• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାଲେଶପଟ୍ଟା ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଆଶ୍ରମରେ ଜନ୍ମାଷ୍ଟମୀ ଉତ୍ସବ ଓ ସ୍ବାମୀଜୀଙ୍କ ୧୪ତମ ଶ୍ରାଦ୍ଧବାର୍ଷିକୀ ପାଳନ : ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

Proprietor Abhimanyu Maharana by Proprietor Abhimanyu Maharana
August 18, 2022
in ଓଡ଼ିଶା, କନ୍ଧମାଳ, ହୋମ୍
0
ଜାଲେଶପଟ୍ଟା ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଆଶ୍ରମରେ ଜନ୍ମାଷ୍ଟମୀ ଉତ୍ସବ ଓ ସ୍ବାମୀଜୀଙ୍କ ୧୪ତମ ଶ୍ରାଦ୍ଧବାର୍ଷିକୀ ପାଳନ : ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୮ ଅଗଷ୍ଟ ଗୁରୁବାର ) ବାଲିଗୁଡ଼ା :- ପବିତ୍ର ଜନ୍ମାଷ୍ଟମୀ । କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ବ୍ଲକ୍ ଜାଲେଶପଟ୍ଟା ଆଶ୍ରମରେ ମହା ଆଡ଼ମ୍ବରରେ ପାଳନ ହୋଇଛି ଏହି ଉତ୍ସବ । ଏଥିସହିତ ଏହି ତିଥିରେ ପାଳନ ହୋଇଛି ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୪ତମ ଶ୍ରାଦ୍ଧ ବାର୍ଷୀକି । ଏନେଇ ସମଗ୍ର କନ୍ଧମାଳ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ମହାମାରୀ କରୋନା କଟକଣା ଯୋଗୁଁ ଗତ ଦୁଇବର୍ଷ ହେଲା ନିରାଡ଼ମ୍ବର ଭାବେ ଏହି ଉତ୍ସବ ପାଳନ ହେଉଥିଲା କିନ୍ତୁ ଚଳିତ ବର୍ଷ କଟକଣା କୋହଳ ହୋଇଥିବାରୁ ଚକାପାଦ ଓ ଜଲେଶପଟ୍ଟା ଆଶ୍ରମରେ ସ୍ବାଭାବିକ ଭାବେ ପାଳନ ହେଉଛି ଉତ୍ସବ । ଏଥିରେ ବହୁ ସାଧୁ,ସନ୍ଥ ଓ ଶତାଧିକ ସ୍ବାମୀଜୀଙ୍କ ଶ୍ରଦ୍ଧାଳୁ ଯୋଗ ଦେଇଛନ୍ତି ।

ଜଲେଶପଟ୍ଟା ଆଶ୍ରମ ମୁଖ୍ୟ ସ୍ବାମୀ ଜୀବନ ମୁକ୍ତାନନ୍ଦ ପୁରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନ୍ତେବାସୀ ଅତିଥି ମାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ଆଜି ସକାଳୁ ପ୍ରଭାତ ଫେରି,କଳସ ଯାତ୍ରା, ନାମ ସଂକିର୍ତ୍ତନ ହେବାସହ ସୂର୍ଯ୍ୟ ପୂଜା, ଗୋ ପୂଜା, ହନୁମାନ ଚାଳିଶା ପାଠ ପ୍ରଭୃତି ଦିନ ତମାମ ବିଭିନ୍ନ କାର୍ଯ୍ୟକ୍ରମ ରହିଛି । ସନ୍ଧ୍ୟାରେ ଯଜ୍ଞ ଓ ଜନ୍ମାଷ୍ଟମୀ ପାଳନ କରାଯିବ । ପ୍ରକାଶ ଯେ, ୨୦୦୮ ମସିହା ଅଗଷ୍ଟ ୨୩ ତାରିଖରେ କନ୍ଧମାଳ ଜିଲ୍ଲା ଜାଲେଶପଟ୍ଟା ଆଶ୍ରମରେ ଜନ୍ମାଷ୍ଟମୀ ଉତ୍ସବ ପାଳନ ହେଉଥିବାବେଳେ ସ୍ବାମୀଜୀଙ୍କ ସମେତ ତାଙ୍କର ଚାରିଜଣ ସହଯୋଗୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଥିଲେ କିଛି ଆତତାୟୀ ।

ସ୍ବାମୀଜୀଙ୍କ ହତ୍ୟା ଘଟଣାରେ ସ୍ତବ୍ଧ ହୋଇପଡ଼ିଥିଲା ସାରା ରାଜ୍ୟ । ଏହାପରେ ଅଶାନ୍ତ ହୋଇ ଦଙ୍ଗା ପରିସ୍ଥିତି ସୃଷ୍ଟି ହୋଇଥିଲା ସାରା କନ୍ଧମାଳ ଜିଲ୍ଲାରେ । ବହୁ ଧନଜୀବନ ନଷ୍ଟ ହେବାସହ ବହୁ ଲୋକଙ୍କ ପ୍ରାଣହାନି ମଧ୍ୟ ଘଟିଥିଲା । ସ୍ବାମୀଜୀଙ୍କ ହତ୍ୟା ଘଟଣାକୁ ପୁରିଛି ୧୪ ବର୍ଷ । ସଂସ୍କୃତିକୁ ରକ୍ଷାକରିବା ସ୍ବାମୀଜୀଙ୍କ ମୁଳ ଲକ୍ଷ୍ୟ ଥିଲା । ସ୍ବାମୀଜୀଙ୍କୁ ସ୍ମରଣକରି ଆମେ ଆଜିବି ତାଙ୍କ ଚଲାପଥରେ ଚାଲିଛୁ ବୋଲି କହିଛନ୍ତି ଆଶ୍ରମ ମୁଖ୍ୟ । ଅନ୍ୟପଟେ ବ୍ରହ୍ମଲୀନ ବେଦାନ୍ତ କେଶରୀ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ଘଟଣାକୁ ୧୪ ବର୍ଷ ବିତିଯାଇଥିଲେ ମଧ୍ୟ ଏଯାଏଁ ତାଙ୍କ ହତ୍ୟାକାରୀଙ୍କୁ ଦଣ୍ଡ ମିଳିନାହିଁ । ହତ୍ୟାକାରୀ ଙ୍କ ଠାରୁ ଅଧିକ ଦୋଷୀ ଷଡ଼ଯନ୍ତ୍ରକାରୀ ହେଲେ ସେମାନେ ଖୁଲମଖୋଲା ବାହାରେ ବୁଲୁଛନ୍ତି ।

କମିଶନ ରିପୋର୍ଟ ପ୍ରଦାନ କରିଛନ୍ତି ହେଲେ ତାହାକୁ ସାର୍ବଜନୀନ କରାଯାଉ ନାହିଁ । ରାଜ୍ୟ ସରକାରଙ୍କ ଏଥିପ୍ରତି ଆନ୍ତରିକତା ନାହିଁ । ଯେତେଦିନ ପର୍ଯ୍ୟନ୍ତ ସ୍ବାମୀଜୀଙ୍କ ହତ୍ୟାକାରୀଙ୍କୁ ଦଣ୍ଡ ନମିଳିଛି ଏବଂ କମିଶନଙ୍କ ତଦନ୍ତ ରିପୋର୍ଟ ସାର୍ବଜନୀନ କରାଯାଇଛି ସେପର୍ଯ୍ୟନ୍ତ ଆମେ ଲଢ଼େଇ ଜାରୀ ରଖିବୁ । ଆଗକୁ ଏହି ଆନ୍ଦୋଳନ ଆହୁରି ତୀବ୍ରରୂପ ଧାରଣ କରିବ ଏବଂ ଏହାର ପରିଣାମ ଭୟଙ୍କର ହେବ । ସେଥିପାଇଁ କେବଳ ରାଜ୍ୟ ସରକାର ହିଁ ସମ୍ପୃର୍ଣ ଦାୟୀ ରହିବେ ବୋଲି କହିଛନ୍ତି ବିଶ୍ବହିନ୍ଦୁ ପରିଷଦ ସଦସ୍ୟଙ୍କ ସମେତ ସମସ୍ତ ସାଧୁସନ୍ଥ ଓ ସ୍ବାମୀଜୀଙ୍କ ଶ୍ରଦ୍ଧାଳୁ । ସେପଟେ ଏହି ଶ୍ରାଦ୍ଧ ବାର୍ଷିକୀ ପାଇଁ ପ୍ରଶାସନ ପକ୍ଷରୁ କନ୍ଧମାଳ ଜିଲ୍ଲାରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଜିଲ୍ଲାର ବିଭିନ୍ନ ସ୍ଥାନରେ ନାକା କରାଯାଇ ଗାଡ଼ି ମୋଟର ଯାଞ୍ଚ୍ କରୁଛି ଜିଲ୍ଲା ପୋଲିସ । ତୁମୁଡିବନ୍ଧର ଜଲେଶପଟ୍ଟାରେ ଜଣେ ଡିଏସପି,ତିନିଜଣ କମାଣ୍ଡାଣ୍ଟ, ୯ଜଣ ଅଫିସର୍,୧ ପ୍ଲାଟୁନ୍ ପୋଲିସ୍ ଫୋର୍ସଙ୍କ ସମେତ ସ୍ଥାନୀୟ ପୋଲିସ୍ ମୁତୟନ ଅଛନ୍ତି । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଭିନିତ୍ ଅଗ୍ରୱାଲ ସମସ୍ତ ସ୍ଥିତି ଉପରେ କଡ଼ାନଜର ରଖିଥିବା ବେଳେ ବାଲିଗୁଡ଼ା ଅଞ୍ଚଳରେ ମଧ୍ୟ ଏସଡିପିଓ ଜି.ଆର୍.ରେଡ୍ଡୀ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ସହ ସମସ୍ତ ସ୍ଥିତିକୁ ଅନୁଧ୍ୟାନ କରୁଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
OPPO Celebrates a 10 of F Series in India with the Launch of F35 Series, Bringing the Group Selfie Expert  to a New Generation

OPPO Celebrates a 10 of F Series in India with the Launch of F35 Series, Bringing the Group Selfie Expert to a New Generation

October 7, 2026
7th Odisha Travel Bazaar Concludes Successfully, Marking a  New Chapter in Odisha’s Tourism Journey

୭ମ ଓଡ଼ିଶା ଟ୍ରାଭେଲ ବଜାର ସଫଳତାର ସହ ଉଦ୍‌ଯାପିତ : ଓଡ଼ିଶା ପର୍ଯ୍ୟଟନ କ୍ଷେତ୍ରରେ ଯୋଡ଼ିହେଲା ନୂଆ ଅଧ୍ୟାୟ

Odisha’s youth will be skilled in green energy and solar technology along with creating employment opportunities-another step in that direction.

Odisha’s youth will be skilled in green energy and solar technology along with creating employment opportunities-another step in that direction.

October 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

OPPO Celebrates a 10 of F Series in India with the Launch of F35 Series, Bringing the Group Selfie Expert  to a New Generation

OPPO Celebrates a 10 of F Series in India with the Launch of F35 Series, Bringing the Group Selfie Expert to a New Generation

October 7, 2026
7th Odisha Travel Bazaar Concludes Successfully, Marking a  New Chapter in Odisha’s Tourism Journey

୭ମ ଓଡ଼ିଶା ଟ୍ରାଭେଲ ବଜାର ସଫଳତାର ସହ ଉଦ୍‌ଯାପିତ : ଓଡ଼ିଶା ପର୍ଯ୍ୟଟନ କ୍ଷେତ୍ରରେ ଯୋଡ଼ିହେଲା ନୂଆ ଅଧ୍ୟାୟ

October 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version