• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜୁ ଜନତା ଦଳର ୨୫ବର୍ଷ ପୂର୍ତ୍ତି ଅବସରରେ ରଣପୁର ନିର୍ବାଚନ ମଣ୍ଡଳୀର ବିଜୁ ଯୁବ ଜନତା ଦଳ ପକ୍ଷରୁ ରାଜସୁନାଖଳା ରେଳ ଷ୍ଟେସନ ଠାରେ ବୃକ୍ଷରୋପଣ

Proprietor Abhimanyu Maharana by Proprietor Abhimanyu Maharana
August 14, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ବିଜୁ ଜନତା ଦଳର ୨୫ବର୍ଷ ପୂର୍ତ୍ତି ଅବସରରେ ରଣପୁର ନିର୍ବାଚନ ମଣ୍ଡଳୀର ବିଜୁ ଯୁବ ଜନତା ଦଳ ପକ୍ଷରୁ ରାଜସୁନାଖଳା ରେଳ ଷ୍ଟେସନ ଠାରେ ବୃକ୍ଷରୋପଣ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୪ ଅଗଷ୍ଟ ରବିବାର ) ରଣପୁର :- ବିଜୁ ଜନତା ଦଳର ୨୫ ବର୍ଷ ପୂର୍ତ୍ତି ଅବସରରେ ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ରାଜ୍ୟ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ୱାନ ଓ ମାନ୍ୟବର ରଣପୁର ବିଧାୟକ ତଥା ନୟାଗଡ଼ ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନଙ୍କ ନିର୍ଦ୍ଦେଶ କ୍ରମେ ନୟାଗଡ଼ ଜିଲ୍ଲା ରଣପୁର ନିର୍ବାଚନ ମଣ୍ଡଳୀର ବିଜୁ ଯୁବ ଜନତା ଦଳ ତରଫରୁ ରାଜସୁନାଖଳା ଜୋନର ରାଜସୁନାଖଳା ଗ୍ରା:ପ ସ୍ଥିତ ରାଜସୁନାଖଳା ରେଲୱେ ଷ୍ଟେସନ ନିକଟରେ ଓ ନରେନ୍ଦ୍ରପୁର ଗ୍ରା:ପର ମା’ କଂକଳି ମନ୍ଦିର ପାଶ୍ୱବର୍ତ୍ତୀ ଅଂଚଳରେ “ବୃକ୍ଷରୋପଣ ଓ ପରିବେଶ ସଚେତନତା” କାର୍ଯ୍ୟକ୍ରମ,

ରଣପୁର ନିର୍ବାଚନ ମଣ୍ଡଳୀର ବିଜୁ ଯୁବ ଜନତା ଦଳର ସଭାପତି ତଥା ଆଇନଜୀବି ରାଜୀବ ଲୋଚନ ପ୍ରଧାନଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଅଛି l ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ନୟାଗଡ଼ ଜିଲ୍ଲା ବିଜୁ ଯୁବ ଜନତା ଦଳର ସଭାପତି ରମେଶ ଚନ୍ଦ୍ର ସାହୁ, ସମ୍ମାନିତ ଭାବରେ ନୟାଗଡ଼ ଜିଲ୍ଲା ଯୁବ ବିଜେଡି ସମ୍ପାଦକ ସୁଧାଂଶୁ ଶେଖର ପ୍ରଧାନ,ନରେନ୍ଦ୍ରପୁର ସରପଞ୍ଚ ତ୍ରିନାଥ ରାଉତ,ରାଜସୁନାଖଳା ଗ୍ରା:ପ ସରପଞ୍ଚ ଚିତ୍ତ ରଞ୍ଜନ ପ୍ରଧାନ,ବରିଷ୍ଠ ସାମ୍ବାଦିକ ପ୍ରଶନ୍ନ ସ୍ୱାଇଁ,ସାମାଜିକ କର୍ମୀ ଅପର୍ଣ୍ଣା ମିଶ୍ର,ସନ୍ତୋଷ କୁମାର ବରାଡ଼, ହରିହର ସାହୁ , ପ୍ରବୀଣ କୁମାର ରଥ, ଅମର ନାୟକ ,

ରତ୍ନାକର ରାଉତ, ସାମ୍ବାଦିକ ଯାଦୁନାଥ ସାମନ୍ତରାୟ,ରାକେଶ ପାଢ଼ୀ, ଜିତେନ୍ଦ୍ର ସାହୁ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ସାମାଜିକ କର୍ମୀ, ସାମ୍ବାଦିକ ଓ ବିଜେଡି କାର୍ଯ୍ୟକର୍ତ୍ତା ଯୋଗ ଦେଇ ବୃକ୍ଷରୋପଣ ଓ ପରିବେଶ ସଚେତନତା କାର୍ଯ୍ୟକ୍ରମରେ ସାମିଲ ହୋଇଥଲେ । ଆଗାମୀ ଦିନରେ ବିଜୁ ଜନତା ଦଳର ନିର୍ଦେଶ କ୍ରମେ ତାହାର ପ୍ରମୁଖ ଛାମୁଆ ସଂଗଠନ ବିଜୁ ଯୁବଛାତ୍ର ଜନତା ଦଳ ପକ୍ଷରୁ ଆହୁରି ପରିବେଶ ସଚେତନତା କାର୍ଯ୍ୟକ୍ରମ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ବ୍ୟାପକ ଭାବରେ କରାଯିବା ବୋଲି ଅତିଥିମାନେ ମତାମନ୍ତବ୍ୟ ଦେଇଥଲେ ।

ତତସହିତ ରଣପୁର ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳକୁ ଆହୁରି ମଜବୁତ କରିବା ସହ ବ୍ୟାପକ କାର୍ଯ୍ୟକ୍ରମ କରିବା ପାଇଁ ରଣପୁର ନିର୍ବାଚନ ମଣ୍ଡଳୀ ବିଜୁ ଯୁବ ଜନତା ଦଳର ସଭାପତି ତଥା ଆଇନଜୀବି ରାଜିବ ଲୋଚନ ପ୍ରଧାନ ଉପସ୍ଥିତ ସମସ୍ତଙ୍କୁ ଶପଥ ପାଠ କରାଇଥିଲ l କାର୍ଯ୍ୟକ୍ରମ ପରେ ସମସ୍ତଙ୍କୁ ତୀରଙ୍ଗା ଧ୍ବଜା ବଣ୍ଟନ କରାଯାଇଥିଲା l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା, ଉଦ୍‌ଯାପିତ ହେଲା ମଝିଆଖଣ୍ଡ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’

ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା, ଉଦ୍‌ଯାପିତ ହେଲା ମଝିଆଖଣ୍ଡ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’

October 19, 2026
ଜ୍ୟୋତିର୍ମୟୀଙ୍କ ଆତ୍ମଜୀବନୀ ‘ଥମିନି ଜୀବନ ସ୍ରୋତ’ ଲୋକାର୍ପିତ

ଜ୍ୟୋତିର୍ମୟୀଙ୍କ ଆତ୍ମଜୀବନୀ ‘ଥମିନି ଜୀବନ ସ୍ରୋତ’ ଲୋକାର୍ପିତ

October 19, 2026
ଖଣ୍ଡପଡା ଅଞ୍ଚଳରେ ଶାରଦୀୟ ଦୁର୍ଗାପୂଜା ଆରମ୍ଭ

ଖଣ୍ଡପଡା ଅଞ୍ଚଳରେ ଶାରଦୀୟ ଦୁର୍ଗାପୂଜା ଆରମ୍ଭ

October 18, 2026
ପାଣି ମିଟର ଚୋରି ପରେ ଏବେ ପାଣି ଚାମ୍ବର ଉପରେ ପଡିଥିବା ସିମେଣ୍ଟ କଂକ୍ରିଟ ସ୍ଲାବ ଗୁଡିକୁ ଭଙ୍ଗାରୁଜା କରୁଛନ୍ତି ଦୁବୃର୍ତ୍ତ

ପାଣି ମିଟର ଚୋରି ପରେ ଏବେ ପାଣି ଚାମ୍ବର ଉପରେ ପଡିଥିବା ସିମେଣ୍ଟ କଂକ୍ରିଟ ସ୍ଲାବ ଗୁଡିକୁ ଭଙ୍ଗାରୁଜା କରୁଛନ୍ତି ଦୁବୃର୍ତ୍ତ

October 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା, ଉଦ୍‌ଯାପିତ ହେଲା ମଝିଆଖଣ୍ଡ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’

ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା, ଉଦ୍‌ଯାପିତ ହେଲା ମଝିଆଖଣ୍ଡ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’

October 19, 2026
ଜ୍ୟୋତିର୍ମୟୀଙ୍କ ଆତ୍ମଜୀବନୀ ‘ଥମିନି ଜୀବନ ସ୍ରୋତ’ ଲୋକାର୍ପିତ

ଜ୍ୟୋତିର୍ମୟୀଙ୍କ ଆତ୍ମଜୀବନୀ ‘ଥମିନି ଜୀବନ ସ୍ରୋତ’ ଲୋକାର୍ପିତ

October 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version