• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତ୍ରିରଙ୍ଗା ଯାତ୍ରା ଉପଲକ୍ଷେ ବାଇକ ଶୋଭାଯାତ୍ରା

Proprietor Abhimanyu Maharana by Proprietor Abhimanyu Maharana
August 9, 2022
in ଓଡ଼ିଶା, ମହାନଗର, ହୋମ୍
0
ତ୍ରିରଙ୍ଗା ଯାତ୍ରା ଉପଲକ୍ଷେ ବାଇକ ଶୋଭାଯାତ୍ରା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୯ ଅଗଷ୍ଟ ମଙ୍ଗଳବାର ) ଭୁବନେଶ୍ୱର :- ସ୍ୱାଧୀନତା ସଂଗ୍ରାମର ଅମର ବଳିଦାନୀମାନଙ୍କ ସ୍ମୃତି ପୁନ୍ନର୍ଜୀବିତ କରିବା ତଥା ପ୍ରତ୍ୟେକ ଭାରତୀୟଙ୍କ ମନରେ ‘ସ୍ୱ’ ଅବବୋଧ ସୃଷ୍ଟି କରିବାର ଲକ୍ଷନେଇ ସ୍ୱତନ୍ତ୍ରତାର ଅମୃତ ମହୋତ୍ସବ ସାରା ଦେଶରେ ପାଳନ କରାଯାଉଅଛି । ଏହି ପରିପ୍ରେକ୍ଷୀରେ ସ୍ୱତନ୍ତ୍ରତାର ଅମୃତ ମହୋତ୍ସବ ସମାରୋହ ସମିତି, ଭୁବନେଶ୍ୱର ମହାନଗର ତରଫରୁ ଭୁବନେଶ୍ୱର ଠାରେ ତ୍ରିରଙ୍ଗା ଯାତ୍ରା ଉପଲକ୍ଷେ ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି ।

ସମିତି ତରଫରୁ ଆଜି ସକାଳ ୯.୩୦ ମିନିଟରେ ସହିଦ୍ ପିଣ୍ଡିକି ବାହୁବଳେନ୍ଦ୍ରଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଅପରାହ୍ନରେ ପ୍ରାୟ ୧୦୦୦ ଉର୍ଦ୍ଧ୍ୱ ବାଇକ ଶୋଭାଯାତ୍ରାରେ ଭୁବନେଶ୍ୱର ମହାନଗର ପରିକ୍ରମା କରିଥିଲା । ଚନ୍ଦକା, ନଖରା, ୟୁନଟ-୮, ତମାଣ୍ଡୋ, ଧଉଳି ଓ ପୁରୁଣା ଭୁବନେଶ୍ୱରର ଆଦି ବିଭିନ୍ନ ଅଂଚଳରୁ ଏଇ ବାଇକ୍ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି ରାଜମହଲ ଛକ ଠାରେ ପହଁଚିଥିଲେ ।

ସେଠାରୁ ସମସ୍ତେ ଗୋଟିଏ ଶୋଭାଯାତ୍ରାରେ ମାଷ୍ଟ୍ରକ୍ୟାଂଟିନ,ଶ୍ରୀୟାଛକ, ସତ୍ୟନଗର,ବାୟାବାବାମଠ, ସହିଦ ନଗର, ରୂପାଲୀ, ବାଣୀବିହାର, ଆଚାର୍ଯ୍ୟବିହାର, ଜୟଦେବ ବିହାର ଛକ ଦେଇ ସିଆରପିଏଫ୍ ଛକନିକଟରେ ପହଁଚି ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

June 30, 2026
ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version