• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ୭୬ ତମ ସ୍ୱାଧୀନତା ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
August 16, 2022
in ଓଡ଼ିଶା, କ୍ରୀଡ଼ା, ଖେଳ, ମହାନଗର, ହୋମ୍
0
କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ୭୬ ତମ ସ୍ୱାଧୀନତା ଦିବସ ପାଳିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୬ ଅଗଷ୍ଟ ମଙ୍ଗଳବାର ) ଭୁବନେଶ୍ୱର :- କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଠାରେ ୭୬ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି I ଆଜି ପୂର୍ବାହ୍ନ ୮.୩୦ ସମୟରେ ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ତଥା ଓଡିଶା ହକି ପ୍ରମୋସନ କାଉନସିଲର ଅଧକ୍ଷ ପଦ୍ମଶ୍ରୀ ଦିଲୀପ ତିର୍କୀ ଜାତୀୟ ପତାକା ଉତ୍ତୋଳନ କରିଵା ସହ ଉପସ୍ଥିତ କ୍ରୀଡ଼ାବିତ ଓ ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେଇଥିଲେ I ପରେ ନଅ ଗୋଟି ଦଳ ଦ୍ୱାରା ପ୍ୟାରେଡ଼ ଅନୁଷ୍ଠିତ ହୋଇଥିଲା I

କ୍ରୀଡା ଓ ଯୁବସେବା ବିଭଗ ପକ୍ଷରୁ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଅନୁଷ୍ଠିତ କୁଇଜ଼, ଚିତ୍ରାଙ୍କନ, ଅନ୍ତାକ୍ଷରି, ରଙ୍ଗୋଲି, ମ୍ୟୁଜିକ ଚେୟାର, ଟଗ ଅଫ ୱାର, ବ୍ୟାଡମିଣ୍ଟନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ଏହି ଅବସରରେ ପୁରସ୍କୃତ କରାଯାଇଥିଲା I ଏଥିସହିତ ଯୁକ୍ତ ୨ କଳା ପରୀକ୍ଷାରେ ଭଲ ନମ୍ବର ରଖିଥିବା ବାସ୍କେଟବଲ ଖେଳାଳି ଜତୀନ କୁମାର ବାରିକଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା I

ଏହି ଅବସରରେ ବିଭିନ୍ନ କ୍ରୀଡ଼ାବିତ ଓ ଛାତ୍ରଛାତ୍ରୀଙ୍କ ଦ୍ୱାରା ଚିତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା I ଏହି ପତାକା ଉତ୍ତୋଳନ ଉତ୍ସବରେ ବିଭାଗର ଯୁଗ୍ମଶାସନ ସଚିବ ବିଜୟାନନ୍ଦ ନାୟକ ଏବଂ ଶୈଳେନ୍ଦ କୁମାର ଜେନାଙ୍କ ସମେତ ସମସ୍ତ ଅଧିକାରୀ ଏବଂ କର୍ମଚାରୀମାନେ ଯୋଗଦେଇଥିଲେ I

ସେହିପରି ଆଜି ବିଜୁ ପଟ୍ଟନାୟକ ସ୍ୱଇମିଙ୍ଗ ପୁଲ ପରିସରରେ ଅନ୍ୟ ଏକ ବିଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା I ଏଥିରେ ଶ୍ରୀ ଅଶୋକ ବରାଳ ପାଣିରେ ଭାସି ତ୍ରିରଙ୍ଗା ପତାକା ଉଡ଼ାଇଥିଲେ I ଏଥି ସହିତ ଗଭୀର ଜଳରେ ବିନା ଗୋଡ ହାତ ହଲାଇ କିପରି ଭାସି ହେବ ସେ କୌଶଳ ସ୍ପୋର୍ଟସ ହଷ୍ଟେଲର ଛାତ୍ରଛାତ୍ରୀଙ୍କୁ ଶିଖାଇଥିଲେ I

ଏଥିରେ ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ, ଫୋରମ୍ ଫର ସ୍ମାର୍ଟର ପ୍ରତିଷ୍ଠାତା ସଦସ୍ୟ ତଥା ସଂଙ୍କଳ୍ପ ଟିଭିର ପ୍ରତିଷ୍ଠାତା ଅଶୋକ ଦାସ ଅତିଥି ଭାବେ ଯୋଗ ଦେଇଥିଲେ I

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବରିଷ୍ଠ ସମାଜସେବୀ ତଥା ଠିକାଦାର ପଦ୍ମ ଚରଣ ପାଣିଗ୍ରାହୀଙ୍କ ପରଲୋକ : ବିଭିନ୍ନ ମହଲରୁ ଶୋକ ପ୍ରକାଶ

ବରିଷ୍ଠ ସମାଜସେବୀ ତଥା ଠିକାଦାର ପଦ୍ମ ଚରଣ ପାଣିଗ୍ରାହୀଙ୍କ ପରଲୋକ : ବିଭିନ୍ନ ମହଲରୁ ଶୋକ ପ୍ରକାଶ

July 1, 2026
Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବରିଷ୍ଠ ସମାଜସେବୀ ତଥା ଠିକାଦାର ପଦ୍ମ ଚରଣ ପାଣିଗ୍ରାହୀଙ୍କ ପରଲୋକ : ବିଭିନ୍ନ ମହଲରୁ ଶୋକ ପ୍ରକାଶ

ବରିଷ୍ଠ ସମାଜସେବୀ ତଥା ଠିକାଦାର ପଦ୍ମ ଚରଣ ପାଣିଗ୍ରାହୀଙ୍କ ପରଲୋକ : ବିଭିନ୍ନ ମହଲରୁ ଶୋକ ପ୍ରକାଶ

July 1, 2026
Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version