• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମାହାଙ୍ଗା ଓ ବଡ଼ଚଣା ବ୍ଲକର ଗଣମାଧ୍ୟମ ପ୍ରତିନିଧିଙ୍କୁ ସମ୍ବର୍ଦ୍ଧନା

Proprietor Abhimanyu Maharana by Proprietor Abhimanyu Maharana
May 24, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ମାହାଙ୍ଗା ଓ ବଡ଼ଚଣା ବ୍ଲକର ଗଣମାଧ୍ୟମ ପ୍ରତିନିଧିଙ୍କୁ ସମ୍ବର୍ଦ୍ଧନା
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍‌ ( ୨୪ ମଇ, ରବିବାର ) କଟକ , ମାହାଙ୍ଗା :- ସମ୍ପ୍ରତି କୋଭିଡ ମହାମାରୀ ସାରା ବିଶ୍ୱକୁ କବଳିତ କରି ଦିନକୁ ଦିନ ନିଜର କାୟା ବିସ୍ତାର କରୁଛି । ଏହି ପରିପ୍ରେକ୍ଷୀରେ ଏହାର ନିରାକରଣ ପାଇଁ କେବଳ ସଚେତନତା ଓ ସାମାଜିକ ଦୂରତା ଏକମାତ୍ର ବିକଳ୍ପ ହୋଇଛ । ସମାଜରେ ଜନସାଧାରଙ୍କୁ କୋଭିଡ ସମ୍ପର୍କରେ ସଚେତନ କରିବାପାଇଁ ଗଣମାଧ୍ୟମ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । ଏଥି ନେଇ ଆଜି ମାହାଙ୍ଗା ବ୍ଲକ ପଣସପୁର ଇଶାଣେଶ୍ୱର ମହାଦେବ ମନ୍ଦିର ଠାରେ ମାହାଙ୍ଗା ଓ ବଡଚଣାର ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ମାହାଙ୍ଗାର ଯୁବ ଆଇନଜୀବୀ ଆଲୋକ ଜେନାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଥିଲା ।

ଏଥିରେ ମାହାଙ୍ଗା ପ୍ରେସ କ୍ଲବର ସଭାପତି ସାମ୍ବାଦିକ ଦୀପକ ସାହୁ, କାର୍ଯ୍ୟକାରୀ ସଭାପତି ତଥା ସମାଜ ର ସାମ୍ବାଦିକ ଲଷ୍ମୀଧର ଖୁଣ୍ଟିଆ, ସଂଗଠନ ସମ୍ପାଦକ ତାପସ ବିଶ୍ୱାଳ, ଉପସଭାପତି ଅଶୋକ ଦାଶ, ଅମୀୟ ନାୟକ, କୋଷାଧକ୍ଷ ରମେଶ ସାହୁ, ସାମ୍ବାଦିକ ଅର୍ଜୁନ ସାହୁ, ଶୈଳେନ୍ଦ୍ର ସାହୁ, କିଶୋର ରାଉତ, ବଡଚଣାର ବରିଷ୍ଠ ସାମ୍ବାଦିକ ଭକ୍ତଚରଣ ସାହୁ, ସାମ୍ବାଦିକ ପ୍ରଦୀପ୍ତ ପୃଷ୍ଟି, ସାମ୍ବାଦିକ ତଥା ସମାଜ ପ୍ରତିନିଧି ବୀରେନ୍ଦ୍ର ନାୟକ, ପ୍ରଫୁଲ ପଣ୍ଡା, ସାମ୍ବାଦିକ ସର୍ବଶ୍ରୀ ସୁମନ୍ତ ଭୂୟାଁ, ସତ୍ୟାନନ୍ଦ ମଲିକ, ପ୍ରଦୀପ୍ତ ମହାରଣା, ଏକାଦଶୀ ସେଠି, ପ୍ରକଶ ଚନ୍ଦ୍ର ସିଂହ,ଅଜୟ ଜେନା ତୁଷାରରଞ୍ଜନ ଜେନା, ରାକେଶ ବାରିକ, ପ୍ରବାସ କୁ ଦାସ, ୱେବ ମିଡ଼ିଆର ପ୍ରତିନିଧି ସୁରେନ୍ଦ୍ର ସାମଲ, ଇକବାଲ ହୁସେନ ଦିଲୀପ ସାହୁ ଗିରିଜା ସାହୁ, ଉତ୍କଳ ସାମଲ, ଡମ୍ବରୁଧର ବେହେରା,

ସଂଜିତ ସାମଲ ପ୍ରମୁଖଙ୍କୁ ମାସ୍କ, ଉତ୍ତରିୟ ଦେଇ କରୋନା ଯୋଦ୍ଧା ସମ୍ମାନ ରେ ସମ୍ମାନିତ କରାଯାଇଥିଲା, ଏହି ଅବସରରେ ମାହାଙ୍ଗା ପ୍ରେସ କ୍ଲବ ପକ୍ଷରୁ ଦୀପକ ସାହୁ ଓ ମାହାଙ୍ଗା କିନ୍ନର ସଂଘ ପକ୍ଷରୁ ପଦ୍ମିନୀ ବେହେରା ସମାଜ ସେବି ତଥା ଯୁବ ଆଇନଜୀବୀ ଆଲୋକ ଜେନାକୁ ଉପଢୌକନ ଦେଇ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା, ଯୁବ ଆଇନଜୀବୀଙ୍କ ଏଭଳି କାର୍ଯ୍ୟ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ଆଗକୁ କାର୍ଯ୍ୟ କରିବା ପାଇଁ ପ୍ରେରଣା ଦେବ ବୋଲି ବୁଦ୍ଧିଜୀବୀ ମାନେ ମତ ପ୍ରକାଶ କରିବା ସହ ଏହାକୁ ସ୍ୱାଗତ କରିଚନ୍ତି । ଏହି କାର୍ଯ୍ୟ କ୍ରମରେ ଗୁରୁଦାସ ସାହୁ ପିନାକ ପ୍ରସାଦ ଜେନା, ଧରିତ୍ରୀ ଜେନା ଗାୟତ୍ରୀ ଜେନା ସଂଜିତ ବେହେରା, ଭାଗ୍ୟଶ୍ରୀ ମହାରଣା, ଅର୍ଚନା ଦାସ ପ୍ରମୁଖ ସହଯୋଗ କରିଥିଲେ । ( ରିପୋର୍ଟ /ଲଷ୍ମୀଧର ଖୁଣ୍ଟିଆ )

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

ସିଆଇଆଇ ଓଏମସିଇ ୨୦୨୬ ଉଦ୍‌ଘାଟିତ : ରଣନୈତିକ ଆଲୋଚନା ଓ ସହଭାଗିତା ପାଇଁ ଶିଳ୍ପ ନେତାଙ୍କ ଆହ୍ୱାନ

March 19, 2026
CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

March 19, 2026
ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

March 19, 2026
ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

March 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

ସିଆଇଆଇ ଓଏମସିଇ ୨୦୨୬ ଉଦ୍‌ଘାଟିତ : ରଣନୈତିକ ଆଲୋଚନା ଓ ସହଭାଗିତା ପାଇଁ ଶିଳ୍ପ ନେତାଙ୍କ ଆହ୍ୱାନ

March 19, 2026
CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

March 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version