୋଲି କୁହାଯାଇଛି ।

ମୁଖ୍ୟତଃ ଏହି ପ୍ରଚାର ସଚେତନତା ଅଭିଯାନ ରଥ ବିଭିନ୍ନ ଗ୍ରାମକୁ ଯାଇ ସେଠାରେ ଗ୍ରାମର ଚାଷୀମାନଙ୍କୁ ପଞ୍ଜିକରଣ ପ୍ରକ୍ରିୟା ଏଥିପାଇଁ ଆବଶ୍ୟକୀୟ କାଗଜପତ୍ର , ପଞ୍ଜିକରଣ ଅବଧି , ଭାଗଚାଷୀ , କ୍ଷୁଦ୍ର ଓ ନାମମାତ୍ର ଚାଷୀ , ସମିତିର ଦାୟିତ୍ୱ , ହେଲ୍ପ ଡେସ୍କ ଓ ହେଲ୍ପ ଲାଇନ ପ୍ରଭୃତି ଉପରେ ମାଇକ ଯୋଗେ ପ୍ରଚାର କରି ଚାଷୀଙ୍କୁ ସଚେତନ କରାଇବା ସହ ଏ ସମ୍ପର୍କିତ ସଚେତନତା ପ୍ରଚାର ପତ୍ର (ପାମ୍ପଲେଟ) ବଣ୍ଟନ କରିବ  ଏ ସମ୍ପର୍କରେ ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା କହିଛନ୍ତି ଯେ , ଖରିଫ ଧାନ ସଂଗ୍ରହ ପାଇଁ ଜିଲ୍ଲାରେ ୨ ଟା ଚାଷୀ ପଞ୍ଜିକରଣ ପ୍ରଚାର ରଥ ବାହାରିଛି ।ଏହା ଆସନ୍ତା ୧୬ ଅଗଷ୍ଟ ତାରିଖ ପର୍ଯନ୍ତ ପଞ୍ଜିକରଣର ଶେଷ ତାରିଖ ରହିଛି । ଜିଲ୍ଲାରେ ୧୬ ହଜାର ଚାଷୀ ରହିଛନ୍ତି , ଯେଉଁମାନେ କି ଏଥିରେ ପଞ୍ଜିକରଣ କରିବେ ଏବଂ ଭାଗଚାଷୀ ମିଶାଇ ପ୍ରାୟ ୨୦ ହଜାର ପର୍ଯ୍ୟନ୍ତ ହେବ ।

ଏହି ପ୍ରଚାର ଅଭିଯାନ ରଥ ଜିଲ୍ଲାର ପାରଳାଖେମୁଣ୍ଡି ସମେତ , କାଶିନଗର ଗୁମ୍ମା ଓ ଗୋସାଣୀ ବ୍ଲକଅଞ୍ଚଳ ପାଇଁ ଗୋଟିଏ ଏବଂ ମୋହନା , ନୂଆଗଡ , ରା ଉଦୟଗିରି ଓ ରାୟଗଡ଼ ବ୍ଲାକାଞ୍ଚଳ ପାଇଁ ଗୋଟିଏ ଗାଡି , ପ୍ରଚାର କରିବ ବୋଲି କହିଥିଲେ ।ଏହି କାର୍ଯ୍ୟକ୍ରମରେ ଏସପି: ଶ୍ରୀ ଜୟରାମ ଶତପଥୀ , ଉପଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ , ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ପ୍ରଫୁଲ୍ଲ କୁମାର ବେହେରା , ଏସିଏସଓ: ଶ୍ରୀ ଶତ୍ରୁଘନ ଗିରି , ଏଆରସିଏସ ଶ୍ରୀ ହରିହର ସେଠ ଓ କାର୍ଯ୍ୟାଳୟର ଶ୍ରୀ ବିକେ ସେଠୀ ଏବଂ ଆରଏମସି ସେକ୍ରେଟାରୀ ଶ୍ରୀଏଲରଘୁବାବୁ ପ୍ରମୁଖଙ୍କ ସମେତ ଏଆରସିଏସଜିଲ୍ଲା ଯୋଗାଣ ଓ ଆରଏମସି ବିଭାଗର ବହୁ ଅଧିକାରୀ ଓ କର୍ମଚାରି ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026
ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version