• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୟନିକା ପକ୍ଷରୁ ଓଡ଼ିଶା ହସ୍ତତନ୍ତର ଅନନ୍ୟ ଫେସନ୍‌ ସୋ

Proprietor Abhimanyu Maharana by Proprietor Abhimanyu Maharana
August 10, 2022
in ଓଡ଼ିଶା, ବାଣିଜ୍ୟ, ମହାନଗର, ହୋମ୍
0
ବୟନିକା ପକ୍ଷରୁ ଓଡ଼ିଶା ହସ୍ତତନ୍ତର ଅନନ୍ୟ ଫେସନ୍‌ ସୋ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୦ ଅଗଷ୍ଟ ବୁଧବାର ) ଭୁବନେଶ୍ୱର :- ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ସାରା ରାଜ୍ୟରେ ରାଜ୍ୟସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ଅଗଷ୍ଟ ୭ରୁ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ମହାସମାରୋହରେ ପାଳନ କରାଯାଉଛି । ଆମର ବହୁ ପୁରାତନ ଓ ମହାର୍ଘ ହସ୍ତତନ୍ତ ପର ̧ରା ଓ ସଂସ୍କୃତିକୁ ସମ୍ମାନ ଜଣାଇବା, ରାଜ୍ୟର ମହାନ ହସ୍ତତନ୍ତ କାରିଗରମାନଙ୍କୁ ସହାୟତାର ହସ୍ତ ପ୍ରସାରଣ କରିବା ସହିତ ସେମାନଙ୍କର ଦକ୍ଷତା ଓ ସୃଜନଶକ୍ତି ପିଢ଼ି ପରେ ପିଢ଼ି ଏହି ଅଦ୍ୱିତୀୟ ବୃତ୍ତି ଓ ଜୀବିକାକୁ ବଞ୍ଚାଇବା ସହ ଉତ୍କର୍ଷର ଶିଖରରେ ପହଞ୍ଚାଇଛନ୍ତି । ଆମ ରାଜ୍ୟର ହସ୍ତତନ୍ତ ଉତ୍ପାଦ ରାଜ୍ୟର ସମୃଦ୍ଧ ସଂସ୍କୃତି ଓ ପର ̧ରାର ପ୍ରତୀକ ।

ଏଗୁଡ଼ିକ ଲକ୍ଷାଧିକ ହସ୍ତତନ୍ତ କାରିଗରମାନଙ୍କ ଜୀବନଜୀବିକାର ପ୍ରମୁଖ ଉତ୍ସ । ହସ୍ତତନ୍ତ ଶିଳ୍ପର ଗୁରୁତ୍ୱ ଉ ପରେ ଜନସଚେତନତା ସୃଷ୍ଟି କରିବା ଏବଂ ଦେଶର ସାମାଜିକ, ଅର୍ଥନୈତିକ ଅଭିବୃଦ୍ଧିରେ ଏହାର ଅବଦାନକୁ ସ୍ୱୀକୃତି ଦେବା ଜାତୀୟ ହସ୍ତତନ୍ତ ଦିବସର ଉଦ୍ଦେଶ୍ୟ ଓ ଲକ୍ଷ୍ୟ । ଶାଢ଼ି ଓ ଅନ୍ୟାନ୍ୟ ହସ୍ତତନ୍ତ ଉତ୍ପାଦ ବ୍ୟତୀତ ରାଜ୍ୟର ଅଗଣିତ ପୁରୁଷ ଓ ମହିଳାମାନଙ୍କ ପାଇଁ କାର୍ଯ୍ୟାଳୟ େ ପାଷାକ, ଯୁବ ପିଢ଼ିଙ୍କ ପାଇଁ ଯୁଗୋ ପଯୋଗୀ ବସ୍ତ୍ର ବିକ୍ରୟ କରିବାରେ ବୟନିକା ପ୍ରମୁଖ ଭୂମିକା ଗ୍ରହଣ କରିଛି ।

ରାଜ୍ୟର ଅଗଣିତ ହସ୍ତତନ୍ତ କାରିଗରମାନଙ୍କୁ ସେମାନଙ୍କ ମହାନ ଜୀବିକାରେ ମନୋନିବେଶ କରିବା ସହ ଯୁବ ପିଢ଼ିଙ୍କୁ ଏହି ଆଦର୍ଶରେ ଅନୁ ପ୍ରାଣୀତ କରିବା ପାଇଁ ଏହି ଦିବସ ସୁଯୋଗ ସୃଷ୍ଟି କରିଛି । ଆଜି ଏକାମ୍ର ହାଟଠାରେ ବୟନିକା ପକ୍ଷରୁ ଓଡ଼ିଶା ହସ୍ତତନ୍ତର ଅନନ୍ୟ ଫେସନ୍‌ ସୋ ଅନୁଷ୍ଠିତ ହୋଇଯାଇଛି । ଏହି ଫେସନ୍‌ ସୋ’ରେ ୧୦ଟି ସେଗ୍‌ମେଣ୍ଟରେ ଓଡ଼ିଶା ହସ୍ତତନ୍ତର ବିଭିନ୍ନ ଡିଜାଇନ୍‌ ଓ କଲେକ୍‌ସନ୍‌କୁ ମଡେଲ୍‌ମାନେ ପ୍ରଦର୍ଶନ କରିଥିଲେ । ଏହି ଫେସନ୍‌ ସୋ’କୁ ଭୁବନେଶ୍ୱର ମହାନଗର ନିଗମର କମିଶନର ଶ୍ରୀ ବିଜୟ ଅମୃତ କୁଲାଙ୍ଗେ ଉଦ୍‌ଘାଟନ କରିଥିଲେ ।

ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ନେସ୍‌ନାଲ୍‌ ଇନ୍‌ଷ୍ଟିଚୁ୍ୟଟ୍‌ ଅଫ୍‌ ଫେସନ୍‌ ଟେକ୍‌ନୋଲୋଜିର ନିର୍ଦ୍ଦେଶକ ଶୋଭନ୍‌ କ୍ରିଷ୍ଣା ସାହୁ, ସୋନ ପୁରର କଲେକଫର ତଥା ଜିଲ୍ଲା ମାଜିଷ୍ଟ୍ରେଟ୍‌ ଅବୋଲି ସୁନୀଲ ନରଓ୍ୱଣେ, ବୟନ, ହସ୍ତତନ୍ତ ଓ ହସ୍ତଶିଳ୍ପ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାଶ, ଡେ ପୁଟି ଡାଇରେକଫର, ଇଣ୍ଟେଲିଜେନ୍ସ ଶ୍ରୀ କୁନାଲ କୁମାର, ବୟନିକାର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଶ୍ୟାମଭକ୍ତ ମିଶ୍ର ପ୍ରମୁଖ ଉ ପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

March 18, 2026
ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version