• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲଘୁଚାପ ଜନିତ ବର୍ଷା : କାଲି ପେନୁ ନଦୀ ଉପରେ ଥିବା ଅସ୍ଥାୟୀ କାଠ ପୋଲ ଭାସିଗଲା – ବିରିନ୍ଦାପଡ଼ା ଓ ଗୁଞ୍ଜିବାଡ଼ିକୁ ଯୋଗାଯୋଗ ବିଚ୍ଛିନ୍ନ

Proprietor Abhimanyu Maharana by Proprietor Abhimanyu Maharana
August 8, 2022
in ଓଡ଼ିଶା, କନ୍ଧମାଳ, ହୋମ୍
0
ଲଘୁଚାପ ଜନିତ ବର୍ଷା : କାଲି ପେନୁ ନଦୀ ଉପରେ ଥିବା ଅସ୍ଥାୟୀ କାଠ ପୋଲ ଭାସିଗଲା – ବିରିନ୍ଦାପଡ଼ା ଓ ଗୁଞ୍ଜିବାଡ଼ିକୁ ଯୋଗାଯୋଗ ବିଚ୍ଛିନ୍ନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୭ ଅଗଷ୍ଟ ରବିବାର ) ବାଲିଗୁଡା :- ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଥିବା ବେଳେ ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣି ବଳୟ ଲଘୁଚାପ ରୂପ ନେବା ଫଳରେ ସମଗ୍ର କନ୍ଧମାଳ ଜିଲ୍ଲାରେ ଶନିବାର ଠାରୁ ଲଗାଣ ବର୍ଷା ଲାଗିରହିଛି l ଯାହା ଫଳରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ବିରିନ୍ଦାପଡ଼ାର ଗ୍ରାମବାସୀଙ୍କ ଲାଇଫ୍‌ଲାଇନ କୁହା ଯାଉଥିବା କାଲି ପେନୁ ନଦୀ ଉପରେ ଥିବା ଅସ୍ଥାୟୀ କାଠ ପୋଲଟି ଭାସି ଯିବା ସହ ବିରିନ୍ଦାପଡ଼ା ଓ ଗୁଞ୍ଜିବାଡ଼ିକୁ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇଯାଇଛି ।

ଏହି କାଠ ପୋଲ କୁ ୱାର୍ଡ଼ ଏବଂ ଗୁଞ୍ଜ ର ମିଳିତ ଆନୁକୂଲ୍ୟରେ ଗ୍ରାମବାସୀଙ୍କ ସହଯୋଗରେ ତିଆରି ହୋଇଥିଲା l ଏହି କାଠ ପୋଲ ଦେଇ ବିରିନ୍ଦାପଡ଼ା ସମେତ ବାନ୍ଦାବାଜୁ, ଜ୍ରାବାକେତା ଓ କାଣ୍ଡିକୁଟି ଆଦି ଗାଁର ଲୋକେ ଯିବା ଆସିବା କରନ୍ତି । କିନ୍ତୁ ଏବେ କାଠ ପୋଲ ଧୋଇ ହୋଇଯିବା ପରେ ସ୍ଥାନୀୟ ଲୋକେ ଅନେକ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି ।

ବିରିନ୍ଦାପଡ଼ାରୁ ବହାରିବା ପାଇଁ ଅନ୍ୟ ଏକ ରାସ୍ତା ରହିଛି, ହେଲେ ଲୋକମାନେ ଏହି କାଠ ପୋଲ ଉପରେ ଅଧିକ ନିର୍ଭର କରି ଯାତାୟାତ କରୁଥିଲେ । ଏଥି ପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ଏକ ପକ୍କା ପୋଲ ନିର୍ମାଣ କରିବାକୁ ଅଞ୍ଚଳ ବାସୀ ଦାବୀ କରିଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

October 7, 2026
OPPO Celebrates a 10 of F Series in India with the Launch of F35 Series, Bringing the Group Selfie Expert  to a New Generation

ଏଫ୍୩୫ ସିରିଜ୍ ବଜାର ପ୍ରବେଶ ସହିତ ଭାରତରେ ଏଫ୍ ସିରିଜର ୧୦ ବର୍ଷ ପୂର୍ତ୍ତି ପାଳନ କଲା ଓପୋ

7th Odisha Travel Bazaar Concludes Successfully, Marking a  New Chapter in Odisha’s Tourism Journey

୭ମ ଓଡ଼ିଶା ଟ୍ରାଭେଲ ବଜାର ସଫଳତାର ସହ ଉଦ୍‌ଯାପିତ : ଓଡ଼ିଶା ପର୍ଯ୍ୟଟନ କ୍ଷେତ୍ରରେ ଯୋଡ଼ିହେଲା ନୂଆ ଅଧ୍ୟାୟ

October 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

October 7, 2026
OPPO Celebrates a 10 of F Series in India with the Launch of F35 Series, Bringing the Group Selfie Expert  to a New Generation

ଏଫ୍୩୫ ସିରିଜ୍ ବଜାର ପ୍ରବେଶ ସହିତ ଭାରତରେ ଏଫ୍ ସିରିଜର ୧୦ ବର୍ଷ ପୂର୍ତ୍ତି ପାଳନ କଲା ଓପୋ

October 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version