• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୬ଷ୍ଠ ସାଧାରଣ ପରିଷଦ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
August 14, 2022
in ଓଡ଼ିଶା, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୬ଷ୍ଠ ସାଧାରଣ ପରିଷଦ ବୈଠକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୩ ଅଗଷ୍ଟ ଶନିବାର ) ଭୁବନେଶ୍ୱର :- ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ଆଜି ପୂର୍ବାହ୍ନରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଷଷ୍ଠତମ ସାଧାରଣ ପରିଷଦ ବୈଠକରେ ଅଧ୍ୟକ୍ଷତା କରି କହିଲେ ଯେ, ଶିକ୍ଷା ଗୋଟିଏ ଜାତିର ଭାଗ୍ୟ ପରିବର୍ତ୍ତନ କରିଦେଇପାରେ । ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ହେଉଛି ମୁଖ୍ୟମନ୍ତ୍ରୀଙ୍କର ମାନସ ସନ୍ତାନ । ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ଶିକ୍ଷକମାନଙ୍କୁ ବିଭିନ୍ନ ବିଷୟଭିତ୍ତିକ ପ୍ରଶିକ୍ଷଣ ଏବଂ ସମସ୍ତ ଶିକ୍ଷକଶିକ୍ଷୟିତ୍ରୀ ଛାତ୍ରଛାତ୍ରୀମାନଙ୍କର ଶୈଖିକ ବିକାଶ ଦିଗରେ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ମନ୍ତ୍ରୀ ଶ୍ରୀ ଦାଶ ପରାମର୍ଶ ଦେଇଥିଲେ । କେରାପୁଟ ଜିଲ୍ଲା ପଟାଙ୍ଗୀ ବ୍ଲକ୍‌ ଅଧିନ କୋଟିଆ ଗ୍ରାମପଞ୍ଚାୟତର ଗଞ୍ଜେଇପଦରଠାରେ କାର୍ଯ୍ୟକ୍ଷମ ହୋଇଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବର୍ତ୍ତମାନ ସ୍ଥିତି ଉପରେ ମନ୍ତ୍ରୀ ଶ୍ରୀ ଦାଶ ସନ୍ତୋଷ ପ୍ରକାଶ କରିଥିଲେ ।

ଏଥିରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଶ୍ରୀ ଉପେନ୍ଦ୍ର ତି୍ରପାଠୀ ଯୋଗଦାନ କରି କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ କାର୍ଯ୍ୟକ୍ରମ ସମସ୍ତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ସଂପୂର୍ଣ୍ଣ ଭାବରେ କାର୍ଯ୍ୟକାରୀ କରାଯବା ଆବଶ୍ୟକ । ଏଗୁଡ଼ିକର ସଫଳ ରୂପାୟନ ପାଇଁ ନିୟମିତ ଭାବରେ ସଂଗଠନ ତରଫରୁ ନିରୀକ୍ଷଣ କରାଯିବା ସହିତ ଯାଞ୍ଚ ପ୍ରକ୍ରିୟା ଚାଲୁରହିବା ଉଚିତ ଏବଂ ନିୟମିତ ଭାବରେ ସମସ୍ତ ଶିକ୍ଷକଶିକ୍ଷୟିତ୍ରୀମାନଙ୍କୁ ବିଷୟଭତ୍ତିକ ତାଲିମ ଦେବା ପାଇଁ ବିଭାଗୀୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ ଜେନା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ସମସ୍ତ ଶୈକ୍ଷିକ ଏବଂ ଅଣଶୈକ୍ଷିକ କାର୍ଯ୍ୟକ୍ରମକୁ ଠିକ୍‌ ଭାବରେ ପରିଚାଳନା କରିବା ଉପରେ ଗୁରୁତ୍ୱ ଦେଇଥିଲେ ଏବଂ ସେ୍ୱଚ୍ଛାସେବୀମାନଙ୍କ ଦ୍ୱାରା ପରିଚାଳିତ ବିଭିନ୍ନ ଅନୁଷ୍ଠାନମାନଙ୍କ ସହାୟତାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କ ବିକାଶ ନିମନ୍ତେ ଆବଶ୍ୟକତୀୟ ତାଲିମ ପ୍ରଦାନର ପ୍ରଚେଷ୍ଟା କରିବା ଉଚିତ ବୋଲି ଶ୍ରୀ ଜେନା ମତବ୍ୟକ୍ତ କରିଥିଲେ ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଏସ୍‌. ଆଶ୍ୱସ୍ଥୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକର ସାମଗ୍ରୀକ ବିକାଶ ଉପରେ ଗୁରୁତ୍ୱାରୋପ କରି ସମସ୍ତ ଅଧିକାରୀମାନଙ୍କୁ ସଠିକ୍‌ ଭାବରେ କାର୍ଯ୍ୟକ୍ରମର ସୁପରିଚାଳନା କରବାକୁ ପରାମର୍ଶ ଦେଇଥିଲେ । ଏହି ପରିଷଦ ବୈଠକରେ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ (ଓସେପା) ଶ୍ରୀ ଅନୁପମ ଶାହାଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀବୃନ୍ଦ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଶେଷରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ୱାର୍ଡ ମେମ୍ବରଙ୍କ ମାନବିକତା, ଦୁସ୍ଥ କବିଙ୍କୁ ସାହାଯ୍ୟ

ୱାର୍ଡ ମେମ୍ବରଙ୍କ ମାନବିକତା, ଦୁସ୍ଥ କବିଙ୍କୁ ସାହାଯ୍ୟ

March 14, 2026
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ଖାଣ୍ଟି ସୁନା

ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ଖାଣ୍ଟି ସୁନା

March 14, 2026
Empreo Announces “Empro Carnival”: A Spectacular Multi-Day Automotive Extravaganza in Bhubaneswar

Empreo Announces “Empro Carnival”: A Spectacular Multi-Day Automotive Extravaganza in Bhubaneswar

March 14, 2026
Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

ମୋବାଇଲ କ୍ରେଚେସ୍‌ ଓଡ଼ିଶାରେ ଗୁଣାତ୍ମକ ଶିଶୁ ଯତ୍ନକୁ ସମ୍ପ୍ରସାରିତ କରିବାକୁ ଏକ ବହୁ-କ୍ଷେତ୍ରୀୟ ସହଭାଗୀତା ‘ସ୍ନେହ ମଣ୍ଡଳସ୍‌’ ନିମନ୍ତେ ଆହ୍ୱାନ ଦେଉଛି

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ୱାର୍ଡ ମେମ୍ବରଙ୍କ ମାନବିକତା, ଦୁସ୍ଥ କବିଙ୍କୁ ସାହାଯ୍ୟ

ୱାର୍ଡ ମେମ୍ବରଙ୍କ ମାନବିକତା, ଦୁସ୍ଥ କବିଙ୍କୁ ସାହାଯ୍ୟ

March 14, 2026
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ଖାଣ୍ଟି ସୁନା

ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ଖାଣ୍ଟି ସୁନା

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version