• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ନବରଙ୍ଗପୁର ପୁଲିସକୁ ମିଳିଛି ବଡ଼ ସଫଳତା : ୩ ସାଇବର ଠକଙ୍କୁ ବାନ୍ଧିଲା ପୁଲିସ୍‌

Proprietor Abhimanyu Maharana by Proprietor Abhimanyu Maharana
August 10, 2022
in ଅପରାଧ, ଓଡ଼ିଶା, ନବରଙ୍ଗପୁର, ହୋମ୍
0
ନବରଙ୍ଗପୁର ପୁଲିସକୁ ମିଳିଛି ବଡ଼ ସଫଳତା : ୩ ସାଇବର ଠକଙ୍କୁ ବାନ୍ଧିଲା ପୁଲିସ୍‌
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୦ ଅଗଷ୍ଟ ବୁଧବାର ) ନବରଙ୍ଗପୁର :- ନବରଙ୍ଗପୁର ପୁଲିସକୁ ମିଳିଛି ବଡ଼ ସଫଳତା । ବିଭିନ୍ନ ସମୟରେ ଫୋନ୍ କରି ଲୋକଙ୍କୁ ଠକୁଥିବା ୩ ସାଇବର ଠକଙ୍କୁ ଗିରଫ କରିଛି ପୁଲିସ୍‌ । ମାଷ୍ଟରମାଇଣ୍ଡକୁ ମଧ୍ୟ ପୁଲିସ ବାନ୍ଧିଛି । ନବରଙ୍ଗପୁର ଟାଉନ୍‌ର ପି.ଉମାମହେଶ୍ୱର ରାଓ ସାଇବ ଠକଙ୍କ ଜାଲରେ ଫସାଇ ଯାଇଥିଲେ । ସାଇବର ଠକମାନେ ଫୋନ୍ କରି ତାଙ୍କଠାରୁ ୩୨ ହଜାର ଟଙ୍କା ଠକି ନେଇଥିଲେ । ଗତ ୬ ତାରିଖରେ ଶ୍ରୀ ରାଓ ଏନେଇ ନବରଙ୍ଗପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗକୁ ଭିତ୍ତିକରି ପୁଲିସ ତଦନ୍ତ ଆରମ୍ଭ କରିଥିଲା । ମାମଲାର ତଦନ୍ତ ପାଇଁ ନବରଙ୍ଗପୁର ଏସ୍‌ପିଙ୍କ ନିର୍ଦ୍ଦେଶରେ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଥିଲା । ପୁଲିସ ପ୍ରଥମେ ଫୋନ୍ କଲ୍ ଆସିଥିବା ନମ୍ୱରକୁ ଟ୍ରାକ୍ କରିଥିଲା ।

ମୋବାଇଲ୍ ନମ୍ୱର ଟ୍ରାକିଂ ବେଳେ ତିନି ଅଭିଯୁକ୍ତଙ୍କୁ ନୟାଗଡରୁ ଗିରଫ କରିବାରେ ସଫଳ ହୋଇଥିଲା ପୁଲିସ !. ଗିରଫ ତିନି ଅଭିଯୁକ୍ତଙ୍କ ମଧ୍ୟରୁ ମାଷ୍ଟର ମାଇଣ୍ଡ ହେଉଛନ୍ତି ଖୋର୍ଦ୍ଧା ଅଞ୍ଚଳର ଅମୀୟ କୁମାର ପ୍ରଧାନ । ତାଙ୍କର ସହଯୋଗି ହେଉଛନ୍ତି ସୋରଡାର କାର୍ତ୍ତିକ ରାଉତରାୟ ଓ ଶିଖରପୁର ଅଞ୍ଚଳର ଶ୍ରୀଧର ବରାଡ ବୋଲି ପୁଲିସ ସୂଚନା ଦେଇଛି । ଅଭିଯୁକ୍ତଙ୍କଠାରୁ ପୁଲିସ୍ ୬ଟି ସିମ୍‌କାର୍ଡ, ୬ଟି ମୋବାଇଲ ଫୋନ, ୩ଟି ଏଟିଏମ କାର୍ଡ, ଗୋଟିଏ ପାନ କାର୍ଡ, ୩ଟି ଆଧାର କାର୍ଡ ଓ ୫୨ ହଜାର ଜବତ କରିଛି ନବରଙ୍ଗପୁର ପୁଲିସ !.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version