• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର : ୪୬ ଜଣଙ୍କୁ ମିଳିଲା ନୂଆ ଦାୟିତ୍ୱ

Proprietor Abhimanyu Maharana by Proprietor Abhimanyu Maharana
August 13, 2022
in ଓଡ଼ିଶା, ମହାନଗର, ହୋମ୍
0
ଓଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର : ୪୬ ଜଣଙ୍କୁ ମିଳିଲା ନୂଆ ଦାୟିତ୍ୱ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୨ ଅଗଷ୍ଟ ଶୁକ୍ରବାର ) ଭୁବନେଶ୍ୱର :- ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ଅଧିକାରୀ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି । ଏନେଇ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଗୋପବନ୍ଧୁ ନଗର ବିଡିଓ ସଂଗ୍ରାମ କେଶରୀ ଭଳଙ୍କୁ ପରଜଙ୍ଗ ବିଡିଓ, ମାନେସ୍ୱର ବିଡିଓ ନିଳାମ୍ବର ମହାନନ୍ଦାଙ୍କୁ ଜୁଜୁମରା ବିଡିଓ, ଗାଇସିଲେଟ ବିଡିଓ ପ୍ରବୀଣ ବନୁଆଙ୍କୁ ଫୁଲବାଣୀ ବିଡିଓ, ଖଜୁରୀପଡ଼ା ବିଡିଓ ରବିନ୍ଦ୍ରନାଥ କହଁରଙ୍କୁ ହରଭଙ୍ଗା ବିଡିଓ, ଆମ୍ବଭୋନା ବିଡିଓ ଅନୁପମା ଘୋଷଙ୍କୁ ଖଜୁରିଆପଡ଼ା ବିଡିଓ, ଧର୍ମଶାଳା ବିଡିଓ ଅରବିନ୍ଦ ବେହେରାଙ୍କୁ ଅନୁଗୁଳ ବିଡିଓ, ସିମୁଳିଆ ବିଡିଓ ସୁଧୀର କୁମାର ସିଂହଙ୍କୁ ଔପଦା ବିଡିଓ ଭାବେ ଦାୟିତ୍ୱ ଦିଆଯାଇଛି ।

ସେହିପରି ଔପଦା ବିଡିଓ ଅଭିଶେକ ଦାଶଙ୍କୁ ସିମୁଳିଆ ବିଡିଓ, ଭବାନିପାଟଣା ବିଡିଓ ବିନୟ ଭୋଇଙ୍କୁ କୋକସରା ବିଡିଓ, ମୁରିବାହାଲ ବିଡିଓ ପ୍ରିୟ ରଞ୍ଜନ କୁମାରଙ୍କୁ ବୋଡେନ ବିଡିଓ, ସିନାପାଲି ବିଡିଓ ସଦାଶିବ ନାୟକଙ୍କୁ ବିଷମ କଟକ ବିଡିଓ, ବାମ୍ରା ବିଡିଓ ଅଶ୍ୱନୀ ପଣ୍ଡାଙ୍କୁ କୋଲାବିରା ବିଡିଓ, ନିଶ୍ଚିନ୍ତକୋଇଲି ବିଡିଓ କର୍ଣ୍ଣଦେବ ସମଦରଙ୍କୁ ଲମତାପୁଟ ବିଡିଓ, ଲମତାପୁଟ ବିଡିଓ ସନ୍ଧ୍ୟା ସମର୍ଥଙ୍କୁ କୁନ୍ଦ୍ରା ବିଡିଓ ଭାବେ ଦାୟିତ୍ୱ ଦିଆଯାଇଛି ।

ବାରକୋଟେ ବିଡିଓ ଆକାଶ ରଞ୍ଜନ ସାହୁଙ୍କୁ ଲୋଇସିଂହା ବିଡିଓ, ଗୋଲାମୁଣ୍ଡା ବିଡିଓ ସ୍ନିଗ୍ଧାରାଣୀ ପ୍ରଧାନଙ୍କୁ ଜୟପାଟଣା ବିଡିଓ, ଏମ.ରାମପୁର ବିଡିଓ ଉତ୍ତମ କୁମାର ବାଗଙ୍କୁ କର୍ଲାମୁଣ୍ଡା ବିଡିଓ, ସାଲେପୁର ବିଡିଓ ରାଜୀବ ଦାସଙ୍କୁ ମାଥିଲି ବିଡିଓ, ଜୟପାଟଣା ବିଡିଓ ପ୍ରଣବ କୁମାର ଚାନ୍ଦଙ୍କୁ ଆମ୍ବଭୋନା ବିଡିଓ, କର୍ଲାମୁଣ୍ଡା ବିଡିଓ ପ୍ରିୟଦର୍ସାନୀ ମିର୍ଦ୍ଧାଙ୍କୁ ତିଲେଇବଣି ବିଡିଓ, ବାଣପୁର ବିଡିଓ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ବ୍ରହ୍ମଗିରି ବିଡିଓ ଭାବେ ଦାୟିତ୍ୱ ଦିଆଯାଇଛି । ସେହିପରି ଯଶୀପୁର, ବେତନଟୀ, ରେମୁଣା, ଝୁମ୍ପୁରା, ଫୁଲବାଣୀ, କେଉଁଝର ସଦର, କୁଆଁରମୁଣ୍ଡା, ବିଷମ କଟକ, ବିସ୍ରା, ଢେଙ୍କାନାଳ ସଦର, କୋଲାବିରା, ଘଷିପୁରା, ଲେଫ୍ରିପଡ଼ା, କୋକସରା, ନୟାଗଡ଼, ଅନୁଗୁଳ, ବାଲିଆପାଳ, ମାଥିଲି, ହରଭଙ୍ଗା, ନୀଳଗିରି, ଆଠମଲ୍ଲିକ, ରେଢ଼ାଖୋଲ, ଖଇରପୁଟ, ଔପଦା ବିଡିଓ ବଦଳିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

June 30, 2026
ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version