• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୨୧ ଦିନ ଶେଷ ପରେ ସଙ୍ଗରୋଧ କେନ୍ଦ୍ରରୁ ଘରକୁ ଫେରିଲେ ଅନ୍ତେବାସୀ – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
May 23, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
୨୧ ଦିନ ଶେଷ ପରେ ସଙ୍ଗରୋଧ କେନ୍ଦ୍ରରୁ ଘରକୁ ଫେରିଲେ ଅନ୍ତେବାସୀ – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍‌ (୨୩ ତାରିଖ ୨୦୨୦ ଶନିବାର ) ହିଞ୍ଜିଳିକାଟୁ :– ସାରା ବିଶ୍ୱରେ ମହାମାରୀ କରୋନା ଭୁତାଣୁ ସଂକ୍ରମଣ କାୟା ବିସ୍ତାର କରିଛି । ଏହାର ମୁକାବିଲା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଉଦ୍ୟମ ଜାରୀ ରଖିଛନ୍ତି । ଓଡ଼ିଶା ରାଜ୍ୟର ଲକ୍ଷ ଲକ୍ଷ ଲୋକେ କାମ କରିବା ସକାଶେ ବାହାର ରାଜ୍ୟ ଯଥା ସୁରଥ, ମୁମ୍ବାଇ, କେରଳ, ତାମିଲନାଡ଼ୁ, ଆନ୍ଧ୍ରପ୍ରଦେଶ ସମେତ ବିଭିନ୍ନ ରାଜ୍ୟ ଉପରେ ନିର୍ଭର କରିଥାନ୍ତି । ଏଭଳି ଦୁର୍ଦ୍ଦିନ ସମୟରେ ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାହାର ରାଜ୍ୟରେ କାର୍ଯ୍ୟ କରୁଥିବା ଶ୍ରମିକଙ୍କୁ ନିଜ ନିଜ ଭିଟାମାଟିକୁ ଫେରାଇ ଆଣିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି ।

ରାଜ୍ୟ ମୁଖ୍ୟମନ୍ତ୍ରୀ ପଟ୍ଟନାୟକଙ୍କ ଏଭଳି କାର୍ଯ୍ୟକ୍ରମକୁ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଦେଶର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ପ୍ରଂଶସା କରିଛନ୍ତି । ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିକାଟୁ ବ୍ଳକର ୨ଟି ସଙ୍ଗରୋଧ କେନ୍ଦ୍ରରେ ରହିଥିବା ଅନ୍ତେବାସୀଙ୍କ ୨୧ ଦିନିଆ ଅବଧି ପୁର୍ଣ୍ଣ ହେବା ପରେ ଶନିବାର ଜିଲ୍ଲା ପ୍ରଶାସନ ଓ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କିଳିତ ପ୍ରଚେଷ୍ଟାରେ ଅନ୍ତେବାସୀଙ୍କୁ ନିଜ ନିଜ ଗ୍ରାମକୁ ଫେରିବାର ସୁଯୋଗ ପ୍ରଦାନ କରାଯାଇଛି । ସ୍ଥାନୀୟ ବ୍ଳକ ପୋଚିଲିମା ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ଛାତ୍ରବାସରେ ଆୟୋଜିତ ସଙ୍ଗରୋଧ କେନ୍ଦ୍ରରେ ଥିବା ୧୨୩ ଓ ଶାସନ ଆମ୍ବଗାଁ ଆଦର୍ଶ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ଥିବା ୧୦୦ ଅନ୍ତେବାସୀ ସ୍ୱତନ୍ତ୍ର ବସ୍ ଯୋଗେ ଘରକୁ ପ୍ରତ୍ୟାବର୍ତନ କରିଛନ୍ତି । ଏ ନେଇ ପ୍ରଶାସନ ପକ୍ଷରୁ ଏକ ବିଦାୟୀ ଉତ୍ସବର ଆୟୋଜନ କରାଯାଇଥିଲା । ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଉପସ୍ଥିତ ରହି ଘର ବାହୁଡ଼ା ପ୍ରବାସୀଙ୍କୁ ପ୍ରମାଣପତ୍ର ପ୍ରଦାନ କରିଥିଲେ ।

ଘରେ ପଂହଚିବା ପରେ ୭ଦିନ ଲାଗି ହୋମ୍ କ୍ୱାରାଟାଂଈନ୍‌ରେ ରହିବା ସହ ସାମାଜିକ ଦୂରତ୍ୱ ରକ୍ଷା, ମାସ୍କ ବ୍ୟବହାର କରିବା ସକାଶେ ଜିଲ୍ଲାପାଳ କୁଲାଙ୍ଗେ ପରାମର୍ଶ ଦେବା ସହ ଅନ୍ତେବାସୀଙ୍କ ସହ ୨୧ ଦିନର ଅନୁଭୁତି ସମ୍ପର୍କରେ ପଚାରି ବୁଝିଥିଲେ । ସ୍ଥାନୀୟ ବ୍ଳକର ୨ଟି ସଙ୍ଗରୋଧ କେନ୍ଦ୍ରରୁ ୨୧୩ ଅନ୍ତେବାସୀଙ୍କୁ ସ୍ୱତନ୍ତ୍ର ବସ୍ ଯୋଗେ ଶେରଗଡ଼, ଆସିକା, ଭଞ୍ଜନଗର, ବେଲଗୁଣ୍ଠା, ଜଗନ୍ନାଥପ୍ରସାଦ, ଧରାକୋଟ, ପୋଲସରା, ବୁଗୁଡ଼ା, କବିସୂର୍ଯ୍ୟନଗର, ପୁରୁଷୋତମପୁର, ବେଗୁନିଆପଡ଼ା ବ୍ଳକ ଅଂଚଳକୁ ପଠାଯାଇଛି । ଅନ୍ତେବାସୀମାନେ ଘରକୁ ପ୍ରତ୍ୟାଗମନ ସମୟରେ ଭାବ ବିହ୍ୱଳ ହୋଇ କାନ୍ଦି ପକାଉଥିବାର ଦେଖିବାକୁ ମିଳିଥିଲା ।

ବ୍ଳକ ଅଧ୍ୟକ୍ଷ ଏନ. ରଘୁନାଥ, ତହସିଲଦାର ଗୋପିନାଥ କୁଅଁର, ବିଡ଼ିଓ ପ୍ରସନ୍ନ କୁମାର ପାତ୍ର, ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ ପ୍ରମୁଖ ଉପସ୍ଥିତ ରହି ଅନ୍ତେବାସୀଙ୍କୁ ଘର ବାହୁଡ଼ା ମସୟରେ ଶୁଭେଛା ଜଣାଇଥିଲେ । ଅନ୍ୟପକ୍ଷରେ ଉଭୟ ସଙ୍ଗରୋଧ କେନ୍ଦ୍ରରେ ଦୀର୍ଘ ୨୧ ଦିନ ଧରି ରହି ଆସିଥିବା ଅନ୍ତେବାସୀ ମାନେ ସଙ୍ଗରୋଧ କେନ୍ଦ୍ରର ନୋଡ଼ାଲ ଅଧିକାରୀ ଅରୁଣ କୁମାର ପ୍ରଧାନ, ସହକାରୀ ଯନ୍ତ୍ରୀ ପ୍ରମୋଦ ନାୟକ, ଜିପିଇଓ ପ୍ରଶାନ୍ତ ରଥ, ଓଏଭି ଅଧ୍ୟକ୍ଷ ଅରୁଣ କୁମାର ପଟେଲ, ପୋଚିଲିମାେ ଆଇଟିଆଇ ଅଧ୍ୟକ୍ଷ ଅମୁଲ୍ୟ କୁମାର ପଣ୍ଡା, ଚନ୍ଦ୍ରକାନ୍ତ ଚାନ୍ଦୁଆଙ୍କ ସମେତ କାର୍ଯ୍ୟରତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ । (ରିପୋର୍ଟ୍ – ଶେଷଦେବ ସାହୁ )

odishatazanews.com, whatsApp -9938341180, ph.7008991872, facebook – odishatazanews,ଲାଇକ୍ ଓ ସେୟାର କରନ୍ତୁ – Mail- odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

March 19, 2026
ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

March 19, 2026
ଶିକ୍ଷୟିତ୍ରୀ ରେଣୁବାଳା ମହାନ୍ତି ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା

ଶିକ୍ଷୟିତ୍ରୀ ରେଣୁବାଳା ମହାନ୍ତି ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା

March 19, 2026
ରଣପୁରରେ ପ୍ଲାଷ୍ଟିକ ବିକଳ୍ପ ଉପରେ କାପାସିଟି ବିଲ୍ଡିଂ ଟ୍ରେନିଙ୍ଗ ପ୍ରୋଗ୍ରାମ ଆୟୋଜିତ।

ରଣପୁରରେ ପ୍ଲାଷ୍ଟିକ ବିକଳ୍ପ ଉପରେ କାପାସିଟି ବିଲ୍ଡିଂ ଟ୍ରେନିଙ୍ଗ ପ୍ରୋଗ୍ରାମ ଆୟୋଜିତ।

March 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

March 19, 2026
ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

March 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version