• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ୱାଧୀନତା ସଂଗ୍ରାମରୁ ଶକ୍ତି ଏବଂ ସ୍ୱାଧୀନତା ସଂଗ୍ରାମୀଙ୍କର ବିଚାର ଓ ସଂକଳ୍ପକୁ ଗ୍ରହଣ କରି ଭାରତକୁ ଏକ ନମ୍ବର ଏବଂ ବିଶ୍ୱଗୁରୁ ଭାବେ ଗଢି ତୋଳିବା : ସମୀର ମହାନ୍ତି

Proprietor Abhimanyu Maharana by Proprietor Abhimanyu Maharana
August 10, 2022
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ସ୍ୱାଧୀନତା ସଂଗ୍ରାମରୁ ଶକ୍ତି ଏବଂ ସ୍ୱାଧୀନତା ସଂଗ୍ରାମୀଙ୍କର ବିଚାର ଓ ସଂକଳ୍ପକୁ ଗ୍ରହଣ କରି ଭାରତକୁ ଏକ ନମ୍ବର ଏବଂ ବିଶ୍ୱଗୁରୁ ଭାବେ ଗଢି ତୋଳିବା : ସମୀର ମହାନ୍ତି
Share on FacebookShare on TwitterWhatsapp

ଗାନ୍ଧୀ ସ୍ମୃତିପୀଠ ବେରୋବୋଇରୁ ଲବଣ ସତ୍ୟାଗ୍ରହର ଅନ୍ୟତମ ମୁକସାକ୍ଷୀ କୁହୁଡି ପର୍ଯ୍ୟନ୍ତ ତ୍ରିରଙ୍ଗା ପଦଯାତ୍ରାରେ ଯୋଗ ଦେଲେ ରାଜ୍ୟ ସଭାପତି

ଓଡ଼ିଶା ତାଜା ନ୍ୟୁଜ (୯ ଅଗଷ୍ଟ ମଙ୍ଗଳବାର ) ଭୁବନେଶ୍ୱର :- ସ୍ୱାଧୀନତା ସେନାନୀଙ୍କ ପ୍ରେରଣା ଓ ଦେଶ ବିକାଶର ଅବଦାନ ରଖି ଯାଇଥିବା ମହାପୁରୁଷ ଓ ରାଷ୍ଟ୍ରନାୟକଙ୍କ ପ୍ରେରଣାକୁ ମନେ ପକାଇ ଆତ୍ମନିର୍ଭର ଭାରତ ଗଠନ ପାଇଁ ସଂକଳ୍ପ ଅମୃତ ମହୋତ୍ସବର ମୂଳ ଲକ୍ଷ୍ୟ । ସ୍ୱାଧୀନତା ୭୫ ବର୍ଷ ପୁର୍ତି ଅବସରରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶ ଆଜି ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରୁଛି । ଆସନ୍ତା ସ୍ୱାଧୀନତା ଦିବସ ଆମ ସମସ୍ତଙ୍କ ପାଇଁ ସ୍ୱତନ୍ତ୍ର ଏବଂ ବିଶେଷ ଭାବେ ବର୍ତମାନ ପୀଢି ପାଇଁ ଏହା ଅମୃତ ସଦୃଶ ।ଅମୃତ ମହୋତ୍ସବ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦିଙ୍କ ଆହ୍ୱାନକ୍ରମେ ହର୍ ଘର୍ ତ୍ରିରଙ୍ଗା ବା ଘର ଘର ତ୍ରିରଙ୍ଗା ଅଭିଯାନ ଆଜି ଅଗଷ୍ଟ କ୍ରାନ୍ତି ଦିବସ ଠାରୁ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ପାଳନ କରାଯାଉଛି ।

ଗତ କାଲି ମାନ୍ୟବର କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ୍ ଶାହ ଭୁବନେଶ୍ୱରଠାରେ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଆଜି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ପୁରୀ ଜିଲ୍ଲା ପିପିଲି-ଡେଲାଙ୍ଗ ନିର୍ବାଚନମଣ୍ଡଳୀର ମହାତ୍ମା ଗାନ୍ଧୀ ସ୍ମୃତିପୀଠ ବେରୋବୋଇଠାରୁ ଏହି ଅଭିଯାନକୁ ଆରମ୍ଭ କରିଛନ୍ତି । ଏହି ଅବସରରେ ଅନୁଷ୍ଠିତ ହେବାକୁ ଥିବା ୬୫ କିଲୋମିଟରବ୍ୟାପୀ ପଦଯାତ୍ରା ଲବଣ ସତ୍ୟାଗ୍ରହର ଅନ୍ୟତମ ମୁକସାକ୍ଷୀ ପୁରୀ ଜିଲ୍ଲା ଅସ୍ତରଙ୍ଗର କୁହୁଡିଠାରେ ସମାପ୍ତ ହେବ । ରାଜ୍ୟ ସଭାପତି ଶ୍ରୀ ମହାନ୍ତି ବେରାବୋଇଠାରୁ ପଦଯାତ୍ରା ଆରମ୍ଭ କରି ନିମାପଡା ନିର୍ବାଚନମଣ୍ଡଳୀର ଖିଲାର ପର୍ଯ୍ୟନ୍ତ ତ୍ରିରଙ୍ଗା ପଦଯାତ୍ରାରେ ଯୋଗ ଦେଇଥିଲେ । ତ୍ରିରଙ୍ଗା, ବାଦ୍ୟ ଓ ନୃତ୍ୟ ସହିତ ଏହି ପଦଯାତ୍ରାରେ ହଜାର ହଜାର ସଂଖ୍ୟାରେ ସାଧାରଣ ଜନତା ସାମିଲ ହୋଇଥିଲେ ।

ଯାତ୍ରାର ଆରମ୍ଭ ଅବସରରେ ଶ୍ରୀ ମହାନ୍ତି କହିଛନ୍ତି ଯେ, ମହାତ୍ମା ଗାନ୍ଧୀ ବରୋବୋଇଠାରେ ୭ ଦିନ ଅବସ୍ଥାନ କରିଥିଲେ । ଏହି ଅବସରରେ କୃପାସିନ୍ଧୁ ହୋତା, ସୁନାମଣି ଦେବୀ, ଆଚାର୍ଯ୍ୟ ହରିହର, ରମା ଦେବୀ, ଗୋପବନ୍ଧୁ ଚୈାଧୁରୀଙ୍କ ସମେତ ବହୁ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଗାନ୍ଧୀଜୀଙ୍କ ସଂସ୍ପର୍ଶରେ ଆସିଥିଲେ । ଗାନ୍ଧୀଜୀଙ୍କ ଅବସ୍ଥାନ ସମୟରେ ତାଙ୍କ ସହିତ କସ୍ତୁରବା ଗାନ୍ଧୀ, ସର୍ଦ୍ଦାର ପଟେଲ, ରାଜେନ୍ଦ୍ର ପ୍ରସାଦ, ମୈାଲାନା ଅବଦୁଲ୍ କାଲାମ ଆଜାଦଙ୍କ ଭଲି ବହୁ ରାଷ୍ଟ୍ରୟ ନେତୃବୃନ୍ଦ ମଧ୍ୟ ଉପସ୍ଥିତ ଥିଲେ । ଏହି ସମୟରେ ଗାନ୍ଧୀଜୀ ପୁରୀ ଜିଲ୍ଲା ସମେତ ଓଡିଶାର ଜନଜୀବନକୁ ଭଲ ଭାବେ ଅଧ୍ୟୟନ କରିଥିଲେ ।

ସ୍ୱାଧୀନତା ସଂଗ୍ରାମରୁ ଶକ୍ତି ଏବଂ ସ୍ୱାଧୀନତା ସଂଗ୍ରାମୀଙ୍କର ବିଚାର ଓ ସଂକଳ୍ପ ଗ୍ରହଣ କରି ଆସନ୍ତା ଅମୃତ କାଳଖଣ୍ଡରେ ଭାରତବର୍ଷକୁ ବିଶ୍ୱର ଏକ ନମ୍ବର ରାଷ୍ଟ୍ର ଏବଂ ବିଶ୍ୱଗୁରୁ ଭାବେ ଗଢି ତୋଳିବା ପାଇଁ ସଂକଳ୍ପ ନେବାକୁ ଶ୍ରୀ ମହାନ୍ତି ଆହ୍ୱାନ ଦେଇଛନ୍ତି । ଏହି ଅବସରରେ ରାଷ୍ଟ୍ରୀୟ ମୁଖପାତ୍ର ଡ.ସମ୍ବିତ ପାତ୍ର, ବିଧାୟକ ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ରାଜ୍ୟ ଉପସଭାପତି ପ୍ରଭାତି ପରିଡା, ପୁରୀ ଜିଲ୍ଲା ସଭାପତି ଆଶ୍ରିତ ପଟ୍ଟନାୟକ, ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ସ୍ମୃତି ପଟ୍ଟନାୟକ, ବାଇଧର ମଲ୍ଲିକ, ପ୍ରଭଞ୍ଜନ ମହାପାତ୍ର, ଓମ୍ ପ୍ରକାଶ ମିଶ୍ରଙ୍କ ପ୍ରମୁଖଙ୍କ ସହ ଅନେକ କାର୍ଯ୍ୟକର୍ତା ସାମିଲ ହୋଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଜାନନ ବେଶରେ ଦର୍ଶନଦେଲେ ଚତୁର୍ଦ୍ଧାମୂର୍ତ୍ତି ୪ଲକ୍ଷ ଭକ୍ତଙ୍କ ଦୁର୍ଲଭ ଦର୍ଶନ – ପୁରୀ

ଗଜାନନ ବେଶରେ ଦର୍ଶନଦେଲେ ଚତୁର୍ଦ୍ଧାମୂର୍ତ୍ତି ୪ଲକ୍ଷ ଭକ୍ତଙ୍କ ଦୁର୍ଲଭ ଦର୍ଶନ – ପୁରୀ

June 29, 2026
ଓଡିଶାର ସ୍ୱଚ୍ଛ ଶକ୍ତି ଓ ଇଣ୍ଡଷ୍ଟ୍ରିଆଲ ଡିକାର୍ବନାଇଜେଶନ ଯାତ୍ରା ପାଇଁ ରୋଡମ୍ୟାପ ପ୍ରସ୍ତୁତ – ସିଆଇଆଇ ଏନର୍ଜି କନ୍‌କ୍ଲେଭ

ଓଡିଶାର ସ୍ୱଚ୍ଛ ଶକ୍ତି ଓ ଇଣ୍ଡଷ୍ଟ୍ରିଆଲ ଡିକାର୍ବନାଇଜେଶନ ଯାତ୍ରା ପାଇଁ ରୋଡମ୍ୟାପ ପ୍ରସ୍ତୁତ – ସିଆଇଆଇ ଏନର୍ଜି କନ୍‌କ୍ଲେଭ

June 29, 2026
ରଣପୁର ଶ୍ରୀମନ୍ଦିରରେ ଭକ୍ତିମୟ ପରିବେଶରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା, ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧା ମୂର୍ତ୍ତି

ରଣପୁର ଶ୍ରୀମନ୍ଦିରରେ ଭକ୍ତିମୟ ପରିବେଶରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା, ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧା ମୂର୍ତ୍ତି

June 29, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Pune, Maharashtra

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Pune, Maharashtra

June 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଜାନନ ବେଶରେ ଦର୍ଶନଦେଲେ ଚତୁର୍ଦ୍ଧାମୂର୍ତ୍ତି ୪ଲକ୍ଷ ଭକ୍ତଙ୍କ ଦୁର୍ଲଭ ଦର୍ଶନ – ପୁରୀ

ଗଜାନନ ବେଶରେ ଦର୍ଶନଦେଲେ ଚତୁର୍ଦ୍ଧାମୂର୍ତ୍ତି ୪ଲକ୍ଷ ଭକ୍ତଙ୍କ ଦୁର୍ଲଭ ଦର୍ଶନ – ପୁରୀ

June 29, 2026
ଓଡିଶାର ସ୍ୱଚ୍ଛ ଶକ୍ତି ଓ ଇଣ୍ଡଷ୍ଟ୍ରିଆଲ ଡିକାର୍ବନାଇଜେଶନ ଯାତ୍ରା ପାଇଁ ରୋଡମ୍ୟାପ ପ୍ରସ୍ତୁତ – ସିଆଇଆଇ ଏନର୍ଜି କନ୍‌କ୍ଲେଭ

ଓଡିଶାର ସ୍ୱଚ୍ଛ ଶକ୍ତି ଓ ଇଣ୍ଡଷ୍ଟ୍ରିଆଲ ଡିକାର୍ବନାଇଜେଶନ ଯାତ୍ରା ପାଇଁ ରୋଡମ୍ୟାପ ପ୍ରସ୍ତୁତ – ସିଆଇଆଇ ଏନର୍ଜି କନ୍‌କ୍ଲେଭ

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version