• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ଉପକଣ୍ଠ ସ୍ଥିତ ବେତାଗୁଡା ଠାରେ ପିପିପି ମୋଡରେ ବିଜ୍ଞାନ ଭାରତୀ ଚେରିଟେବୁଲ ଟ୍ରଷ୍ଟ ପକ୍ଷରୁ ଦକ୍ଷତା ବିକାଶ ତାଲିମ କେନ୍ଦ୍ର ଉଦଘାଟନ

Proprietor Abhimanyu Maharana by Proprietor Abhimanyu Maharana
July 30, 2022
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ଉପକଣ୍ଠ ସ୍ଥିତ ବେତାଗୁଡା ଠାରେ ପିପିପି ମୋଡରେ ବିଜ୍ଞାନ ଭାରତୀ ଚେରିଟେବୁଲ ଟ୍ରଷ୍ଟ ପକ୍ଷରୁ ଦକ୍ଷତା ବିକାଶ ତାଲିମ କେନ୍ଦ୍ର ଉଦଘାଟନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୯ ଜୁଲାଇ ଶୁକ୍ରବାର )ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠର ବେତାଗୁଡ଼ା ସ୍ଥିତ ହାତୀବାଡି ଠାରେ ପିପିପି ମୋଡରେ ବିଜ୍ଞାନ ଭାରତୀ ଚେରିଟେବୁଲ ଟ୍ରଷ୍ଟ ସହ-ଭାଗୀତାରେ ହୋଇଥିବା ଏକ ଦକ୍ଷତା ବିକାଶ ତାଲିମ କେନ୍ଦ୍ର ଉଦଘାଟିତ ହୋଇଯାଇଛି ।ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଏହି କେନ୍ଦ୍ରକୁ ଉଦଘାଟନ କରିଥିବା ବେଳେ କେନ୍ଦ୍ରର ବିଭିନ୍ନ ତାଲିମ କକ୍ଷ ମାନଙ୍କୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଜି ତିରୁପତି ରାଓ , ଏଡିଏମ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା ଏବଂ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ରୋମାଞ୍ଚଳ ଖମାରୀ ପ୍ରମୁଖ ଉଦଘାଟନ କରିଥିଲେ ।ଉଦଘାଟନ ପରେ ସମସ୍ତ ଅତିଥି କେନ୍ଦ୍ରର ସମସ୍ତ ତାଳିମା କକ୍ଷ ପରିଦର୍ଶନ କରିବା ସହ ସେଠାରେ ଅନ୍ତେବାସୀଙ୍କ ସହ ଆଲୋଚନା କରି ସୁବିଧା-ଅସୁବିଧା ସବୁ ପଚାରି ବୁଝିଥିଲେ ।

ଶିକ୍ଷିତ ଯୁବକ ମାନଙ୍କୁ ବିଭିନ୍ନ ଟ୍ରେଡ଼ରେ ଉଚ୍ଚ ବୈଷୟିକ ଯୋଗ୍ୟତା ଓ ଦକ୍ଷତା ସମ୍ପନ୍ନ ପ୍ରଶିକ୍ଷକଙ୍କ ଦ୍ୱାରା ତାଲିମ ପ୍ରଦାନ କରାଯିବା ଏହି କାର୍ଯ୍ୟକ୍ରମର ପରିକଳ୍ପନା ଓ ଉଦ୍ଦେଶ୍ୟ ।ଏହି ତାଲିମ କେନ୍ଦ୍ର ପାଇଁ ରାଜ୍ୟ ସରକାରଙ୍କ ପୃଷ୍ଠ-ପୋଷକତାରେ ଉଚ୍ଚ ବୈଷୟିକ ଯୋଗ୍ୟତା ଓ ଦକ୍ଷତା ସମ୍ପନ୍ନ ପ୍ରଶିକ୍ଷକଙ୍କ ଦ୍ୱାରା ତାଳିମାର୍ଥୀ ମାନଙ୍କୁ ତାଲିମ ପ୍ରଦାନ କରାଯିବ ।ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ମହିଳା ମାନଙ୍କ ପ୍ରାଧାନ୍ୟତା ରହିଲେ ହିଁ ସେମାନେ ଶସକ୍ତ ହୋଇ ସ୍ୱାବଲମ୍ବୀ ହେବା ସହ ଉପାର୍ଜନ କ୍ଷମ ହୋଇ ପାରିବେ ଏବଂ ନିଜ ଗ୍ରାମକୁ ମଧ୍ୟ ଏ ଦିଗରେ ଏକ ବ୍ୟବସାୟୀ ଭିତ୍ତିକ କେନ୍ଦ୍ରରେ ପରିଣତ କରିପାରିବେ, ଯାହା ଫଳରେ ଆଗାମୀ ଦିନରେ ଏହି ମହିଳା ମାନେ ହିଁ ଗଜପତି ଜିଲ୍ଲାର ଟେକ ରଖିବେ ବୋଲି କହିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଜି: ତିରୁପତି ରାଓ , ଏଡିଏମ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା , ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ରୋମାଞ୍ଚଳ ଖମାରୀ , ମହିଳା ଅଧ୍ୟକ୍ଷା ଶ୍ରୀମତୀ ପୁଷ୍ପାଞ୍ଜଳି ପାଣିଗ୍ରାହୀ , ଜିଲ୍ଲା ନିୟୋଜନ ଅଧିକାରୀ ଶ୍ରୀ ସୌଭାଗ୍ୟ ସ୍ମୃତି ରଞ୍ଜନ ତ୍ରିପାଠୀ ଏବଂ ନିର୍ଦ୍ଦେଶକ ଇଞ୍ଜିନିଅର ରୁପେଶ ପାଣିଗ୍ରାହି ପ୍ରମୁଖ ମଞ୍ଚାସିନ ଅତିଥି ଭାବେ ଯୋଗ ଦେଇ ଅଷ୍ଟମରୁ ପାଠ ଛାଡି ଘରେ ରହୁଥିବା ଛାତ୍ରଛାତ୍ରୀ ମାନେ ମଧ୍ୟ କାଉନସେଲିଙ୍ଗ ହୋଇ ଏଥିରେ ସୁଯୋଗ ପାଇପାରିବେ ।ସେମାନେ ଏଠାରେ ଉତ୍ତମ ଶିକ୍ଷାଲାଭ କରି ପରବର୍ତ୍ତୀ ସମୟରେ ଏହି ଶିକ୍ଷାଲାଭର ସଦୁପଯୋଗ ଦ୍ୱାରାସେମାନେ ସ୍ୱାବଲମ୍ବୀ ହେବା ସହ ଉପାର୍ଜନକ୍ଷମହୋଇ ନିଜେ ଚଳିବା ସହ ସମାଜକୁ ଆଗକୁ ନେବାରେ ସହାୟକ ହୋଇପାରିବେ ବୋଲିକହିଥିଲେସେହିଭଳି ନିର୍ଦ୍ଦେଶକ ଇଞ୍ଜିନିଅର ରୁପେଶ ପାଣିଗ୍ରାହୀ ଏଠାରେ ଦକ୍ଷତା ବିକାଶତାଲିମ କାର୍ଯ୍ୟକ୍ରମ ଆରମ୍ଭ କରିବାର ସୁଯୋଗ ଦେଇଥିବା ଯୋଗୁଁ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ।

ଜିଲ୍ଲାର ଦୁଇ ହଜାର ଶିକ୍ଷିତ ବିଶେଷ କରି ଝିଅ ପିଲା ମାନଙ୍କୁ ଦୀର୍ଘସ୍ଥାୟୀ ସ୍ୱାବଲମ୍ବୀ କରିବା ଦିଗରେ ଜିଲ୍ଲା ପ୍ରଶାସନର ଲକ୍ଷଧାର୍ଯ୍ୟ ରହିଛି ।ଏହି ତାଲିମ କେନ୍ଦ୍ରରେ ସିଲେଇ , ଅପରେଟିଙ୍ଗ , ଜିଡିଏ ଓ କମ୍ପୁଟର ପ୍ରଭୃତିରେ ତାଲିମ ଗ୍ରହଣ କରିବା ସହ ମାଗଣା ରହିବା , ଖାଇବା ବ୍ୟବସ୍ଥା ସରକାରଙ୍କ ପକ୍ଷରୁ ରହିଛି ।ସମସ୍ତେ ଭଲରେ ତାଲିମ ଗ୍ରହଣ କରି ଭବିଷ୍ୟତରେ ଏହାର ଉଚିତ ସଦୁପଯୋଗ କରି କିଭଳି ସୁନାମ ଆଣିବେ ଆମେ ଏଁ ଦିଗରେ ସମ୍ପୂର୍ଣ୍ଣ ଭାବେ ପ୍ରୟାସ ଜାରୀ ରଖିବୁ ବୋଲି ନିର୍ଦ୍ଦେଶକ ଇଞ୍ଜିନିଅର ରୁପେଶ ପାଣିଗ୍ରାହୀ କହିଥିଲେ ।ଏହି ଅବସରରେ ଦକ୍ଷତା ବିକାଶ ତାଲିମ କେନ୍ଦ୍ର ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଏଥିରେ ଜିଲ୍ଲାପାଳ ଶ୍ରୀ ପଣ୍ଡାଙ୍କ ସମେତ ସମସ୍ତ ମଞ୍ଚାସିନ ଅତିଥି ମାନେ ବୃକ୍ଷ ରୋପଣ କରିଥିଲେ ଶେଷରେ ଛତ୍ରୀ ମାନଙ୍କ ଦ୍ୱାରା ରଙ୍ଗରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମରେ ବିଭିନ୍ନ ନୃତ୍ୟ ପରିବେଷଣ କରା ଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026
ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version