• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଆଜିର ରାଶିଫଳ ମଇ ୨୩ ତାରିଖ ୨୦୨୦ମସିହା (ଶନିବାର)

Proprietor Abhimanyu Maharana by Proprietor Abhimanyu Maharana
May 23, 2020
in Uncategorized, ଓଡ଼ିଶା, ରାଶିଫଳ, ହୋମ୍
0
ଆଜିର ରାଶିଫଳ ମଇ ୨୩ ତାରିଖ ୨୦୨୦ମସିହା (ଶନିବାର)
Share on FacebookShare on TwitterWhatsapp

(ଓଡିଶା ତାଜା ନ୍ୟୁଜ୍‌ ) ୨୩ ତାରିଖ ୨୦୨୦ (ଶନିବାର) :– 🌹ମେଷ🌹👉ବିଭିନ୍ନ ପ୍ରକାର ଦୁଶ୍ଚିନ୍ତା ମଧ୍ୟରେ ମାନସିକ ସନ୍ତୁଳନ ରକ୍ଷା କରିବାରେ ଅସମର୍ଥ ହେବେ। ଅଭାବ ଅସୁବିଧା ନ ଥିଲେ ମଧ୍ୟ ବନ୍ଧୁ, ପରିଜନଙ୍କ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ଆଇନ ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରୁ ସୁଫଳ ପାଇବେ। ବ୍ୟବସାୟରେ ଝଗଡ଼ା ଓ ଯାତ୍ରାରେ ସଙ୍କଟର ସମ୍ମୁଖୀନ ହେବାକୁ ପଡ଼ିପାରେ।

🌹ବୃଷ🌹👉ଆଜିର କର୍ମକ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସହକର୍ମୀଙ୍କ ଯୋଗୁ ହୁଏତ କର୍ମକ୍ଷେତ୍ରର ଗତି ମନ୍ଥର ରହିବ। ସଭାସମିତି, ଗବେଷଣା କ୍ଷେତ୍ର, ଆଇନ ଅଦାଲତରେ ସଫଳତା ହାସଲ କରିବେ। ତେବେ ମଧ୍ୟାନ୍ନ ପରେ ଅଯଥା ବ୍ୟୟ ହୋଇପାରେ ।

🌹ମିଥୁନ🌹👉କର୍ମକ୍ଷେତ୍ରରେ ଆକସ୍ମିକ କେତେକ ସମସ୍ୟା କାରଣରୁ ପୂର୍ବସ୍ଥିରୀକୃତ କାର୍ଯ୍ୟ ସ୍ଥଗିତ ରହିପାରେ। ବନ୍ଧୁଙ୍କ ସାହାଯ୍ୟ, ସହଯୋଗର ଅଭାବ ନ ଥିଲେ ମଧ୍ୟ ପାରିବାରିକ ମନାନ୍ତର କାମକୁ ବିଗାଡ଼ି ଦେଇପାରେ। ଶତଭିଷା ନକ୍ଷତ୍ରର ଆରୋଗ୍ୟଲାଭ, ରାଜନୀତିରେ ନୈତିକ ସମର୍ଥନ ହାସଲ କରିପାରିବେ।

🌹କର୍କଟ🌹👉ଆଜି ଆପଣଙ୍କ ଚିନ୍ତାନୁଯାୟୀ କାମଗୁଡ଼ିକ ସହଜରେ ସମ୍ପନ୍ନ ହୋଇପାରିବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି ହୋଇପାରେ। ଦୀର୍ଘ ଦିନରୁ ଅଟଳି ରହିଥିବା କାମଟିକୁ ଆରମ୍ଭ କରିବାକୁ ମନ ବଳାଇବେ। ବନ୍ଧୁଙ୍କ ସହଯୋଗରେ କାମ ହାସଲ କରିବେ।

🌹ସିଂହ🌹👉ଆଜି ଦୈହିକ ସୁସ୍ଥତା ସାଙ୍ଗକୁ ମାନସିକ ଶାନ୍ତି ଆପଣଙ୍କ ଜୀବନଯାତ୍ରାକୁ ସରଳୀକୃତ କରିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରୁ ଉପକୃତ ହେବେ। ପରିବାରରେ ଏମିତି କେତେକ କଥା ଘଟିପାରେ, ଯାହାକି ଅନ୍ତର୍ଦାହ ସୃଷ୍ଟି କରିପାରେ। ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାର ରହିବ।

🌹କନ୍ୟା🌹👉ଆଜି ଅର୍ଥସଙ୍କଟ ମଧ୍ୟରେ ଗତି କଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି କାରଣରୁ ଖୁସି ରହିବେ। ଆନୁଷ୍ଠାନିକ କ୍ଷେତ୍ର, ସଭାସମିତି, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ,ଏଜେନଶିପ୍‌, କଳା, ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ।

🌹ତୁଳା🌹👉ଆଜି କର୍ମକ୍ଷେତ୍ରରେ ଅସୁବିଧା ଅନୁଭବରୁ ଟେନ୍‌ସନ ମଧ୍ୟରେ ରହିବାକୁ ପଡ଼ିପାରେ । ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ସକାଶେ ବ୍ୟସ୍ତତା ବଢ଼ିପାରେ । ଟଙ୍କା ପଇସା, ନେବା ଆଣିବା, ଦିଆନିଆ କ୍ଷେତ୍ରରେ ସତର୍କ ରହିବା ଭଲ ହେବ । ଅଶ୍ଳେଷା ନକ୍ଷତ୍ରର କୌଣସି ଆମତ୍ମିୟଙ୍କ ପୁରାତନ ରୋଗର ପୀଡ଼ା ବୃଦ୍ଧି ପାଇପାରେ ।

🌹ବିଛା🌹👉ଆଜି ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣଜନିତ ମନସ୍ତାପର କାରଣ ହୋଇପାରେ। ନିଜ ଲୋକମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ହେତୁ ଚିନ୍ତିତ ରହିବାର ସୂଚନା ରହିଛି। ବ୍ୟବସାୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ପାଇବେ।ଜମିଜମା ସମ୍ପର୍କିତ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିବ।

🌹ଧନୁ🌹👉ଆଜି ବନ୍ଧୁଙ୍କ ସହଯୋଗ ସମସ୍ୟା ସମାଧାନରେ ସାହାଯ୍ୟ କରିବେ। କଳା,ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ପ୍ରଶାସନ, ପରିବହନ, ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆଜିର ଆନୁଷ୍ଠାନିକ କାମ, ବାଣିଜ୍ୟ, ବ୍ୟବସାୟ ଓ ରାଜନୈତିକ ଆଲୋଚନା ସକାଶେ ଦିନଟି ମନ୍ଦ ହେବନାହିଁ।

🌹ମକର🌹👉ଆଜି ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ସମ୍ପର୍କ ଭଲ ରହି ନ ପାରେ। ଗୁରୁତ୍ୱପୂର୍ଣ୍ଣ ଥିବା କୌଣସି କାର୍ଯ୍ୟ ସକାଶେ ଆର୍ଥିକ ସ୍ଥିତି ଦୁଶ୍ଚିନ୍ତାର କାରଣ ହେବାର ସୂଚନା ରହିଛ। କଳା, କାରିଗରି, ପ୍ରଶାସନିକ କାର୍ଯ୍ୟ, ଆଇନ, ସଭାସମିତି ରେ ପ୍ରଶଂସିତ ହେବେ।

🌹କୁମ୍ଭ🌹👉ଆଜି ଆପଣ ନିଜର କାର୍ଯ୍ୟପଦ୍ଧତି ପରିବର୍ତ୍ତନ କରିବେ। ଯୋଜନା ବଦଳିଯିବା ସାଙ୍ଗକୁ ଗସ୍ତ ମଧ୍ୟ ସ୍ଥଗିତ ରହିଯାଇପାରେ। ଯାନବାହନ, ଗୃହସୀମା, ସଭାସମିତି, ଜମିଜମା, ନିକଟ ସମ୍ପର୍କୀୟ କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ। ଯାହାକୁ ବେଶି ବିଶ୍ୱାସ କରୁଛନ୍ତି ସେହି ବ୍ୟକ୍ତି ଦ୍ୱାରା ପ୍ରତାରିତ ହୋଇପାରନ୍ତି।

🌹ମୀନ🌹👉ଆଜି ଯାହା କରିବାକୁ ଚାହୁଁଛନ୍ତି, ତାହା ସମ୍ପନ୍ନ କରିବା ସହଜସାଧ୍ୟ ହେବନାହିଁ। କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ଦେଖାଦେବା କାରଣରୁ ସକାଳର ଖୁସୀ ଅପରାହ୍ନକୁ ରହି ନ ପାରେ। ସଭାସମିତିରେ ସମ୍ମାନ୍‌ନୀୟ ବ୍ୟକ୍ତି ବିଶେଷଙ୍କ ସାନ୍ନିଧ୍ୟ ଲାଭର ସୁଯୋଗ ପାଇପାରିବେ।

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଗୁଆ ପ୍ରସ୍ତୁତି ଏବଂ ଏକ ସମର୍ପିତ କର୍ମଚାରୀ ଦଳର ପ୍ରଚେଷ୍ଟାରେ ରଥଯାତ୍ରାରେ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିପାରିଛି  ଟିପିସିଓଡିଏଲ୍‌

Advanced planning and a dedicated workforce have enabled TPCODL to ensure seamless power supply during the 2026 Rath Yatra

July 28, 2026

Srusti Academy of Management and Technology Becomes an AI-Enabled Campus

ସୃଷ୍ଟି ଏକାଡେମୀ ଅଫ୍ ମ୍ୟାନେଜମେଣ୍ଟ ଆଣ୍ଡ ଟେକ୍ନୋଲୋଜି AI-ସକ୍ଷମ କ୍ୟାମ୍ପସ୍ ହେଲା AI କୁ ବ୍ୟବହାର କରି ଛାତ୍ରଛାତ୍ରୀ ନିଯୁକ୍ତି ଚୟନରେ ସଫଳ

July 28, 2026
Srusti Academy of Management and Technology Becomes an AI-Enabled Campus

Srusti Academy of Management and Technology Becomes an AI-Enabled Campus

July 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଗୁଆ ପ୍ରସ୍ତୁତି ଏବଂ ଏକ ସମର୍ପିତ କର୍ମଚାରୀ ଦଳର ପ୍ରଚେଷ୍ଟାରେ ରଥଯାତ୍ରାରେ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିପାରିଛି  ଟିପିସିଓଡିଏଲ୍‌

Advanced planning and a dedicated workforce have enabled TPCODL to ensure seamless power supply during the 2026 Rath Yatra

July 28, 2026
ଆଗୁଆ ପ୍ରସ୍ତୁତି ଏବଂ ଏକ ସମର୍ପିତ କର୍ମଚାରୀ ଦଳର ପ୍ରଚେଷ୍ଟାରେ ରଥଯାତ୍ରାରେ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିପାରିଛି  ଟିପିସିଓଡିଏଲ୍‌

ଆଗୁଆ ପ୍ରସ୍ତୁତି ଏବଂ ଏକ ସମର୍ପିତ କର୍ମଚାରୀ ଦଳର ପ୍ରଚେଷ୍ଟାରେ ରଥଯାତ୍ରାରେ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିପାରିଛି ଟିପିସିଓଡିଏଲ୍‌

July 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version