• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା ମୋହନା ବ୍ଲକ କଟମା ପଞ୍ଚାୟତର : ଖଣ୍ଡବା ଗ୍ରାମ ବିଦ୍ଯାଳକୁ ପାଠ ପଢିବା ପାଇଁ କାଠପୋଲ ଭରଷା – ବାଜିରେ ଲାଗୁଛି ଛାତ୍ର ଛାତ୍ରୀଙ୍କ ଜୀବନ

Proprietor Abhimanyu Maharana by Proprietor Abhimanyu Maharana
August 16, 2022
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ମୋହନା ବ୍ଲକ କଟମା ପଞ୍ଚାୟତର : ଖଣ୍ଡବା ଗ୍ରାମ ବିଦ୍ଯାଳକୁ ପାଠ ପଢିବା ପାଇଁ କାଠପୋଲ ଭରଷା – ବାଜିରେ ଲାଗୁଛି ଛାତ୍ର ଛାତ୍ରୀଙ୍କ ଜୀବନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ଅଗଷ୍ଟ ସୋମବାର ) ପାରଳାଖେମୁଣ୍ଡି :- ଛାତ୍ରଛାତ୍ରୀ ମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରି ସ୍ମାର୍ଟ କରାଇବା ଉଦ୍ଦେଶ୍ୟରେ ଅନେକ ଯୋଜନା ମାଧ୍ୟମରେ ରାଜ୍ୟ ସରକାର ରାଜକୋଷରୁ ବ୍ୟୟ କରୁଛନ୍ତି କୋଟି କୋଟି ଟଙ୍କା । ତଥାପି ସ୍ଥାନୀୟ ବ୍ଳକର ବିଭିନ୍ନ ଅଞ୍ଚଳରେ ସୁଧୁରି ପାରୁନି ଶିକ୍ଷା ବ୍ୟବସ୍ଥା । ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ କଟାମା ପଞ୍ଚାୟତ ଅଧିନ ଖଣ୍ଡବା ସରକାରୀ ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରେ ଥିବା ବିପଦପୂର୍ଣ୍ଣ କାଠପୋଲ ଉପର ଦେଇ ପ୍ରତ୍ୟେକ ଦିନ ବିଦ୍ୟାଳୟକୁ କୋମଳମତି ଛାତ୍ର ଛାତ୍ରୀମାନେ ପାଠ ପଢିବା ପାଇଁ ଯାଆନ୍ତି।

ଗ୍ରାମବାସୀମାନେ ମଧ୍ୟ ଏହି କାଠପୋଲ ଉପରେ ଚାଲିବା ବେଳେ ତଳ ଉପର ହୋଇ ଦୋହଲୁଛି କାଠ ।ଟିକିଏ ଅସାବଧାନତା ହେଲେ ପିଲାମାନେ ପଡିଯିବାର ଭୟ ମଧ୍ଯ ରହିଛି ।ଦେଖିଲେ ଲାଗୁଛି କାଳେ ପିଲାମାନେ ପଡିଯିବେ କି ? ଏହି ଭୟ ମଧ୍ୟ ରହୁଛି। ତଥାପି ଏମିତି ବିପଦପୂର୍ଣ୍ଣ କାଠପୋଲ ଉପରେ ଦୈନନ୍ଦିନ ଯାତାୟତ କରୁଛନ୍ତି ଛାତ୍ରଛାତ୍ରୀ ଓ ଗ୍ରାମବାସୀ ।ଏହି ଗ୍ରାମଟି ଦୂର୍ଗମ ତଥା ଉପାନ୍ତ ଅଞ୍ଚଳରେ ରହିଥିବା ବେଳେ ଏହି ଗ୍ରାମାଞ୍ଚଳର ଛାତ୍ରଛାତ୍ରୀଙ୍କୁ ଶିକ୍ଷା ପ୍ରଦାନ କରିବା ପାଇଁ ୨୦୧୩ ମସିହାରେ ସରକାର ପ୍ରତିଷ୍ଠା କରିଥିଲେ ଗୋଟିଏ ସରକାରୀ ପ୍ରାଥମିକ ବିଦ୍ୟାଳୟ ।

୧ମ ରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ଗ୍ରାମର ୨୦ରୁ ଉର୍ଦ୍ଧ୍ବ ଛାତ୍ର ଛାତ୍ରୀ ଶିକ୍ଷା ଗ୍ରହଣ କରୁଥିବା ବେଳେ ଶିକ୍ଷା ଦାନ ପାଇଁ ୨ ଜଣ ଶିକ୍ଷକ ମଧ୍ୟ ନିଯୁକ୍ତ ହୋଇଛନ୍ତି । ହେଲେ ବିଦ୍ୟାଳୟ ଯିବା ପୂର୍ବରୁ ବିଦ୍ୟାଳୟ ସମ୍ମୁଖରେ ଗୋଟିଏ ନାଳ ରହିଛି । ଯାହାକି ବର୍ଷା ଦିନ ହୋଇଗଲେ ଗାଁ ଠାରୁ ବିଦ୍ୟାଳୟକୁ ଛାତ୍ରଛାତ୍ରୀ ଯିବା ଅସମ୍ଭବ । ତେଣୁ ଗ୍ରାମବାସୀଙ୍କ ମିଳିତ ଉଦ୍ୟମରେ ଏଠାରେ କାଠପୋଲ ନିର୍ମାଣ ହୋଇଛି । ଆଉ ଏହି ବିପଦସଂକୁଳ ପୋଲ ଉପର ଦେଇ ଏମିତି ଦୈନନ୍ଦିନ ଯାତୟତ କରୁଛନ୍ତି ଉଭୟ ଛାତ୍ରଛାତ୍ରୀ ଓ ଗ୍ରାମବାସୀ । ତେଣୁ ଗ୍ରାମବାସୀ ଏଠାରେ ପୋଲ ନିର୍ମାଣ ପାଇଁ ସରକାରଙ୍କୁ ବାରମ୍ବାର ଅଭିଯୋଗ କରି ଆସୁଥିଲେ ମଧ୍ୟ ଏଥିପାଇଁ କେହି ଗୁରୁତ୍ୱ ଦେଉନଥିବା କହିଛନ୍ତି ।

ବିଦ୍ୟାଳୟକୁ ଯାତାୟତର ସୁବିଧା ପାଇଁ ଏଠାରେ ଗୋଟିଏ କଂକ୍ରିଟ ପୋଲ ସରକାର ନିର୍ମାଣ କରିଦିଅନ୍ତୁ ବୋଲି ଅନୁରୋଧ କରିଛନ୍ତି ଛାତ୍ରଛାତ୍ରୀ । ଅନ୍ୟପଟେ ବିଦ୍ୟାଳୟ ପରିସରରେ ଲଟାବୁଦା ମାଡିଗଲାଣି ।ନା ଅଛି ରୋଷେଇ ଘର ନା ଅଛି ଶୌଚାଳୟର ବ୍ୟବସ୍ଥା ।ବର୍ଷା ଦିନେ ଛାତରୁ ଗଳୁଛି ପାଣି । ପାନୀୟଜଳ କଥା ନକହିବା ଭଲ ।ଏମିତି ପାହାଡିଆ ଝରଣା ଜଳକୁ ସଂରକ୍ଷିତ କରି ସ୍କୁଲ ପରିସରରେ ପାଣି ଟାଙ୍କି ବ୍ୟବସ୍ଥା କରାଯାଇ ଅସ୍ୱାସ୍ଥ୍ୟକର ପରିବେଶ ମଧ୍ୟରେ ଷ୍ଟାଣ୍ଡ ପୋଷ୍ଟ ବସାଯାଇଛି ।ସେଥିରୁ ଅହରହ ପାଣି ବାହାରୁଥିବା ବେଳେ ପରିଷ୍କାର ପରିଚ୍ଛନ୍ନ କରାଯାଉନଥିବାରୁ ଦୂଷିତ ପରିବେଶ ସୃଷ୍ଟି ହୋଇଛି।ଆଉ ସେଠାର ପାଣିକୁ ହିଁ ପାନୀୟଜଳ ରୂପେ ବ୍ୟବହାର କରାଯାଉଛି ।

ଏଭଳି ପାଣି ବ୍ୟବହାର କରିବା ଦ୍ବାରା ଗାଁରେ କେତେବେଳେ ଯେ ମହାମାରୀ ବ୍ୟାପିବାର ଯଥେଷ୍ଟ ସଂଭାବନା ରହିଛି । ଏଭଳି ସମସ୍ୟାର ସମାଧାନ କରିବା ନେଇ ନେତା ଓ ସରକାରୀ ବାବୁଙ୍କୁ ଗୁହାରୀ ଜଣାଇଲେ ମଧ୍ୟ କୌଣସି ସୁଫଳ ମିଳୁନଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।କିଛି ଦିନ ତଳେ ଏହି ଗ୍ରାମକୁ ପରିଦର୍ଶନ କରିଥିଲେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷା କୁନ୍ତଳା ମଳିକ ।ଏନେଇ ସେ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରି ଏହି ସମସ୍ୟାର ସମାଧାନ କରାଯିବ ବୋଲି କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0

ଓଡ଼ିଶାରେ ଗାଣପତ୍ୟ ଉପାସନା ଶ୍ରୀଜଗନ୍ନାଥ ଚେତନାର ଏକ ପ୍ରମୁଖ ଅଙ୍ଗ

September 18, 2026
ତାରିଣୀପୀଠରେ ଶତାଧିକ କୃଷକଙ୍କ ସମାଗମ ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ

ତାରିଣୀପୀଠରେ ଶତାଧିକ କୃଷକଙ୍କ ସମାଗମ ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ

September 18, 2026
ନୟାଗଡ଼ରେ ବିଜେପିର ମିଶ୍ରଣ ପର୍ବ : ପଦ୍ମ ଧରିଲେ ବିରୁଡ଼ା ପଞ୍ଚାୟତର ବିଜେଡି କର୍ମୀ

ନୟାଗଡ଼ରେ ବିଜେପିର ମିଶ୍ରଣ ପର୍ବ : ପଦ୍ମ ଧରିଲେ ବିରୁଡ଼ା ପଞ୍ଚାୟତର ବିଜେଡି କର୍ମୀ

September 18, 2026
ଓଡିଆ ଭାଷା ସାହିତ୍ୟ ତଥା ସଂସ୍କୃତିର ଗବେଷଣା ପାଇଁ ସମର୍ପିତ ଥିଲେ ପଣ୍ଡିତ ବିନାୟକ ମିଶ୍ର

ଓଡିଆ ଭାଷା ସାହିତ୍ୟ ତଥା ସଂସ୍କୃତିର ଗବେଷଣା ପାଇଁ ସମର୍ପିତ ଥିଲେ ପଣ୍ଡିତ ବିନାୟକ ମିଶ୍ର

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଶାରେ ଗାଣପତ୍ୟ ଉପାସନା ଶ୍ରୀଜଗନ୍ନାଥ ଚେତନାର ଏକ ପ୍ରମୁଖ ଅଙ୍ଗ

September 18, 2026
ତାରିଣୀପୀଠରେ ଶତାଧିକ କୃଷକଙ୍କ ସମାଗମ ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ

ତାରିଣୀପୀଠରେ ଶତାଧିକ କୃଷକଙ୍କ ସମାଗମ ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version